୧୨୨ ନମୁନାରୁ ୯୦ ନେଗେଟିଭ୍‌

ବାରିପଦା ଅଫିସ, ୮ା୪: କରୋନା ଭାଇରସ୍‌ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଜିଲାର ୧୨୨ଟି ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏଥିମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୦ଟି ନମୁନା ନେଗେଟିଭ୍‌ ଆସିଥିବା ବେଳେ ବାକିଗୁଡ଼ିକର ରିପୋର୍ଟ ଆସି ନ ଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଜିଲାରେ ୯୫ ଜଣ ବିଦେଶ ଫେରନ୍ତାଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କୁ ବର୍ତ୍ତମାନ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଛି। ବୁଧବାରଠାରୁ ଜିଲାର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ସ୍ବତନ୍ତ୍ର ଭାବେ ଜ୍ୱର, ଥଣ୍ଡା ଏବଂ କାଶ ପାଇଁ ଓପିଡ଼ି ଖୋଲାଯାଇଛି। ପ୍ରତି ସ୍ବାସ୍ଥ୍ୟକେନ୍ଦ୍ରରେ ଗୋଟିଏ ସାଧାରଣ ଓପିଡ଼ି ରହିଥିବା ବେଳେ ବର୍ତ୍ତମାନ ଜ୍ୱର ଓ ଥଣ୍ଡା, କାଶ ପାଇଁ ଆଉ ଏକ ଓପିଡ଼ି ଖୋଲାଯାଇଥିବା ସୂଚନା ଦିଆଯାଇଛି। ଜିଲାରେ ହୋମ୍‌ କ୍ୱାରାଣ୍ଟାଇନରେ ଥିବା ବ୍ୟକ୍ତିମାନଙ୍କୁ ନୋଡ଼ାଲ ଅଫିସରମାନେ ପ୍ରତିଦିନ ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିରାଡ଼ମ୍ବରରେ ହିଙ୍ଗୁଳାଯାତ୍ରା ସମ୍ପନ୍ନ

ତାଳଚେର,୧୬ା୪(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଶୀତୁଳା ଯାତ୍ରା ବୁଧବାର ସମ୍ପନ୍ନ ହୋଇଛି। କରୋନା କଟକଣା ପାଇଁ ଚଳିତବର୍ଷ ଏହା ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ...

ଲକ୍ଷ୍ମୀ: ନାଁକୁ କାମ, ମିଳୁନି ସୁବିଧା

କଟକ ଅଫିସ,୭ା୮:କରୋନା କଟକଣା ଯୋଗୁ ବିଭିନ୍ନ ରାଜ୍ୟରେ ନିଯୁକ୍ତି ହରାଇ ପ୍ରବାସୀମାନେ ନିଜ ଘରକୁ ଫେରିଲେ। ଲୋକଙ୍କ ଜୀବନଜୀବିକାକୁ ଗୁରୁତ୍ୱ ଦେଇ ଜିଲା ପ୍ରଶାସନ ସେମାନଙ୍କୁ...

ସ୍କୁଟିକୁ ଧକ୍କା ଦେବାରୁ ବସ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ, ୨।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନଂ. କ ଜାତୀୟ ରାଜପଥର ବଡପାଳଠାରେ ବୁଧବାର ସକାଳେ ଏକ ବସ୍‌...

୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା

ଖୋର୍ଦ୍ଧା ଅଫିସ,୨୮।୧୨: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା ପାଲଟିଛି। ରାଜପଥର ଖୋର୍ଦ୍ଧା ଓ ଭୁବନେଶ୍ୱର ମଧ୍ୟରେ ଗତ ମେ ମାସରୁ ଡିସେମ୍ବର...

ଚଢ଼ାଦରରେ ଧାନ ବିହନ ବିକ୍ରି ଅଭିଯୋଗ

ଛତ୍ରପୁର,୨୧ା୬(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଚଢା ଦରରେ ଧାନ ବିହନ ବିକ୍ରି ଚାଲିଥିବା ଅଭିଯୋଗ ଆସିଛି। ପୂର୍ବରୁ ଘରୋଇ ଡିଲର ଓ ପ୍ରାଥମିକ ସମବାୟ ସେବା ସମିତିଗୁଡିକୁ...

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ସମଗ୍ର ରାଜ୍ୟ ହାଡ଼ଭଙ୍ଗା ଶୀତରେ କମ୍ପୁଛି। ସଞ୍ଜ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଶୀତ। ଦେହ ହାତ କୋଲ ମାରିଯାଉଛି। ଗାଁଠୁ ସହର ସବୁଠି...

ବଳି ଭୟରେ ନାବାଳିକାଙ୍କ ସ୍କୁଲ ଯିବା ବନ୍ଦ

ରଘୁନାଥପୁର,୧୧।୩(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ଅନ୍ତର୍ଗତ ସାଦେଇପୁର ପଞ୍ଚାୟତ ରାଉତ ନୂଆଗାଁର ନାରାୟଣ ପାଣି ଶନିବାର ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ଗୁପ୍ତଧନ ପାଇବା...

କଟକରେ ଏନକାଉଣ୍ଟର: ଅଭିଯୁକ୍ତ ବୁଦ୍ଧିଆ ଆହତ

କଟକ ଅଫିସ,୧୧ା୯: ପୂଜାକୁ ନେଇ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ବୁଧବାର ପୂର୍ବାହ୍ନରେ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍‌ ପୋଲିସ ଏନ୍‌କାଉଣ୍ଟର କରିଛି। ଏଥିରେ ଅଭିଯୁକ୍ତ...

Advertisement
Archives

Model This Week