୧୨ ଘଣ୍ଟିଆ ଧୁଷୁରୀ ବନ୍ଦ

ଧାମନଗର, ୬।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ବଜାର ର ବରିଷ୍ଠ ନାଗରିକ ମଞ୍ଚ ଏବଂ ଧୁଷୁରୀ ଆଞ୍ଚଳିକ ଯୁବ ପରିଷଦ ତରଫରୁ ୬ ଦଫା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଜାରି ରହିଛି । ଯାତାୟାତ ସହିତ ବଜାର ଦୋକାନ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ବଢ଼ିଲା ଶୀତ, ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ

ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷର ପ୍ରଥମ ଶୀତ ଅନୁଭୁତ ହୋଇଛି। ମଙ୍ଗଳବାର ସକାଳ ୮ଟାରେ ସର୍ବନିମ୍ନ ତାପମାତ୍ରା ୯ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ...

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଫୁଲବାଣୀ ଅଫିସ,୧୫ା୨: କନ୍ଧମାଳ ଜିଲା ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବିରେ ବୁଧବାର ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ଦଳୀୟ କର୍ମୀମାନେ...

ମୋତେ ବରବାଦ୍‌ କରିଦେଲା, ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଆତ୍ମହତ୍ୟା କଲେ ଯୁବକ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ପ୍ରେମରେ ମିଳିଲା ଧୋକା। ପ୍ରତାରଣା ସହି ନ ପାଇ ଯୁବକ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ...

ପଞ୍ଜୀକରଣ ପରେ ବି ପ୍ରବାସୀଙ୍କ ଫେରିବା ବାଟ ଫିଟୁନି: ଭୋକ ଉପାସରେ ପଡ଼ିରହିଛନ୍ତି ଆନ୍ଧ୍ରରେ

ବାଲିଗୁଡ଼ା,୨୧ା୫(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି...

କାନ୍ଥପଡ଼ି ସ୍ବାମୀ ମୃତ, ସ୍ତ୍ରୀ ଆହତ

ଆଳି,୨୫।୧୦(ଡି.ଏନ୍‌.ଏ.): ଲଗାଣବର୍ଷା ଯୋଗୁ ଗୁରୁବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅନ୍ତର୍ଗତ ଧୋୟା ଅଞ୍ଚଳର ଗଣେଶ୍ବରପୁର ନୂଆସାହି ଗ୍ରାମରେ...

୬ଟଙ୍କାରେ କୋଟିପତି

ବାରିପଦା ଅଫିସ,୧୦ା୭: ୬ଟଙ୍କାର ଲଟେରୀ ଟିକେଟ କିଣି କୋଟିପତି ହେବାର ଲୋଭ ଦେଖାଇ ଲୋକଙ୍କୁ ଠକୁଥିବା ୪ ଅଭିଯୁକ୍ତଙ୍କୁ ବାରିପଦା ଟାଉନ ପୋଲିସ ଗିରଫ କରି...

ବେଳାଭୂମି ମହୋତ୍ସବରେ ଲାଗିବ ୪୦ ସିିସି କ୍ୟାମେରା

ବ୍ରହ୍ମପୁର,୧୭ା୧୨: ଗଞ୍ଜାମ ଜିଲାର ଲୋକକଳା, ସଂସ୍କୃତି ଓ ପରମ୍ପରାକୁ ପ୍ରାଧାନ୍ୟ ଦେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆସନ୍ତା ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ...

ଅନୈତିକ ସମ୍ପର୍କ: ଯୁବକଙ୍କୁ ପିଟିପିଟି ମାରିଦେଲେ ବାପ-ପୁଅ

ମୋରଡା,୨୫।୪(ଡି.ଏନ୍‌.ଏ.): ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପିଟିପିଟି ମାରିଦେବା ଚର୍ଚ୍ଚାର ବିଷୟ ହୋଇଛି। ଏପରି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ମୋରଡ଼ା...

Advertisement
Archives

Model This Week