୧୨ ହଜାର ଲିଟର ମହୁଲି ପୋଚ ନଷ୍ଟ

ପାତ୍ରପୁର,୨୭ା୪(ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ତୁମ୍ବା ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମରେ ସୋମବାର ଦୁଇ ମଦ ରନ୍ଧା ସ୍ଥାନରେ ଚଢ଼ାଉ କରି ୧୨ ହଜାର ଲିଟର ମହୁଲି ପୋଚ ନଷ୍ଟ କରିଛି ଜରଡ଼ା ପୋଲିସ ା କୌଣସି ସୁତ୍ରରୁ ଖବର ପାଇ ଜରଡ଼ା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ ସଦଳବଳ ପହଞ୍ଚତ୍ ଭାଟି ଚୁଲା, ମାଟି ହାଣ୍ଡି ଭାଙ୍ଗିବା ସହ ୧୨ ହଜାର ଲିଟର ମହୁଲ ପୋଚ ନଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାକ୍ସ ପ୍ରସ୍ତୁତ କରି ସୁରକ୍ଷିତ ରହିବାର ବାର୍ତ୍ତା ବାଣ୍ଟୁଛିି ଏସ୍‌ଏଚ୍‌ଜି

ଲୋଇସିଂହା, ୩୦।୩(ଡି.ଏନ.ଏ): ମାରମତ୍କ କରୋନା ଭାଇରସ୍‌ ସଂକ୍ରମ଼ଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ଗାଁର ମା’ଶକ୍ତିରୂପା ସ୍ବୟଂ ସହାୟକ...

ଲଘୁଖଣିଜ ଚାଲାଣ ରୋକିବ ଟେକ୍ନୋଲୋଜି

ଢେଙ୍କାନାଳ ଅଫିସ, ୧୯।୬ ଢେଙ୍କାନାଳ ଜିଲାରେ ବୃଦ୍ଧି ପାଉଥିବା ବାଲି, ପଥର ଭଳି ଲଘୁ ଖଣିଜ ଚୋରା ଚାଲାଣ ରୋକିବାକୁ ଟେକ୍ନୋଲୋଜିର ସହାୟତା ନେବ ପ୍ରଶାସନ।...

ଗିରଫ ପରେ ବାରିପଦା ବିଧାୟକଙ୍କୁ ଜାମିନ

ବାରିପଦା ଅଫିସ,୪ା୯-ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ସହକାରୀ ନିର୍ବାହୀଯନ୍ତ୍ରୀ ଗଣପତି ଜେନାଙ୍କୁ ମାଡ଼ ମାରିବା ଅଭିଯୋଗରେ ବାରିପଦା ବିଧାୟକ ପ୍ରକାଶ ସୋରେନଙ୍କୁ ଶୁକ୍ରବାର...

ତେଲେଙ୍ଗିରି ୧, ମାଛକୁଣ୍ଡ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୧୭।୮(ସ୍ବ.ପ୍ର.): ସୋମବାର କୋରାପୁଟ ଜିଲାରେ ୧୪୬୭.୨ ମିମି ବର୍ଷା ହୋଇଥିବାବେଳେ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୨୯୩ ମିମି ବର୍ଷା ହୋଇଛି। ପ୍ରଥମ କରି ଜିଲାର...

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଦଇତାପତିଙ୍କ କରୋନା ଟେଷ୍ଟ ଆରମ୍ଭ

ପୁରୀ ଅଫିସ, ୨୭।୫(ବ୍ୟୁରୋ): ଜୁନ୍‌ ୫ରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ...

ଆଧାର ବିନା ଖାଦ୍ୟ ସୁରକ୍ଷାରୁ ହିତାଧିକାରୀ ବଞ୍ଚିତ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ

ରସୁଲପୁର,୨୨ା୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଆଧାର ସଂଯୋଗ ବିନା ଖାଦ୍ୟ ସୁରକ୍ଷା ଯୋଜନାରୁ ଯୋଗ୍ୟ ହିତାଧିକାରୀ ବଞ୍ଚତ୍ତ ହେବା ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ମଙ୍ଗଳବାର...

ହାତୀର ସ୍ବାସ୍ଥ୍ୟବସ୍ଥାରେ ସୁଧାର ନାହିଁ, ଜାରି ରହିଛି ଚିକିତ୍ସା

କେନ୍ଦୁଝର, ୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଉପରସୁମଠ ଗ୍ରାମ ଜଙ୍ଗଲରେ ଗତ ୪ ଦିନ ହେବ ଅସୁସ୍ଥ ହୋଇ...

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ୨ ପରିବାର ବାସହୀନ

କୋକସରା,୧୩ା୭(ଡି.ଏନ୍‌.ଏ.): ଲଗାଣ ବର୍ଷାରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଭିର୍କାପଡ଼ାର ୨ ଗରିବ ପରିବାରଙ୍କ ଘର ଭାଙ୍ଗି ଯାଇଛି। ଫଳରେ ପରିବାରକୁ ଧରି...

Advertisement
Archives

Model This Week