୧୩ରେ କଂଗ୍ରେସର ବିଶାଳ ଗଣବିକ୍ଷୋଭ

ରାଜନଗର, ୬।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଶାସକ ଦଳ ପକ୍ଷରୁ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି, ଦଳୀୟ ଭିତ୍ତିରେ ଅଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଣ, ବିଭିନ୍ନ ଯୋଜନାରେ ପ୍ରିୟାପ୍ରୀତି ପୋଷଣ ଆଦି ପ୍ରତିବାଦରେ ଆସନ୍ତା ୧୩ ତାରିଖରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗଣ ବିକ୍ଷୋଭ କରାଯିବ। ଏ ନେଇ ଶୁକ୍ରବାର ପୂର୍ବାହ୍ନରେ ବ୍ଲକ କଂଗ୍ରେସ କମିଟି ସଦସ୍ୟ ଦେବେନ୍ଦ୍ର ଜେନା, ଅନନ୍ତ ଚରଣ ସେଠୀ, ରଞ୍ଜନ କୁମାର ମହାନ୍ତି ପ୍ରମୁଖ ବରିଷ୍ଠ ନେତାମାନେ ରାଜନଗର ତହସିଲଦାର ଦ୍ୱିବେନ୍ଦୁ କୁମାର ବାଗ୍‌, ବିଡିଓ ମନ୍ଦରଧଳ ମହାଳିକ, ଥାନା ଅଧିକାରୀ ତପନ କୁମାର ନାଏକଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏ ନେଇ ସେମାନେ ଜିଲାପାଳ ଓ ଏସ୍‌ପିଙ୍କ ମଧ୍ୟ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଅଘଟଣ: ବିଧବା ମହିଳାଙ୍କୁ ଚାପିଦେଲା ଅଜଣା ଗାଡ଼ି, କ୍ଷତିପୂରଣ ଦାବି କରି…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡା ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବିଧବା ମହିଳାଙ୍କ ମୃତ୍ୟୁ ଘଟିଛି।...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri