Posted inଜାତୀୟ

୧୩୫ ବହି ଲେଖି ସାରିଲେଣି ୧୨ ବର୍ଷର ବାଳକ

ଅଯୋଧ୍ୟା,୮।୭: କଳା ସଂସ୍କୃତି ଓ ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କୁ ନେଇ ୧୨ ବର୍ଷର ବାଳକ ୧୩୫ଟି ବହି ରଚନା କରି ସାରିଲେଣି। ଉତ୍ତର ପ୍ରଦେଶର ମ୍ରିଗେନ୍ଦ୍ର ରାଜ ମାତ୍ର ୬ବର୍ଷ ବୟସରୁ ଲେଖାଲେଖି ଆରମ୍ଭ କରିଥିଲେ। ତାଙ୍କର ପ୍ରଥମ ପୁସ୍ତକ ଥିଲା ଏକ କବିତା ବହି। ଏବେ ଲଣ୍ଡନର ଓ୍ବାର୍ଲଡ ରେକର୍ଡ ୟୁନିର୍ଭସିଟିରେ ଡକ୍ଟରେଟ କରିବା ପାଇଁ ତାଙ୍କୁ ଆମନ୍ତ୍ରଣ କରାଯାଇଛି। ପେନ୍‌ ନେମ୍‌ ‘ଆଜ କା ଅର୍ଜୁନ’ନାମରେ ପରିଚିତ ରାଜ କୁହନ୍ତି ଲେଖାପାଇଁ ତାଙ୍କୁ ୪ଟି ବିଶ୍ୱ ରେକର୍ଡ ମିଳିବା ସହ ଆହୁରି ଅନେକ ସମ୍ମାନ ମିଳିଛି। ସେ କୁହନ୍ତି ମହାକାବ୍ୟ ରାମାୟଣର ୫୧ଟି ଚରିତ୍ରକୁ ନେଇ ସେ ତାଙ୍କ ପୁସ୍ତକରେ ସ୍ଥାନ ଦେଇଛନ୍ତି। ରାଜ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଜୀବନୀକୁ ନେଇ ଏକ ପୁସ୍ତକ ମଧ୍ୟ ରଚନା କରିଛନ୍ତି। ତାଙ୍କ ବହି ୨୫ରୁ ଶହେ ପୃଷ୍ଠା ବିଶିଷ୍ଟ ହୋଇଥାଏ। ସୁଲତାନପୁରର ଏକ ଘରୋଇ ସ୍କୁଲରେ ତାଙ୍କ ମା’ ଶିକ୍ଷକତା କରୁଥିବା ବେଳେ ପିତା ଜଣେ ସରକାରୀ କର୍ମଚାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଶିଖ୍‌ ତୀର୍ଥଯାତ୍ରୀଙ୍କ ସହ ପାକ୍‌ ଯିବା ଲାଗି ସିଦ୍ଧୁଙ୍କୁ ଅନୁମତି

ନୂଆଦିଲ୍ଲୀ,୮-୧୧(ଆଇଏଏନ୍‌ଏସ୍‌):ନଭେମ୍ବର ୯ରେ କର୍‌ତାରପୁର କରିଡର ଦେଇ ପାକିସ୍ତାନର ଦର୍‌ବାର ସାହିବ ଗୁରୁଦ୍ୱାର ଯିବା ଲାଗି କେନ୍ଦ୍ର ସରକାର କଂଗ୍ରେସ ନେତା ନବଜୋତ୍‌ ସିଂ ସିଦ୍ଧୁଙ୍କୁ ଅନୁମତି...

ତେଜସ୍ବୀଙ୍କୁ ଭେଟିଲେ ଆଦିତ୍ୟ ଠାକରେ: ଭାଜପା ବିରୋଧରେ ଏକଜୁଟ ହେବା ଲକ୍ଷ୍ୟ

ପାଟନା,୨୩।୧୧: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ବୁଧବାର ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଏବଂ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିଛନ୍ତି।...

ରାଗିଲେ ମାୟାବତୀ: ସମାଜବାଦୀ ପାର୍ଟିକୁ ହରାଇବାକୁ ଭାଜପାକୁ ଦେବେ ଭୋଟ

ଲକ୍ଷ୍ନୌ,୨୯ ।୧୦: ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଗୁରୁବାର ଏକ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି ଆମ ଦଳ ଲୋକ ସଭା...

ଶାହାଙ୍କ ସହ କଥା ହେଲେ ନବୀନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୨(ବ୍ୟୁରୋ): ୟୁକ୍ରେନରେ ଫସି ରହିଥିବା ଓଡ଼ିଆମାନଙ୍କୁ ଉଦ୍ଧାର  ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।...

ଭାରତ ଆସିପାରନ୍ତି ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ, ୨୮ା୩: ଚାଇନା ପରେ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ ସେର୍‌ଗି ଲାଭ୍ରୋଭ୍‌ ଶୀଘ୍ର ଭାରତ ଗସ୍ତ କରିପାରନ୍ତି ବୋଲି ରିପୋର୍ଟ ପ୍ରକାଶ ପାଇଛି। ଭାରତ ବହିର୍ବ୍ୟାପାର...

ବର୍ଷକରେ ୩ଗୁଣ ବଢ଼ିଛି ରୋଗୀଙ୍କ ସଂଖ୍ୟା

ଭାରତରେ ପ୍ରତିଦିନ କ୍ୟାନ୍‌ସରରେ ୩୦୦ ଲୋକ ପ୍ରାଣ ହରାଉଛନ୍ତି। ଗତ ଦୁଇ ଦଶନ୍ଧିରେ କ୍ୟାନ୍‌ସର ରୋଗୀଙ୍କ ସଂଖ୍ୟା ଭାରତରେ ଦୁଇ ତୃତୀୟାଂଶରୁ ଅଧିକ ବୃଦ୍ଧି ପାଇଛି।...

ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଖଟ୍ଟର, ଦୁଷ୍ୟନ୍ତ ଉପ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୬।୧୦: ହରିୟାଣା ରାଜନୀତିର ଅଙ୍କକଷା ଭିତରେ ରବିବାର ଭାଜପା ନେତା ମନୋହର ଲାଲ ଖଟ୍ଟର ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରବିବାର ଅପରାହ୍ନ...

୨୨ ଦିନର ଶିଶୁକୁ କୋଳରେ ଧରି ଅଫିସ ଆସିଲେ ଆଇଏଏସ୍‌ ଅଫିସର

ବିଶାଖାପଟନମ,୧୨।୪: କରୋନା ସଙ୍କଟ ସମୟରେ ପୋଲିସ, ଡାକ୍ତର ଓ କେତେଜଣ ଅଧିକାରୀଙ୍କ ମାନବିକତାର ଚିତ୍ର ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ଏମାନେ ନିଜ ଘର...

Advertisement
Archives

Model This Week