୧୧ ଶ୍ରମିକ ଧରାପଡ଼ିି କ୍ୱାରାଣ୍ଟାଇନ୍‌ରେ ରହିଲେ

କେନ୍ଦୁଝର,୨୨ା୪(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ରାଜ୍ୟ ବର୍ଦ୍ଧମାନ ଜିଲାର ୧୧ଜଣ ଶ୍ରମିକ ଝୁମ୍ପୁରା ଅଞ୍ଚଳରେ ରହି ନିର୍ମାଣ କାର୍ଯ୍ୟ କରୁଥିଲେ। କରୋନା ପାଇଁ ଲକ୍‌ଡାଉନ୍‌ ହୋଇଯିବାରୁ ନିର୍ମାଣ କାର୍ଯ୍ୟ ବନ୍ଦ ହୋଇଯାଇଥିଲା। ଗାଡ଼ିମୋଟର ନ ଚାଲିବାରୁ ସେମାନେ ନିଜ ରାଜ୍ୟକୁ ଫେରି ପାରି ନ ଥିଲେ। ଏହି ଶ୍ରମିକମାନେ ୫ଟି ନୂଆ ସାଇକେଲରେ ଜିନିଷପତ୍ର ଧରି ଗତକାଲି ନିଜ ରାଜ୍ୟକୁ ଫେରି ଯାଉଥିବାବେଳେ କେନ୍ଦୁଝରଠାରେ ରାତି ୧୦ଟାରେ ପୋଲିସ ହାବୁଡରେ ପଡ଼ି ଯାଇଥିଲେ। ପୋଲିସ ସେମାନଙ୍କୁ ମୋଚିବନ୍ଧ ନୋଡାଲ ହାଇସ୍କୁଲସ୍ଥିତ ଅସ୍ଥାୟୀ କ୍ୱାରାଣ୍ଟାଇନ୍‌ରେ ସେଣ୍ଟରରେ ରଖିଥିବା ଜଣାପଡିଛି। ସେହିପରି ପା୧୧ ଶ୍ରମିକ ଧରାପଡ଼ିି କ୍ୱାରାଣ୍ଟାଇନ୍‌ରେ ରହିଲେ


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌର ପାଲିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ବିରୋଧ, ପୁଣି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ …

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଛତ୍ରପୁର ପୌରପାଳିକା ଗଠନକୁ ନେଇ ଛକାପଞ୍ଛା ଲାଗିରହିଛି । ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତି ନୂଆଗାଁ ଓ ଚିକଲଖଣ୍ଡି…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri