Posted inଜାତୀୟ

୧୩ ଅଭିଯୁକ୍ତଙ୍କୁ ଅର୍ଦ୍ଧଉଲଗ୍ନ କରି ପରେଡ କରାଇଲା ପୋଲିସ

କୋଲକାତା,୨୪ା୯(ପି.ଟି.): ବେହରୋର ଥାନା ଉପରେ ଗତ ୬ ତାରିଖରେ ଗୁଳି ଚଳାଇ ହରିୟାଣାର ଗ୍ୟାଙ୍ଗଷ୍ଟର ବିକ୍ରମ ଓରଫ ପାପଲା ଗୁଜ୍ରାରଙ୍କୁ ଖସାଇନେବା ଅଭିଯୋଗରେ ଗିରଫ ହୋଇଥିବା ୧୩ ଜଣଙ୍କୁ ରାଜସ୍ଥାନ ପୋଲିସ ଅର୍ଦ୍ଧଉଲଗ୍ନ କରି ଅଲଓ୍ବରର ଜନଗହଳିପୂର୍ଣ୍ଣ ମାର୍କେଟ ଅଞ୍ଚଳରେ ୧ କିଲୋମିଟର ଚଲାଇବା ଘଟଣାକୁ ବିଭିନ୍ନ ମହଲରେ ସମାଲୋଚନା କରାଯାଇଛି। ଏହି ପରେଡ୍‌ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୬ ତାରିଖ ଦିନ କ’ଣ ସବୁ ଘଟିଥିଲା ତାହା ଦେଖାଇବା ପାଇଁ ପୋଲିସ ଅଭିଯୁକ୍ତମାନଙ୍କୁ ହ୍ୟାଣ୍ଡକପ୍‌ ସହ ବିଭିନ୍ନ ସ୍ଥାନକୁ ନେଇଥିଲା। ପାପଲାଙ୍କୁ ପୋଲିସ ହାଜତରୁ ଖସାଇନେବାରେ ଅଭିଯୁକ୍ତମାନେ ସମ୍ପୃକ୍ତ ବୋଲି ପୋଲିସ କହିଛି। ୬ ତାରିଖରେ ୧୫ରୁ ୨୦ ଜଣ ତିନୋଟି ଗାଡ଼ିରେ ଆସି ଅଚାନକ ବେହରୋର ଥାନା ଉପରକୁ ପାଖାପାଖି ୪୦ ରାଉଣ୍ଡ ଗୁଳି ଚଳାଇଥିଲେ। ପୋଲିସ ପ୍ରତିରୋଧ କରିବା ପୂର୍ବରୁ ସେମାନେ ଥାନାରେ ପଶି ପାପଲାଙ୍କୁ ନେଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଉ‌ରକେଲାରେ ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି, ଖରାକୁ ଖାତିର ନକରି…

ରାଉରକେଲା,୨୧।୪(ସଂଗୀତା ଜେନା) ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା କରିଥିଲେ । ରାଉରକେଲା…

ଦିନ ଦ୍ୱିପ୍ରହରେ ବଡ଼ ଧରଣର ଲୁଟ: ବ୍ୟାଙ୍କ ସାମ୍ନାରେ ଗାଡ଼ି ଡିକି ଭାଙ୍ଗି ଏତେ ଟଙ୍କା ନେଇଗଲେ ଦୁର୍ବୃତ୍ତ

ଗଞ୍ଜାମ,୨୧।୪(ଅନାଥ ତରାଇ): ଗଞ୍ଜାମ ସହରରେ ଏକ ବଡ଼ ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ଗଞ୍ଜାମ ସହରରେ ଥିବା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ଦିନଦ୍ୱିପ୍ରହରେ…

କାଳିପଲ୍ଲୀରେ କିଡ଼ନୀ ରୋଗର ଭୟାବହତା: ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀଙ୍କୁ ଏହି ନିବେଦନ କଲେ ପ୍ରଦୀପ ପାଣିଗ୍ରାହୀ

ଗଞ୍ଜାମ/ଛତ୍ରପୁର,୨୧।୪(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ଜିଲା କାଳିପଲ୍ଲୀ ପଞ୍ଚାୟତରେ କାୟା ବିସ୍ତାର କରିଥିବା କିଡ଼ନୀ ରୋଗର ବ୍ୟାପକତାକୁ ନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ବ୍ରହ୍ମପୁର ଏମ୍‌ପି…

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ…

ନିର୍ବାଚନ କମିଶନରଙ୍କ ନୂଆ ନିୟମ, ରାତିରେ ବାଇକ ଚଳାଇବା ଉପରେ ଲାଗିଲା ବ୍ୟାନ୍

କୋଲକାତା,୨୧।୪: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଦୁଇଚକିଆ ଯାନ ଉପରେ ନିର୍ବାଚନ କମିଶନର ବ୍ୟାନ କରିଛନ୍ତି । ଏହା ସହିତ ମୁକ୍ତ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ…

୨ ମାସ ପୂର୍ବେ ଗଢିଥିଲେ ସୁଖର ସଂସାର, ହଠାତ୍‌ ଶାଶୁ ଘରେ ହୋଇଗଲେ ଅଚେତ୍‌, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ବଢିଲା ସସ୍‌ପେନ୍ସ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମର ନବବିବାହିତା ଲିପ୍ସା ବିଷୋୟୀ(୨୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦିଗପହଣ୍ଡି ଥାନା ଆଙ୍କୋରଡ଼ା…

CSKକୁ ଲାଗିଲା ବଡ଼ ଝଟକା, ସିଜନରୁ ବାଦ ପଡିଲେ ସର୍ବାଧିକ ସ୍କୋର୍ କରିଥିବା ଖେଳାଳୀ

ନୂଆଦିଲ୍ଲୀ,୨୧।୪: ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ୨୦୨୬ ଆଇପିଏଲ ସିଜିନ୍ ଭଲ ନଥିଲା। ଚଳିତ ସିଜିନ୍ ମଧ୍ୟଭାଗରେ, ଚେନ୍ନାଇ ଦଳ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri