୧୩୫ କିଲୋ ଓଜନର ଆଇଏସ୍‌ ଆତଙ୍କବାଦୀ ଗିରଫ: ଟ୍ରକରେ ବୋହି ଜେଲକୁ ଅଣାଗଲା

ମୋସୁଲ୍‌,୧୯।୧: ଇରାକର ମୋସୁଲ୍‌ଠାରୁ ଆଇଏସ୍‌ ଆତଙ୍କବାଦୀଙ୍କୁ ସ୍ଥାନୀୟ ଗିରଫ କରିଛି। ୧୩୫ କିଲୋ ଓଜନ ଥିବା ଶିଫା ଅଲ୍‌ ନିମା ନାମକ ଏହି ଆତଙ୍କବାଦୀଙ୍କୁ ଗିରଫ କରିବା ପରେ କିଭଳି ଜେଲ୍‌କୁ ନିଆଯିବ ସେ ନେଇ ସ୍ଥାନୀୟ ପୋଲିସ ଚିନ୍ତାରେ ପଡ଼ିଥିଲା। ଶେଷରେ ତାଙ୍କୁ ଏକ ଟ୍ରକରେ ବୋହି ଜେଲ୍‌କୁ ଅରାଯାଇଥିଲା। ଅଧିକ ଓଜନ ଯୋଗୁ ଶିଫା ଚାଲବୁଲ କରିପାରୁ ନାହାଁନ୍ତି। ସେ କେବଳ ଖଟରେ ଶୋଇ ରହୁଛନ୍ତି। ଶିଫା ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଦ୍ୱାରା ଯୁବବର୍ଗଙ୍କୁ ଆତଙ୍କବାଦି ସଂଗଠନରେ ସାମିଲ୍‌ ହେବାକୁ ଉସୁକାଉଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କାହା ସହାୟତାରେ ରାତାରାତି ମାଳଦ୍ୱୀପ ପଳାଇଲେ ଗୋଟାବାୟା

କଲମ୍ବୋ,୧୩ା୭: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ଏଠାରେ ରାଜନୈତିକ ଉତ୍ତେଜନା ମଧ୍ୟ ଦେଖାଦେଇଛି। ଫଳରେ ଜଣକ ପରେ ଜଣେ...

ଚନ୍ଦ୍ରୟାନ-୨କୁ ନେଇ ଭାରତକୁ କଟାକ୍ଷ କଲା ପାକିସ୍ତାନ

ଇସ୍‌ଲାମାବାଦ,୭।୯: ପାକିସ୍ତାନ ପୁଣିଥରେ ଭାରତ ପ୍ରତି ଥିବା ତା’ର ନକରାତ୍ମକ ଭାବର ପ୍ରକାଶ କରିଛି। ଭାରତର ମହତ୍ତ୍ୱାକାଂକ୍ଷୀ ଚନ୍ଦ୍ରୟାନ-୨ର ବିଫଳତା ପରେ ପାକିସ୍ତାନ ଏହାକୁ ନେଇ...

ଆମେରିକାରେ ହେବ ଦୀପାବଳି ଛୁଟି…

ଓ୍ବାଶିଂଟନ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ଏବେ ଆମେରିକାରେ ବି ଛୁଟି ହେବ। ନ୍ୟୁୟର୍କ ସାଂସଦ କାରୋଲିନ ବି ମାଲୋନିଙ୍କ ନେତୃତ୍ୱରେ ସଦସ୍ୟମାନେ କହିଛନ୍ତି ଯେ...

ମସ୍କଙ୍କ ବଡ ଘୋଷଣା: କେବଳ ବ୍ଲୁ ନୁହେଁ ୩ଟି ଭିନ୍ନ ଭିନ୍ନ ରଙ୍ଗରେ ହେବ ଟୁଇଟରର ‘ଭେରିଫାଇଡ ବ୍ୟାଜ’

ୱଶିଂଟନ,୨୫ ।୧୧: ମାଇକ୍ରୋବ୍ଲଗିଂ ସାଇଟ ଟୁଇଟରର ନୂଆ ମାଲିକ ଏଲନ ମସ୍କ କହିଛନ୍ତି ଟୁଇଟରର ଭେରିଫାଏଡ ସର୍ଭିସରେ ଖୁବଶୀଘ୍ର ପରିବର୍ତ୍ତନ ହେବାକୁ ଯାଉଛି । ବିଲେନିୟର...

ଟେକ୍ସାସ ଗୁଳିକାଣ୍ଡରେ ୨୧ ମୃତ, ୩ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ ରାଷ୍ଟ୍ରପତି

ଟେକ୍ସାସ,୨୫ ।୫: ଆମେରିକାର ଟେକ୍ସାସରେ ଥିବା ଏକ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସକାଳେ(ସ୍ଥାନୀୟ ସମୟ ଅନୁସାରେ) ଜଣେ ୧୮ ବର୍ଷିୟ ବାଳକ ହଠାତ୍ ଆଖିବୁଜା ଗୁଳିଚାଳନା...

ଭେଣ୍ଟିଲେଟର ଯୋଗାଣ ବିଳମ୍ବରୁ ଚାଇନାରେ ବଢ଼ିଥିଲା ମୃତ୍ୟୁସଂଖ୍ୟା

ବେଜିଂ,୧୨।୪(ପି.ଟି.): ଚାଇନାରେ ଉପଯୁକ୍ତ ସମୟରେ ଯଥେଷ୍ଟ ଭେଣ୍ଟିଲେଟର ଯୋଗାଣ ହୋଇଥିଲେ କରୋନାଜନିତ ମୃତ୍ୟୁସଂଖ୍ୟାକୁ ହ୍ରାସ କରାଯାଇ ପାରିଥାନ୍ତା ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ସେଠାରେ କରୋନାରେ...

୧୭୫ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମାରିଲା ବିଜୁଳି; ଆଉ ତା’ ପରେ…

ମସ୍କୋ,୩୦ା୯: ରୁଷିଆର ଏକ ବିମାନ ୧୭୫ ଯାତ୍ରୀଙ୍କୁ ନେଇ ଉଡ଼ାଣ ଆରମ୍ଭ କରିଥିଲା। ଏହି ସମୟରେ ଆକାଶରେ ବିଜୁଳି ମାରିଥିଲା। ଫଳରେ ବିମାନ ପୂରା ହଲି...

ପାଙ୍ଗୋଙ୍ଗ ହ୍ରଦ ଉପରେ ପୋଲ ନିର୍ମାଣ କରୁଛି ଚାଇନା…

ବେଜିଂ, ୧୮।୫ : ଦୁଇ ବର୍ଷରୁ ଅଧିକ ସମୟ ଧରି ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ଜାରି ରହିଛି। ଏପରିସ୍ଥଳେ ଚାଇନା ପାଙ୍ଗୋଙ୍ଗ...

Advertisement
Archives

Model This Week