Posted inଖେଳ

୧୩୫ ମିଟର ଉଚ୍ଚ ସ୍ଥାନରେ ଗର୍ଲଫ୍ରେଣ୍ଡ୍‌ଙ୍କୁ କରିଥିଲେ ପ୍ରପୋଜ୍‌: ଆଜି ଟିମ୍‌ ଇଣ୍ଡିଆ ପାଇଁ ରଚିଲେ ଇତିହାସ

ଭାରତୀୟ ଓପନିଂ ବ୍ୟାଟ୍ସମ୍ୟାନ ମୟଙ୍କ ଅଗ୍ରୱାଲ ଟେଷ୍ଟ କ୍ରିକେଟରେ ନିଜର ପ୍ରଥମ ଦ୍ୱିଶତକ ହାସଲ କରିଛନ୍ତି। ଭାଇଜାଗରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିବସରେ ମୟଙ୍କ ଏହି କୀର୍ତ୍ତିମାନ କରିଛନ୍ତି। ସେ ବୀରେନ୍ଦ୍ର ସେହଓ୍ବାଗ୍‌ ପରେ ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ଭାବେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିଶତକ ଅର୍ଜନ କରିଛନ୍ତି। କିନ୍ତୁ ଜାଣିଛନ୍ତି କି, ପଡିଆରେ ଜଲଓ୍ବା ଦେଖାଉଥିବା ମୟଙ୍କ ନିଜ ଲଭ୍‌ ଲାଇଫ୍‌ରେ ମଧ୍ୟ ସଫଳତା ହାସଲ କରିଛନ୍ତି। ସେ ନିଜ ଗର୍ଲଫ୍ରେଣ୍ଡ ଆସିତା ସୁଦ୍‌ଙ୍କୁ ୧୩୫ ମିଟର ଉଚ୍ଚ ସ୍ଥାନରେ ପ୍ରପୋଜ କରିଥିଲେ। ଏହାପରେ ଉଭୟ ଜୁନ୍‌ ୪, ୨୦୧୮ରେ ବିବାହ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ଇଣ୍ଡିଆକୁ ଏଫ୍‌ଆଇଏଚ୍‌ ପୁରସ୍କାର

ଲାଉସାନେ, ୨୨ା୫(ପି.ଟି.)- ଦେଶରେ ହକି ଖେଳର ସମୃଦ୍ଧି ଓ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ହକି ଇଣ୍ଡିଆକୁ ଶୁକ୍ରବାର ସମ୍ମାନଜନକ ଇଟିନ୍‌ ଗ୍ଲିଚିଚ୍‌ ପୁରସ୍କାର...

ଫେଲ୍‌ ମାରିଲା ଏକ୍ସପେରିମେଣ୍ଟ

ଅହମ୍ମଦାବାଦ,୯।୨: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁରୁବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ବଡ଼ ଏକ୍ସପେରିମେଣ୍ଟ କରିଥିଲା ଭାରତୀୟ ଦଳ। ଆମନ୍ତ୍ରଣ ପାଇ...

୩୬୪ ରନ୍‌ରେ ଅଟକିଲା ଟିମ୍‌ ଇଣ୍ଡିଆ

ଲଡର୍‌ସ,୧୩।୮: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ୩୬୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି ଟିମ୍‌ ଇଣ୍ଡିଆ। ପୂର୍ବ ଦିନର ସ୍କୋର (୨୭୬/୩)ରୁ ବ୍ୟାଟିଂ କରିଥିବା...

ପ୍ରଥମେ ବ୍ୟାଟିଂ କରିବ ଭାରତ

ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳର ଅଧିନାୟକ କିରନ...

କୋହଲି ଦ୍ରୁତତମ ଅଧିନାୟକ

ବେଙ୍ଗାଲୁରୁ,୨୦।୧ – ବିରାଟ କୋହଲି ଦିନିକିଆ ଫର୍ମାଟ୍‌ରେ ଅଧିନାୟକ ଭାବେ ୫ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବାରେ ସେ ବିଶ୍ୱର...

କ୍ରିକେଟ ଖେଳରେ ମଙ୍କଡିଙ୍ଗ ଆଉଟ କ’ଣ ଜାଣନ୍ତି କି?

କ୍ରିକେଟ ଖେଳରେ ଅନେକ ପ୍ରକାରର ଆଉଟ୍‌ ରହିଛି। ସେଥିମଧ୍ୟରୁ ମଙ୍କଡିଙ୍ଗ ଆଉଟ୍‌ ଅନ୍ୟତମ। ଏହି ଆଉଟ୍‌ ଜଣାଶୁଣା ହୋଇ ନ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ୯...

ଅଲିମ୍ପିକ୍ସ ବ୍ୟାଡ୍‌ମିଣ୍ଟନ: କ୍ୱାର୍ଟର ଫାଇନାଲରେ ସିନ୍ଧୁ

ଟୋକିଓ,୩୦।୭(ପି.ଟି.): ଟୋକିଓ ଅଲିମ୍ପିକ୍ସ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟରେ ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ଭାରତ ପାଇଁ ପଦକ ସମ୍ଭାବନା ସୃଷ୍ଟି କରିଛନ୍ତି। ୫ ବର୍ଷ ତଳେ ରିଓ...

ଧୋନୀଙ୍କ ଝିଅ ହାତରେ ଧରିଲେ ତଲଓ୍ବାର୍‌

ରାଞ୍ଚି, ୧୬।୮:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଝିଅ ଜିଭାଙ୍କୁ ତ ଆପଣ ପୂର୍ବରୁ ଅନେକ ମସ୍ତି କରୁଥିବାର ଦେଖିଥିବେ। ଏବେ...

Advertisement
Archives

Model This Week