୧୨ ରେଳଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୨।୩(ପି.ଟି.): ଦୁଇଟି ଟ୍ରେନରୁ ୧୨ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଗତ ୧୩ ତାରିଖରେ ଏପି ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ୮ ଜଣ ଦିଲ୍ଲୀରୁ ରାମଗୁଣ୍ଡମ୍‌ ଯାଉଥିଲେ। ୧୬ ତାରିଖରେ ଅନ୍ୟ ୪ ଜଣ ଗୋଦାନ ଏକ୍ସପ୍ରେସରେ ମୁମ୍ବାଇରୁ ଜବଲପୁର ଯାତ୍ରା କରୁଥିଲେ। ଅତି ଜରୁରୀ ନ ଥିଲେ ଦୂରଗାମୀ ଟ୍ରେନ୍‌ରେ ଯାତ୍ରା ନ କରିବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଛକା, ୨୭ ଚୋକା..ଟି-୨୦ରେ ବିସ୍ଫୋରକ ତ୍ରିଶତକ ହାସଲ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୭।୧୦: କ୍ରିକେଟ ପଡ଼ିଆରେ ଜଣେ ଯୁବ ଖେଳାଳିଙ୍କ ବିସ୍ଫୋରକ ପ୍ରଦର୍ଶନ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଦିଲ୍ଲୀ ସ୍କୁଲ୍ସ ଟି-୨୦ ଲିଗ୍‌ରେ ଆର୍ଯ୍ୟନ ଶର୍ମା ଏଭଳି ଏକ…

ସ୍ଥଳଭାଗ ମୁହାଁ ଅତି ଭୀଷଣ ବାତ୍ୟା ଅର୍ଣ୍ଣବ, ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା

ଖୋର୍ଦ୍ଧା,୨୭।୧୦ (ପ୍ରଭାତ ପାଣିଗ୍ରାହୀ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଖୋର୍ଦ୍ଧା ଜିଲାର ସମସ୍ତ ବିଦ୍ୟାଳୟକୁ ବନ୍ଦ ଘୋଷଣା କରାଯାଇଛି…

ଦୀପାବଳିରେ ପୁଣି ମୁକ୍ତିଲାଭ କରିବ ଅକ୍ଷୟ କୁମାରଙ୍କ ‘ମୋହରା’, ଟକ୍କର ଦେବକି ରଣବୀର କପୁରଙ୍କ ‘ରାମାୟଣ’କୁ…

ମୁମ୍ବାଇ,୨୭।୧୦: ଏହି ଦୀପାବଳିରେ ରଣବୀର କପୁରଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ରାମାୟଣ’ର ପ୍ରଥମ ଭାଗ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଏହି ବିଶାଳ ବଜେଟ ବିଶିଷ୍ଟ ପ୍ରୋଜେକ୍ଟଟି…

ବୈଭବଙ୍କୁ ନେଇ ଗମ୍ଭୀରଙ୍କ ସ୍ପେଶାଲ୍ ପ୍ଲାନ୍! ସଞ୍ଜୁଙ୍କ ସହ ଓପନିଂ…..

ନୂଆଦିଲ୍ଲୀ,୨୭ା୧୦: ତୃତୀୟ ଟି-୨୦ ମ୍ୟାଚ୍‌ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ପୁଣି ଚର୍ଚ୍ଚା ଜୋର୍‌ ଧରିଛି । ଇଶାନ କିଶନ ଏବେ ମଧ୍ୟ ଫିଟ୍‌…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବର୍ଷା-ପବନ ଆରମ୍ଭ: ସତର୍କ ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ଚାଲିଥିବାବେଳେ ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଓ ମୁକାବିଲା ପାଇଁ ସମସ୍ତ…

ବଢୁଛି ବିପଦ ଆଶଙ୍କା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି

ଭଞ୍ଜନଗର,୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବ ଭଞ୍ଜନଗର ଅଞ୍ଚଳରେ ଧୀରେ ଧୀରେ ଅନୁଭୂତ ହେବାରେ ଲାଗିଛି। ମଙ୍ଗଳବାର ସକାଳୁ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି।…

ଟେନସନ୍‌ରେ ଟିମ୍‌ ଇଣ୍ଡିଆ: ସିଧା ହୋଇ ଠିଆ ହେବା ଖେଳାଳିଙ୍କ ପାଇଁ ହୋଇପଡ଼ୁଛି କଷ୍ଟକର

ୱେଲିଂଟନ,୨୭।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟି-୨୦ ମ୍ୟାଚ୍‌ରେ ବିଜୟ ହାସଲ କରିଛି ଟିମ ଇଣ୍ଡିଆ। ତେବେ ତୃତୀୟ ଟି-୨୦ ପୂର୍ବରୁ ଭାରତୀୟ ଦଳ ପାଇଁ ଚିନ୍ତା ବଢ଼ାଇଛି…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବଢ଼ିବ ଜଳସ୍ତର! ଘୋଡ଼ାହାଡ଼ ଡ୍ୟାମ୍‌ରୁ ନଦୀକୁ ଛଡ଼ାଗଲା ପାଣି, ନଦୀକୂଳିଆ ଗାଁକୁ ସତର୍କ ସୂଚନା

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?