୧୧ ବର୍ଷ ହେଲା ପହଁରି ଅଫିସ ଯାଉଛନ୍ତି ଝୁ ବିବୁ

ବେଜିଂ,୨୨।୪: ଚାଇନା ବୁହାନରେ ବାସ କରୁଥିବା ଜଣେ ବ୍ୟକ୍ତି ଗତ ୧୧ ବର୍ଷ ହେଲା ପହଁରି ଅଫିସ୍‌ ଯାଉଛନ୍ତି। ୟାଙ୍ଗ୍‌ଜୀ ନଦୀରେ ୨.୨ କିଲୋମିଟର ପହଁରିବାକୁ ୫୩ ବର୍ଷ ବୟସ୍କ ଝୁ ବିବୁଙ୍କୁ ୩୦ ମିନିଟ୍‌ ସମୟ ଲାଗିଥାଏ। ତେବେ ଟ୍ରେନ୍‌ରେ ଗଲେ ତାଙ୍କୁ ଏକ ଘଣ୍ଟା ସମୟ ଲାଗେ। ସ୍ଥାନୀୟ ଏକେ ଫୁଡ୍‌ ମାର୍କେଟ୍‌ରେ ସେ ମ୍ୟାନେଜର ଭାବେ କାମ କରନ୍ତି। ସମୟ ବଞ୍ଚାଇବା ସହିତ ବ୍ୟକ୍ତିଗତ ସ୍ବାସ୍ଥ୍ୟ ପାଇଁ ସେ ଏଭଳି କରୁଥିବା କହିଥାନ୍ତି। ଏବେ ଝୁ ବିବୁଙ୍କ ଏଭଳି କାର୍ଯ୍ୟ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଲୋକେ ତାଙ୍କର ପ୍ରଶଂସକ ପାଲଟି ଯାଇଛନ୍ତି। କେତେକ ତାଙ୍କର କାର୍ଯ୍ୟକୁ ତାରିଫ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିସିପିଆଇ ର଼୍ୟାକିଙ୍ଗ: ଜଳବାୟୁ ପରିବର୍ତ୍ତନ ପଦକ୍ଷେପ କ୍ଷେତ୍ରରେ ଶ୍ରେଷ୍ଠ-୫ ଦେଶ ମଧ୍ୟରେ ଭାରତ…

ବର୍ଲିନ,୨୨।୧୧ : ଗ୍ଲୋବାଲ ଜଳବାୟୁ ପରିବର୍ତ୍ତନ ପ୍ରଦର୍ଶନ ସୂଚକାଙ୍କ (ସିସିପିଆଇ) ରେ ଭାରତ ଶ୍ରେଷ୍ଠ ପାଞ୍ଚଟି ଦେଶ ମଧ୍ୟରେ ଏବଂ ଜି -୨୦ ଦେଶ ମଧ୍ୟରେ...

ନବଜାତକ ପେଟରେ ପିଲା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଖବରର ହେଡିଙ୍ଗ୍‌ଟି ପଢ଼ିବା ପରେ ଯେ କେହି ବି ଆଶ୍ଚର୍ଯ୍ୟ ହୋଇଯାଇଥିବେ ନିଶ୍ଚୟ। ତେବେ ଏମିତି ଏକ ଘଟଣା ଘଟିଛି ଇଜିପ୍ଟର ଜଗଜିଗ ସହରରେ। ସହରର...

ଖଲିସ୍ତାନ ସମର୍ଥକଙ୍କୁ ପାଣ୍ଠି ଯୋଗାଉଛନ୍ତି ବ୍ରିଟେନ୍‌ ଏବଂ କାନାଡ଼ାରେ ଥିବା ପାକିସ୍ତାନୀ

ଲଣ୍ଡନ,୬।୭: ଖଲିସ୍ତାନ ସମର୍ଥକଙ୍କୁ ବ୍ରିଟେନ୍‌ ଏବଂ କାନାଡ଼ାରେ ଥିବା ପାକିସ୍ତାନୀ ପାଣ୍ଠି ଯୋଗାଉଛନ୍ତି। ଏନେଇ ଭାରତୀୟ ସେନାର ପୂର୍ବତନ ମେଜର ଜେନେରାଲ ଧ୍ରୁବ.ସି. କଟୋଚ୍‌ ସୂଚନା...

ମାସୁଦ୍‌ ଆଝାର ରୋଗଗ୍ରସ୍ତ: ଅସଗରଙ୍କ ନିର୍ଦ୍ଦେଶରେ ସଂଗଠନ ହେଉଛି ପରିଚାଳିତ

ଇସଲାମାବାଦ୍‌,୧୦।୯: ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଆଝାର ଦୀର୍ଘଦିନ ଧରି ରୋଗଗସ୍ତ ଅଛନ୍ତି। ସେଥିପାଇଁ ହୁଏତ ପାକିସ୍ତାନ ସରକାର ତାଙ୍କୁ ମୁକ୍ତ କରିଥିବା କୁହାଯାଉଛି।...

ବୋମା ବିସ୍ଫୋରଣରେ ଥରିଲା ମାରିୟୁପୋଲ: ଫସିରହିଛନ୍ତି ୨ଲକ୍ଷ ନାଗରିକ

କ୍ୱିଭ୍‌,୨୩।୩: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୨୮ଦିନରେ ପହଞ୍ଚିଛି। ଆଉ କିଛି ଦିନ ଗଲେ ଯୁଦ୍ଧକୁ ପ୍ରାୟ ମାସେ ହୋଇଯିବ ହେଲେ...

କାନାଡାରେ ଥମୁନାହିଁ ଶିଖଙ୍କ ଉପରେ ଆକ୍ରମଣ, ଘରେ ପସି ମହିଳାଙ୍କୁ ହତ୍ୟା

ଓଟାୱା,୧୧ ।୧୨: କାନାଡାରେ ଏବେ ଭାରତୀୟଙ୍କ ଉପରେ ଆକ୍ରମଣ କମ ହେବାର ନାଁ ନେଉନି । ଏଥିରେ ବିଶେଷ ଭାବେ ଶିଖଙ୍କୁ ଟାର୍ଗେଟ କରାଯାଉଛି ।...

କାଏରୋ ପାର୍କରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଜୟଶଙ୍କର…

କାଏରୋ,୧୫।୧୦ : କାଏରୋର ପ୍ରସିଦ୍ଧ ପାର୍କରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶନିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଇଜିପ୍ଟର ରାଜଧାନୀରେ...

ଭାରତ ସହ ଅନ୍ୟ ୪ ଦେଶର ରାଷ୍ଟ୍ରଦୂତଙ୍କୁ ବରଖାସ୍ତ କଲେ ଜେଲେନସ୍କି

କିଭ୍‌,୧୦।୭: ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଭାରତ ସମେତ ୫ ରାଷ୍ଟ୍ରର ରାଷ୍ଟ୍ରଦୂତଙ୍କୁ ସେ ବରଖାସ୍ତ କରିଛନ୍ତି। ଶନିବାର...

Advertisement
Archives

Model This Week