Posted inଜାତୀୟ

୧୨୦ ଉତ୍ତରାଧିକାରୀଙ୍କ ମଧ୍ୟରେ ବଣ୍ଟାହେବ ନିଜାମଙ୍କ ସମ୍ପତ୍ତି

ହାଇଦ୍ରାବାଦ,୪-୧୦:ଦେଶୀୟ ରାଜ୍ୟ ହାଇଦ୍ରାବାଦର ଶେଷ ନିଜାମ ମିର୍‌ ଓସ୍‌ମାନ ଅଲି ଖାନଙ୍କର ନାଟ୍‌ଓ୍ବେଷ୍ଟ ବ୍ୟାଙ୍କରେ ୧୯୪୮ରୁ ଜମା ଥିବା ୩୫ ନିୟୁତ ପାଉଣ୍ଡ (୩୦୬ କୋଟି ଟଙ୍କା) ତାଙ୍କର ୧୨୦ରୁ ଊର୍ଦ୍ଧ୍ୱ ଉତ୍ତରାଧିକାରୀଙ୍କ ମଧ୍ୟରେ ବଣ୍ଟାଯିବ। ନିଜାମଙ୍କ ପରିବାର ସୂତ୍ରରୁ ଏହା ଜଣାପଡିଛି। ବୁଧବାର ପ୍ରକାଶ ପାଇଥିବା ଇଂଲଣ୍ଡ ଓ ଓ୍ବେଲ୍ସର ବ୍ୟବସାୟ ଓ ସମ୍ପତ୍ତି କୋର୍ଟଙ୍କ ରାୟ ଭାରତ ଓ ନିଜାମଙ୍କ ଉତ୍ତରାଧିକାରୀମାନଙ୍କ ସପକ୍ଷରେ ଯାଇଥିଲା। ଏହି ସମ୍ପତ୍ତି ଉପରେ ପାକିସ୍ତାନ ସରକାରଙ୍କ ଦାବିକୁ କୋର୍ଟ ଖାରଜ କରିଦେଇଥିଲେ। ସୂତ୍ର ଅନୁଯାୟୀ ସମ୍ପତ୍ତି ଭାରତ ସରକାର, ନିଜାମଙ୍କ ଇଷ୍ଟେଟ୍‌ର ପ୍ରତିନିଧିତ୍ୱ କରୁଥିବା ମୁକାରାମ୍‌ ଜାହ, ମୁଫଖାମ୍‌ ଜାହ, ନିଜାମଙ୍କ ନାତି ଓ ଇଷ୍ଟେଟ୍‌ର ଅଂଶବିଶେଷ ଥିବା ଅନ୍ୟ ୧୨୦ ଜଣଙ୍କ ମଧ୍ୟରେ ବାଣ୍ଟିଦିଆଯିବ। ମାମଲାରେ ପକ୍ଷ ଥିବା ନିଜାମଙ୍କ ଅନ୍ୟତମ ନାତି ନଜାଫ ଅଲି ଖାନ୍‌ଙ୍କୁ ମଧ୍ୟ ସମ୍ପତ୍ତିରୁ ଭାଗ ମିଳିବ। ସେ ନିଜାମଙ୍କ ପରିବାର କଲ୍ୟାଣ ସଂଘର ମୁଖ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri