Posted inଖେଳ

୧୩୫ ମିଟର ଉଚ୍ଚ ସ୍ଥାନରେ ଗର୍ଲଫ୍ରେଣ୍ଡ୍‌ଙ୍କୁ କରିଥିଲେ ପ୍ରପୋଜ୍‌: ଆଜି ଟିମ୍‌ ଇଣ୍ଡିଆ ପାଇଁ ରଚିଲେ ଇତିହାସ

ଭାରତୀୟ ଓପନିଂ ବ୍ୟାଟ୍ସମ୍ୟାନ ମୟଙ୍କ ଅଗ୍ରୱାଲ ଟେଷ୍ଟ କ୍ରିକେଟରେ ନିଜର ପ୍ରଥମ ଦ୍ୱିଶତକ ହାସଲ କରିଛନ୍ତି। ଭାଇଜାଗରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିବସରେ ମୟଙ୍କ ଏହି କୀର୍ତ୍ତିମାନ କରିଛନ୍ତି। ସେ ବୀରେନ୍ଦ୍ର ସେହଓ୍ବାଗ୍‌ ପରେ ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ଭାବେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିଶତକ ଅର୍ଜନ କରିଛନ୍ତି। କିନ୍ତୁ ଜାଣିଛନ୍ତି କି, ପଡିଆରେ ଜଲଓ୍ବା ଦେଖାଉଥିବା ମୟଙ୍କ ନିଜ ଲଭ୍‌ ଲାଇଫ୍‌ରେ ମଧ୍ୟ ସଫଳତା ହାସଲ କରିଛନ୍ତି। ସେ ନିଜ ଗର୍ଲଫ୍ରେଣ୍ଡ ଆସିତା ସୁଦ୍‌ଙ୍କୁ ୧୩୫ ମିଟର ଉଚ୍ଚ ସ୍ଥାନରେ ପ୍ରପୋଜ କରିଥିଲେ। ଏହାପରେ ଉଭୟ ଜୁନ୍‌ ୪, ୨୦୧୮ରେ ବିବାହ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗର୍ଲଫ୍ରେଣ୍ଡ ଅଛନ୍ତି କି ନାହିଁ; ପ୍ରଶ୍ନରେ ଏମିତି ଉତ୍ତର ଦେଲେ ନୀରଜ ଚୋପ୍ରା

ଟୋକିଓ ଅଲିମ୍ପିକ୍ସରେ ଜାଭେଲିନ ଥ୍ରୋରେ ସ୍ବର୍ଣ୍ଣ ଜିତିଛନ୍ତି ନୀରଜ ଚୋପ୍ରା। ସ୍ବର୍ଣ୍ଣ ପଦକ ଜିତିବା ପରେ ନୀରଜ ଏକ ଇଣ୍ଟରନେଟ ସେନସେସନ ହୋଇଯାଇଛନ୍ତି। ପ୍ରତ୍ୟେକ ଭାରତୀୟ...

ନୂଆ ରେକର୍ଡ ପ୍ରତିଷ୍ଠା କଲେ ଶାକିବ

ଅଲ ଆମେରାତ,୧୭।୧୦: ଟି୨୦ କ୍ରିକେଟରେ ସର୍ବାଧିକ ଉଇକେଟ ନେବାର ରେକର୍ଡ ନିଜ ନାମରେ କରିଛନ୍ତି ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ। ଚଳିତ ଟି୨୦ ବିଶ୍ୱକପ୍‌ରେ...

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶାର ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୧୨।୧୨(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ତା’ର ଦ୍ୱିତୀୟ ବିଜୟ ହାସଲ କରିଛି। ବୁଧବାର ପୁଣେର ଶ୍ରୀ ଶିବ୍‌...

ପିତାଙ୍କ ଖବର ଶୁଣି ଏମିତି ପଡିଆକୁ ଓହ୍ଲାଇଲେ ଏହି ଖେଳାଳି

ଆଇପିଏଲର ୪୩ତମ ମୁକାବିଲାରେ କିଙ୍ଗସ ଏକାଦଶ ପଞ୍ଜାବ ୧୨ ରନରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ପଞ୍ଜାବ ମ୍ୟାଚ ଜିତି ଥିଲା ସତ, କିନ୍ତୁ ଦଳର...

ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଅନ୍ତିମ ଦିନିକିଆ ପୂର୍ବରୁ ବେଙ୍ଗାଲୁରୁ ଫେରିଲେ…

କୋଲକାତା,୧୩।୧: ଶ୍ରୀଲଙ୍କା ବିପକ୍ଷରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ଭଲ ପ୍ରଦର୍ଶନ କରୁଛି ଟିମ୍‌ ଇଣ୍ଡିଆ। ଆରମ୍ଭରୁ ଦୁଇଟି ମ୍ୟାଚ୍‌ ଜିତି ଦଳ ସିରିଜ...

ପ୍ରଜନେଶଙ୍କ ବିଜୟ ଅଭିଯାନ

ଲସ୍‌ କାବୋସ (ମେକ୍ସିକୋ), ୩୦।୭ (ପି.ଟି.)- ଭାରତର ଶ୍ରେଷ୍ଠ ସିଙ୍ଗଲ୍ସ ଟେନିସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ଏଠାରେ ଅନୁଷ୍ଠିତ ଏଟିପି ଲସ୍‌ କାବୋସ ଇଭେଣ୍ଟରେ ବିଜୟରୁ...

ସ୍ବତନ୍ତ୍ର ଅର୍ଦ୍ଧଶତକ ପୂର୍ବରୁ ଏହି ପୂର୍ବତନ ଖେଳାଳିଙ୍କ ସହ କଥା ହୋଇଥିଲେ କୋହଲି

ଅହମ୍ମଦାବାଦ୍‌, ୧୫।୩ – ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦମ୍‌ଦାର ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଏହି ମ୍ୟାଚ୍‌ ପୂର୍ବରୁ...

କର ବା ମର ମ୍ୟାଚ୍‌ରେ ଟସ୍‌ ଜିତିଲା ଭାରତ

ଲଣ୍ଡନ,୧୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ ଆଜି ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଛି। ଏହି...

Advertisement
Archives

Model This Week