Posted inଜାତୀୟ

୧୩ରେ ଏସ୍‌ସିଓ ସମ୍ମିଳନୀ:ହେବନି ମୋଦି-ଇମ୍ରାନ ବୈଠକ

ନୂଆଦିଲ୍ଲୀ,୭ା୬(ପି.ଟି.):ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ର ଶିଖର ସମ୍ମିଳନୀ ଆସନ୍ତା ୧୩ ଓ ୧୪ ତାରିଖରେ କିର୍ଗିଜ୍‌ସ୍ତାନ ରାଜଧାନୀ ବିଶ୍‌କେକ୍‌ଠାରେ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପାକିସ୍ତାନ ପ୍ରତିପକ୍ଷ ଇମ୍ରାନ ଖାନ୍‌ ମଧ୍ୟ ଯୋଗଦେବେ। ତେବେ ଏହି ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବା ଯୋଜନା ନାହିଁ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ତାଙ୍କ ଜାଣିବାରେ ଏସ୍‌ସିଓ ଅବସରରେ ଭାରତ ଓ ପାକ୍‌ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ କୌଣସି ବୈଠକ ହେବାର ଯୋଜନା ନାହିଁ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ କୁମାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ଅନ୍ୟପକ୍ଷରେ ଏସ୍‌ସିଓ ସମ୍ମିଟ୍‌ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧୨୧ ନୂଆରୋଗୀ, ସଂକ୍ରମିତଙ୍କ ସଂଖ୍ୟା ୨,୪୫୫

ମୁମ୍ବାଇ,୧୪।୪: ଚିନ୍ତା ବଢାଉଛି କରୋନା ଭାଇରସ। ମହାରାଷ୍ଟ୍ରରେ ଏହା ବେଳକୁ ବେଳ ବଢିବାରେ ଲାଗିଥିବାରୁ ଉଦ୍ଧବ ଠାକରେ ସରକାରଙ୍କ ନିଦ ହଜାଇ ସାରିଲାଣି ଏହି କରୋନା।...

ବଢିଲା ପ୍ଲାଟଫର୍ମ ଟିକେଟ୍‌ ମୂଲ୍ୟ

ନୂଆଦିଲ୍ଲୀ,୫।୩: ଟ୍ରେନ୍‌ ପ୍ଲାଟଫର୍ମ ଟିକେଟ୍‌ ଦାମ ବୃଦ୍ଧି ପାଇଛି। ରେଲଓ୍ବେ ପ୍ଲାଟଫର୍ମ ଟିକେଟ୍‌ ଦାମ ୩ଗୁଣା ବୃଦ୍ଧି ପାଇଛି। ପୂର୍ବରୁ ଗୋଟିଏ ପ୍ଲାଟଫର୍ମ ଟିକେଟ୍‌ ପାଇଁ...

ନିର୍ବାଚନ ପ୍ରଚାରରେ ଉପହାର ଦେବା ଅବା ପ୍ରତିଶ୍ରୁତି ଲାଞ୍ଚ ସହ ସମାନ, ସୁପ୍ରିମ୍‌କୋର୍ଟରେ ପିଟିଶନ୍‌…

ନୂଆଦିଲ୍ଲୀ, ୨୨।୧ : ନିର୍ବାଚନ ପ୍ରଚାରରେ ଲୋକଙ୍କୁ ଉପହାର ଦେବା ଅବା ନାନା ପ୍ରକାର ଲୋଭନୀୟ ପ୍ରତିଶ୍ରତି ଲାଞ୍ଚ ସହିତ ସମାନ। ଏନେଇ ସୁପ୍ରିମ୍‌କୋର୍ଟରେ ଏକ...

ମାଙ୍କଡ ଉପଦ୍ରବ: ଖାଇ ଯାଉଛନ୍ତି ଶିଶୁଙ୍କ କାନ

ଆଲିଗଡ,୧୦।୧୦: ଉତ୍ତର ପ୍ରଦେଶର ଆଲିଡର ନଗଲା ମାନସିଂହ ଅଞ୍ଚଳରେ ମାଙ୍କଡ ପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ମାଙ୍କଡମାନେ ଛୋଟ ପିଲାଙ୍କୁ ଏକୁଟିଆ ଦେଖି ଆକ୍ରମଣ କରୁଛନ୍ତି।...

ସୁପ୍ରିମକୋର୍ଟ ରାୟ ନ ଆସିବା ପର୍ଯ୍ୟନ୍ତ ହୋଇ ନ ପାରେ ଆସ୍ଥା ଭୋଟ: ସିଦ୍ଧରମେୟା

ବେଙ୍ଗାଲୁରୁ,୨୨।୭: କର୍ନାଟକର ରାଜନୈତିକ ସଙ୍କଟ ବେଳକୁ ବେଳ ନୂଆ ମୋଡ ନେଉଛି। ବାଚସ୍ପତି କେ ଆର୍‌ ରମେଶ କୁମାର କୁମାରସ୍ବାମୀ ସରକାରଙ୍କୁ ଶୀଘ୍ର ଆସ୍ଥା ଭୋଟ...

ପୁଣି କରୋନା ଗ୍ରାଫ୍‌ ଉପରମୁହାଁ: ଗତ ୨୪ଘଣ୍ଟାରେ ୪୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ,୩୯୯୮ ମୃତ

ନୂଆଦିଲ୍ଲୀ,୨୧।୭: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇବାରେ ଲାଗିିଛି। ଗତ ୧୨୫...

୩ଟି ମେଗା ପ୍ରକଳ୍ପର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୟୁପି ଗସ୍ତ କରିବେ । ରାଜ୍ୟବାସୀଙ୍କୁ ୩ଟି ମେଗା ପ୍ରକଳ୍ପ ଉତ୍ସର୍ଗ କରିବେ ମୋଦି । ୟୁପିର ଗୋରଖପୁର...

କୋର୍ଟରେ ପଡ଼ିରହିଛି ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲା: ବିଚାରପତିଙ୍କ ଅବସର ବୟସ ସୀମା ବଢ଼ାଇବାକୁ ମୋଦିଙ୍କୁ ଗୋଗୋଇଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୬: ଦେଶର ବିଭିନ୍ନ କୋର୍ଟରେ ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲାର ବିଚାର ନ ହୋଇ ପଡ଼ିରହିଛି। ତେବେ ଏହାର ସମାଧାନ ପାଇଁ ସୁପ୍ରିମ୍‌କୋର୍ଟ...

Advertisement


Archives

Model This Week