୧୧ ରାଉଣ୍ଡ: ବିଜେଡି ପ୍ରାର୍ଥୀ ସନ୍ତୋଷ ଖଟୁଆ ଆଗରେ

ନୀଳଗିରି, ୨୩।୫(ଡି.ଏନ.ଏ.)-୧୧ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆ ୨୭ହଜାର ୫୪୫, ଭାଜପା ବିଧାୟକ ପ୍ରାର୍ଥୀ ସୁକାନ୍ତ ନାୟକଙ୍କୁ ୨୫ହଜାର ୫୩୭ ଭୋଟ ମିଳିଛି। ବିଜେଡି ପ୍ରାର୍ଥୀ ୨ହଜାର ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ସେହିପରି ଲୋକସଭା ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୨୭ ହଜାର ୬୯୦ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ରବୀନ୍ଦ୍ର ଜେନା ୨୬ ହଜାର ୬୬୭ ଭୋଟ ପାଇଛନ୍ତି। ଭାଜପା ୧ହଜାର ୨୩ ଖଣ୍ଡ ଭୋଟରେ ଆଗୁଆ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସିଜିଏସଟି ସୁପରିଟେଣ୍ଡେଣ୍ଟ, ବାନ୍ଧିଲା CBI

ବାଲେଶ୍ବର,୯।୫ ବାଞ୍ଛାନିଧି ଦେ): ଲାଞ୍ଚ ନେଉଥିବାବେଳେ କେନ୍ଦ୍ରୀୟ ଦ୍ରବ୍ୟ ଓ ସେବାକର (ସିଜିଏସଟି)ବିଭାଗର ବାଲେଶ୍ବର ଆଞ୍ଚଳିକ ଅଧୀକ୍ଷକ (ଟେକ୍ନିକାଲ  ସୁପରିଟେଣ୍ଡେଣ୍ଟ) ଓମ ପ୍ରକାଶ ନାୟକଙ୍କୁ ସିବିଆଇ ଟିମ…

ରାଜପଥରେ ଟ୍ରକକୁ ପିଟିଲା ହାଇୱା   ହେଲପର ମୃତ, ଡ୍ରାଇଭର ଗୁରୁତର

 ବାଲେଶ୍ୱର,୫।୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ ଜାତୀୟ ରାଜପଥ ରୂପସା ଥାନା ଅନ୍ତର୍ଗତ ଯୁକନଣ୍ଡି ଛକ ନିକଟରେ ମଙ୍ଗଳବାର ଏକ ମର୍ମଦୁନ୍ତ ସଡ଼କ  ଦୁର୍ଘଟଣା ଘଟିଛି…

ବାଲେଶ୍ବର ବଢୁଛି ଜିଞ୍ଜର କାରବାର; ମାଡି ବସିଲା ଅବକାରୀ ପୋଲିସ, ୭ଅଭିଯୁକ୍ତ ଗିରଫ

ବାଲେଶ୍ୱର,୩ା୫( ବାଞ୍ଛାନିଧି ଦେ): ଜିଞ୍ଜର ଚାଲାଣ ବେଳେ ମାଡି ବସିଲା ଅବକାରୀ ପୋଲିସ । ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଭ୍ରାମ୍ୟମାଣ…

ପୋଖରୀରେ ବୁଡି ଦୁଇ ନାବାଳିକା ଭଉଣୀଙ୍କ ଜୀବନ ଗଲା 

ବାଲେଶ୍ୱର/ରେମୁଣା/ ସଜନାଗଡ଼, ୩।୫( ବାଞ୍ଛାନିଧି ଦେ/ ରବୀନ୍ଦ୍ର ମହାକୁଡ଼/ ପ୍ରଶାନ୍ତ ବିଶ୍ୱାଳ ): ଗାଧୋଉଥିବା ବେଳେ ଘଟିଛି ଅଘଟଣ। ପୋଖରୀରେ ବୁଡି ଦୁଇ ନାବାଳିକା ସମ୍ପର୍କୀୟ ଭଉଣୀଙ୍କ…

ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ: ଆଉ ତା’ପରେ…

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l…

ବାଇକ୍‌ ଦୁର୍ଘଟଣାକୁ ନେଇ ତେଜିଲା ଗୋଷ୍ଠୀ ସଂଘର୍ଷ

ବାଲେଶ୍ବର,୨୯।୪: ବାଲେଶ୍ୱର ପୋଲାଡ଼ି ଛକରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଏକାଧିକ ଲୋକ ଆହତ ହୋଇଛନ୍ତି। ଏକ ବାଇକ୍‌ ଦୁର୍ଘଟଣାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ…

ଦିନରେ ଚୁଟି ବେପାର, ରାତିରେ ଚୋରି: ଆନ୍ତଃରାଜ୍ୟ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ଭୋଗରାଇ, ୨୯ା୪(ପ୍ରଦୀପ ଦାସ):ଦିନରେ ଘର ଘର ବୁଲି ଚୁଟି ବେପାର କରୁଥିଲେ। ରାତି ହେଲେ ଘରେ ପଶି ଟଙ୍କା ପଇସା, ସୁନାଗହଣା ଲୁଟ୍‌ କରି ଚମ୍ପଟ ମାରୁଥିଲେ।…

ପ୍ରଧାନଶିକ୍ଷକଙ୍କ ସହିତ ୨ ଶିକ୍ଷୟିତ୍ରୀଙ୍କୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଏହି କାରଣ ପାଇଁ…

ନୀଳଗିରି, ୨୭।୪( ପ୍ରଶାନ୍ତ ବିଶ୍ୱାସ ): ବିଦ୍ୟାଳୟ ଅଫିସରେ ତାଲା, ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ସାମଲଙ୍କ ସହିତ ଦୁଇ ଶିକ୍ଷୟତ୍ରୀ ଗୃହବନ୍ଦୀ। ବାଲେଶ୍ବର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri