Posted inଜାତୀୟ

୧୩୮ ଦିନରେ ଭଙ୍ଗାଯିବ ୩୨୫ ଫ୍ଲାଟ୍‌: ଖର୍ଚ୍ଚ ହେବ ୨ କୋଟି ୩୦ ଲକ୍ଷ

କୋଚି,୧୨।୧୧: କେରଳରେ ସମୁଦ୍ର କୂଳରେ ବେଆଇନ ଭାବେ ନିର୍ମାଣ ହୋଇଥିବା ୩୨୫ ଫ୍ଲାଟ୍‌ ୧୩୮ ଦିନରେ ଭଙ୍ଗାଯିବ। ଏନେଇ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଏଥିପାଇଁ ୨ କୋଟି ୩୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ସ୍ଥାନୀୟ ଏର୍ନାକୁଲମ୍‌ର ସମୁଦ୍ରକୂଳରେ ପରିବେଶ ଆଇନକୁ ଉଲ୍ଲଂଘନ କରି ମରାଦୁ ଫ୍ଲାଟ୍‌ ନିର୍ମାଣ ପାଇଁ ଅନୁମତି ଦିଆଯାଇଥିଲା। ଏନେଇ ସୁପ୍ରିମ୍‌କୋର୍ଟରେ ଏକ ଆବେଦନ ଦାଖଲ କରାଯାଇଥିଲା। ଏହାର ବିଚାର କରି ସର୍ବୋଚ୍ଚ ଅଦାଲତ ୨୦୨୦ ଜାନୁୟାରୀ ୯ ସୁଦ୍ଧା ନିର୍ମିତ ହୋଇଥିବା ଫ୍ଲାଟ୍‌ ଗୁଡ଼ିକୁ ଭାଙ୍ଗି ଦିଆଯିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଫ୍ଲାଟ୍‌ ଭଙ୍ଗା ଠିକା ମୁମ୍ବାଇର ଏଡିଫିସ୍‌ ଇଞ୍ଜିନିୟରିଂକୁ ଦିଆଯାଇଛି। ଏଥିରେ ୨୫୦ କିଗ୍ରା ବିସ୍ଫୋରକ ବ୍ୟବହୃତ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri