Posted inଜାତୀୟ

୧୧ ରାଜ୍ୟରେ ନିଯୁକ୍ତ ହେବେ ନୂଆ ରାଜ୍ୟପାଳ: ଦୌଡ଼ରେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୧୧।୬: ଦେଶର ୧୧ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଜନା କରାଯାଉଛି। ଏହାଦ୍ୱାରା ନିର୍ବାଚନ ଲଢ଼ିବାକୁ ସୁଯୋଗ ଦିଆଯାଇ ନ ଥିବା ବରିଷ୍ଠ ସଦସ୍ୟଙ୍କୁ ଥଇଥାନ କରାଯିବାର ସମ୍ଭାବନା ରହିଛି। ରାଜ୍ୟପାଳ ଦୌଡ଼ରେ ମୂରଲୀମନୋହର ଯୋଶୀ, ବଣ୍ଡାରୁ ଦତ୍ତାତ୍ରେୟ, କଲରାଜ ମିଶ୍ର, କରିଆ ମୁଣ୍ଡା, ଭଗତ ସିଂ କୋରୟାରୀ, ବିଜୟ ଚକ୍ରବର୍ତ୍ତୀ, ସୁମିତ୍ରା ମହାଜନ ଆଦିଙ୍କ ନାମ ଚର୍ଚ୍ଚାରେ ରହିଛି। ଗୋଆ, କର୍ନାଟକ, ଗୁଜରାଟ,କେରଳ, ମହାରାଷ୍ଟ୍ର, ନାଗାଲାଣ୍ଡ, ରାଜସ୍ଥାନ, ତ୍ରିପୁରା, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟର ରାଜ୍ୟପାଳଙ୍କ କାର୍ଯ୍ୟକାଳ ସରୁଥିବାରୁ ଏଠାରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତ କରାଯିବାର ଯୋଜନା ପ୍ରସ୍ତୁତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri