୧୨ ଦଫା ଦାବିରେ ବିଭିନ୍ନ ସଂଘ ପକ୍ଷରୁ ବନ୍ଦ ପାଳନ

ସିମୁଳିଆ,୮।୧(ଡି.ଏନ୍‌.ଏ.): ଲେବର ୟୁନିୟନ, ପାଚିକା ସହାୟିକା, ସିଟୁ, ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକା, ଡ୍ରାଇଭର ୟୁନିୟନ ପକ୍ଷରୁ ମିଳିତ ଭାବେ ସିମୁଳିଆରେ ବନ୍ଦ ଡାକରା ଦିଆଯାଇଥିଲା। ସିଟୁର ସମ୍ପାଦକ ଜଳନ୍ଧର ଜେନାଙ୍କ ଅଧ୍ୟକ୍ଷତାରେ ସମସ୍ତ ସଂଘ ବ୍ଲକର ସଦରମହକୁମା ମାର୍କୋଣା ଛକର ନୀଳକଣ୍ଠେଶ୍ୱର ମନ୍ଦିର ପରିସରରୁ ଶୋଭାଯାତ୍ରାରେ ବାହାରି ବ୍ଲକ, ବ୍ୟାଙ୍କ, କୃଷି କାର୍ଯ୍ୟାଳୟ, ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ, ଦୋକାନ ବଜାର ଇତ୍ୟାଦି ବନ୍ଦ କରିଥିଲେ। ଅଙ୍ଗନଓ୍ବାଡ଼ିି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ମାସିକ ଦରମା ୨୧ହଜାରକୁ ବୃଦ୍ଧି, ସରକାରୀ ମାନ୍ୟତା, ସମାନ କାମକୁ ସମାନ ଦରମା, ଘରୋଇକରଣ ବନ୍ଦ, ଶ୍ରମ ଆଇନ ବନ୍ଦ ଆଦି ଦାବି ସମ୍ପର୍କରେ ଏହି ଡାକରା ଦିଆଯାଇଥିଲା ା ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ସଂଘର ସଭାପତି ବବିତା ପାଳ, ସମ୍ପାଦକ ସବିତା ତ୍ରିପାଠୀ, ଲେବର ୟୁନିୟନର ସମ୍ପାଦକ ରାମଚନ୍ଦ୍ର ସିଂ, ବଟ ଜେନା, ବୁଦ୍ଧିରାମ ସିଂ, ଡ୍ରାଇଭର ୟୁନିୟନର ଦୀପକ ନାୟକ, କୁନା ସିଂ, ବାବୁଲି ସିଂ, ପାଚିକା ସଂଘର ସୁଶୀଳା ପାଣିଗ୍ରାହୀ, ମାଳତୀ ବିଶ୍ୱାଳ ପ୍ରମୁଖ ଯୋଗଦେଇଥିଲେ ା ପରେ ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ବ୍ଲକ ଫାଟକ ନିକଟରେ ଅପରାହ୍ନ ପର୍ଯ୍ୟନ୍ତ ଧାରଣା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ବେହାଲ ବରଗଡ଼ ସହର, ତଳି ଅଞ୍ଚଳ ଜଳମଗ୍ନ

ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ…

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri