Posted inଜାତୀୟ

୧୩ ଇସ୍ତଫା ପତ୍ର ମଧ୍ୟରୁ ୮ଟିକୁ ପ୍ରତ୍ୟାଖ୍ୟାନ କଲେ ବାଚସ୍ପତି

ବେଙ୍ଗାଲୁରୁ,୯।୭: କର୍ନାଟକ ସରକାର ଏବେ ସଙ୍କଟରେ ଥିବା ବେଳେ ବିଧାୟକମାନଙ୍କ ଇସ୍ତଫା ଦେବା କାର୍ଯ୍ୟକ୍ରମ ଯେମିତି ଏକ ପ୍ରକାର ଜାରି ରହିଛି। ଏବେ ୧୩ କଂଗ୍ରେସ ଓ ଜେଡିଏସ୍‌ ବିଧାୟକ ଇସ୍ତଫା ଦେଇଥିବା ବେଳେ ଏମାନଙ୍କ ମଧ୍ୟରୁ ୮ ଜଣଙ୍କ ଇସ୍ତଫା ପତ୍ର ଠିକ୍‌ ନ ଥିବା ବାଚସ୍ପତି କେ ଆର୍‌ ରମେଶ କୁମାର କହିଛନ୍ତି। ତେବେ ଇସ୍ତଫା ଦେଇଥିବା ବିଧାୟକମାନେ କେହି ତାଙ୍କୁ ଭେଟି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବ ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri