୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍‌

ସମ୍ବଲପୁର, ୧୫।୮(ବ୍ୟୁରୋ): ଗୁରୁବାର ୧୨ଟା ସୁଦ୍ଧା ହୀରାକୁଦ ଡ୍ୟାମର ୯ଟି ଗେଟ୍‌ ଖୋଲାଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି ଗେଟ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯାଇଛି। ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପୂର୍ବାହ୍ନ ୧୧ଟା ୩୦ପରେ ଗେଟ ଖୋଲିବା ଆରମ୍ଭ ହୋଇଥିଲା। ଏଥିଯୋଗୁ ମହାନଦୀ ତଳ ମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି। ସୂଚନାଯୋଗ୍ୟ, ବୁଧବାର ହୀରାକୁଦ ଡ୍ୟାମର ଗୋଟିଏ ଗେଟ ଖୋଲାଯାଇଥିଲା। ପୂର୍ବାହ୍ନ ୧୧ଟା ୩୦ରେ ୭ ନମ୍ବର ଗେଟ ଖୋଲାଯାଇଥିବାବେଳେ ଅପରାହ୍ନ ୨ଟାରେ ଏହାକୁ ବନ୍ଦ କରି ଦିଆଯାଇଥିଲା। ହେଲେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ୧୬ଟି ଗେଟ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri