Posted inଜାତୀୟ

୧୨ ମିନିଟ୍‌ରେ ୪ ଥର ଥରିଲା ମହାରାଷ୍ଟ୍ର : ଜଣେ ମୃତ

ପାଲଘର,୨୫।୭: ମହାରାଷ୍ଟ୍ର ପାଲଘର ଜିଲା ଡାହାନୁ ଅଞ୍ଚଳରେ ଗୁରୁବାର ହୋଇଥିବା ଭୂକମ୍ପରେ ଜଣେ ୫୫ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୮ ଥିବା ବେଳେ ଘରର କାନ୍ଥ ଭୂଷୁଡି ପଡିବାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ତେବେ ବୁଧବାର ପାଲଘର ଜିଲା ତଳସରି ବେଲ୍ଟରେ ରାତି ୧ଟା ୩ରୁ ୧ଟା ୧୫ ମଧ୍ୟରେ ୩.୬, ୨.୯ ଓ ୨.୮ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା। ତେବେ ମହିଳା ଜଣଙ୍କ ଯେଉଁ ଘରେ ରହୁଥିଲେ ତାହା ଅତି ଜରାଜୀର୍ଣ୍ଣ ଅବସ୍ଥାରେ ଥିବାରୁ ଏହାର କାନ୍ଥ ଭୂଷୁଡି ପଡିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଶୀ-ବିଶ୍ୱନାଥ କରିଡର ଲୋକାର୍ପିତ…

କାଶୀ-ବିଶ୍ୱନାଥ କରିଡର ଲୋକାର୍ପିତ… କାଶୀ, ୧୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କାଶୀ ବିଶ୍ୱନାଥ କରିଡରର ଲୋକାର୍ପିତ କରିଛନ୍ତି। ଶହ ଶହ ସାଧୁ ତଥା ବିଶିଷ୍ଟ...

ପାକିସ୍ତାନୀ ମହିଳାଙ୍କୁ ଯୋଗାଇ ଦେଉଥିଲେ ଷ୍ଟିଲ୍‌ ପ୍ଲାଣ୍ଟର ଗୁପ୍ତ ତଥ୍ୟ

ବିଶାଖାପାଟଣା,୮ା୮: ପାକିସ୍ତାନ ପାଇଁ ଗୋଇନ୍ଦାଗିରି କରୁଥିବା ଜଣେ ମହିଳାଙ୍କୁ ଗୁପ୍ତ ତଥ୍ୟ ଯୋଗାଇବା ଅଭିଯୋଗରେ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ(ସିଆଇଏସ୍‌ଏଫ୍‌)ର ଜଣେ କନଷ୍ଟେବଳ ଧରାପଡ଼ିଛନ୍ତି। ସୂଚନା...

ଆଇସୋଲେଶନ୍‌ କ୍ୟାମ୍ପରୁ ଛୁଟି ମିଳିବା ଖୁସିରେ ନାଚିଉଠିଲେ ଯୁବତୀ

ନୂଆଦିଲ୍ଲୀ,୧୮।୨: କରୋନା ଭାଇରସ୍‌ ସନ୍ଦେହରେ ଦିଲ୍ଲୀର ଏକ ଆଇସୋଲେଶନ୍‌ କ୍ୟାମ୍ପରେ କିଛି ଯୁବତୀ ନାଚୁଥିବାର ଏକ ଭିଡିଓ ସାମ୍ନାକୁ ଆସିଛି। ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିବା...

ଜୁଲାଇ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ଫଡନବିଶ

ମୁମ୍ବାଇ,୩୦ ।୬: ଗଲା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଆସନ । ବୁଧବାର ପର୍ଯ୍ୟନ୍ତ ସେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଥିବା ବେଳେ ଗୁରୁବାର ସକାଳୁ ସେ...

ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲର ଶିଶୁ ବିଭାଗରେ ନିଆଁ

ଭଦୋଦରା,୧୦।୯: ଗୁଜୁରାଟ ଭଦୋଦରାରେ ଥିବା ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲରେ ଥିବା ଶିଶୁ ବିଭାଗରେ ମଙ୍ଗଳବାର ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଓ୍ବାର୍ଡରେ...

ଅନ୍ନଦାତାଙ୍କ ଆନ୍ଦୋଳନରେ ଖଲିସ୍ତାନୀ ପତାକା ପ୍ରଦର୍ଶନ ପାଇଁ ଷଡ଼ଯନ୍ତ୍ର: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୩।୧୨: କୃଷି ଆଇନକୁ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଇତିମଧ୍ୟରେ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଛି। ଉଗ୍ରବାଦୀ ସଂଗଠନ ଶିଖ୍‌ ଫର୍‌ ଜଷ୍ଟିସ୍‌...

ବାଣ କାରଖାନାରେ ବିସ୍ଫୋରଣ: ୫ ମୃତ

ତାମିଲନାଡୁ,୧୦।୧୧: ତାମିଲନାଡୁର ମଦୁରାଇ ଜିଲାର ଭାଡାକମ୍ପଟ୍ଟୀ ନିକଟରେ ଥିବା ବାଣ କାରଖାନାରେ ଗୁରୁବାର ବିସ୍ଫୋରଣ ଘଟିଛି। ଏହି ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ...

ଆଫଗାନିସ୍ତାନରୁ ଫେରୁଥିବା ଲୋକଙ୍କୁ ଦିଆଯାଉଛି ପୋଲିଓ ଟିକା, କରାଯାଉଛି ଆର୍‌ଟିପିସିଆର୍ ଟେଷ୍ଟ

ନୂଆଦିଲ୍ଲୀ,୨୨ ।୮: ଆଫଗାନିସ୍ତାନରେ ତାଲିବାନ ରାଜ ପରେ ସେଠାରେ ଥିବା ଲୋକ ଦେଶ ଛାଡିବାକୁ ଚାହୁଁଥିବା ବେଳେ ଆମେରିକା, କାନାଡା ଓ ଭାରତ ଭଳି ଦେଶ...

Advertisement
Archives

Model This Week