୧୩ କ୍ୱାରାଣ୍ଟାଇନ କେନ୍ଦ୍ର ଲାଗି ୩୦ଲକ୍ଷ ଖର୍ଚ୍ଚ

କାକଟପୁର,୩୦।୪(ଡି.ଏନ.ଏ.): ଲକଡାଉନ ଅବଧି ବଢ଼ିବା ପରେ ବାହାର ରାଜ୍ୟରେ ଥିବା ଓଡ଼ିଆମାନେ ନିଜ ଗ୍ରାମକୁ ଫେରିବାରେ ଲାଗିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ପ୍ରତି ପଞ୍ଚାୟତାରେ କ୍ୱାରାଣ୍ଟାଇନ କେନ୍ଦ୍ର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପ୍ରତି ସରପଞ୍ଚଙ୍କୁ ୫ଲକ୍ଷ ପର୍ଯ୍ୟନ୍ତ ଖର୍ଚ୍ଚ କରି ୨୦ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ କରିବା ପାଇଁ କହିଛନ୍ତି। ଏହି କ୍ଷେତ୍ରରେ ଗତ ୨୪ତାରିଖ ସୁଦ୍ଧା କାକଟପୁର ବ୍ଲକରେ ୧୩ଟି କ୍ୱାରାଣ୍ଟାଇନ କେନ୍ଦ୍ର ଲାଗି ୩୦ଲକ୍ଷ ଖର୍ଚ୍ଚ ହୋଇଥିବା ରିପୋର୍ଟ ଆସିଛି। ଏହି ରିପୋର୍ଟରେ ବ୍ଲକର ମୋଟ ୧୬ଟି ପଞ୍ଚାୟତ ମଧ୍ୟରୁ ୧୨ଟି ପଞ୍ଚାୟତ ଦେଇଥିବା ହିସାବରୁ କୁଣ୍ଢେଇ ପଞ୍ଚାୟତ ୫ଲକ୍ଷ ୧୪ ହଜାର୧୩୦ଟଙ୍କା ସର୍ବାଧିକ ଅର୍ଥ ଖର୍ଚ୍ଚ କରିଥିବାବେଳେ ନାସିକେଶ୍ୱର ପଞ୍ଚାୟତ୧ଲକ୍ଷ ୬୦ହଜାର ୩୪୦ଟଙ୍କା ସବୁଠୁ କମ ଖର୍ଚ୍ଚ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁଇନ୍‌ ସିଟିରେ ୧୪୪ ଧାରା

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାତିରୁ ରାଜ୍ୟ ସରକାର ନାଇଟ୍‌ କଫ୍ୟୁ ଜାରି କରିଥିବାବେଳେ ଟୁଇନ୍‌ ସିଟି ଅର୍ଥାତ୍‌ କଟକ-ଭୁବନେଶ୍ୱରରେ ୧୪୪ ଧାରା ଜାରି ନେଇ ପୋଲିସ କମିଶନର...

କଣ୍ଟେନର୍‌ରୁ ବିଦେଶୀ ମଦ ଜବତ ଘଟଣା: ଗିରଫ ସଂଖ୍ୟା ୫ରେ ପହଞ୍ଚିଲା

ଢେଙ୍କାନାଳ ଅଫିସ, ୧୩।୩: ଏକ କଣ୍ଟେନରରେ ଆସାମରୁ ଅନୁଗୋଳକୁ ୭୫ ଲକ୍ଷ ଟଙ୍କାର ମଦ ଚୋରା ଚାଲାଣ ବେଳେ ଢେଙ୍କାନାଳ ଅବକାରୀ ବିଭାଗ ହାତରେ ଧରାପଡ଼ିଥିଲା।...

ସ୍କୁଲ କ୍ରୀଡ଼ାରେ ଭିତ୍ତିଭୂମି ବାଧକ

କ୍ରୀଡ଼ା ଜରିଆରେ ଓଡ଼ିଶାର ଛାତ୍ରୀଛାତ୍ରମାନଙ୍କ ବ୍ୟକ୍ତିତ୍ୱ ବିକାଶ କରିବା ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଲକ୍ଷ୍ୟ। ସରକାର ସବୁବେଳେ ଶିକ୍ଷା ଓ କ୍ରୀଡ଼ା କ୍ଷେତ୍ରର ଉତ୍କର୍ଷ...

ବିଏମ୍‌ସିର ଦୁଇ ଟ୍ରକ୍‌କୁ ୩୩ ହଜାର ଜରିମାନା

ଭୁବନେଶ୍ୱର,୪।୩(ବ୍ୟୁରୋ): ସୋମବାର ସିଆର୍‌ପିଏଫ୍‌ ଛକରେ ଯାଞ୍ଚ୍‌ବେଳେ ଘରୋଇ ଶିକ୍ଷାନୁଷ୍ଠାନର ଦୁଇ ବସ୍‌କୁ ଜବତ କରାଯିବା ସହ ୫୨ ହଜାର ୫ଶହ ଟଙ୍କା ଜରିମାନା କରିଥିଲା ଆର୍‌ଟିଓ।...

ଇଣ୍ଡିଆନ୍‌ ଆଇଡଲ୍‌-୧୧ରେ ଓଡ଼ିଶା ଝିଅ ଚେଲ୍‌ସି

ଭୁବନେଶ୍ୱର, ୭ା୧୦(ବ୍ୟୁରୋ): ପୁଣି ଜାତୀୟସ୍ତରୀୟ ରିଆଲିଟି ଶୋ’ରେ ଆସିବେ ଓଡ଼ିଆ ଝିଅ ଚେଲ୍‌ସି ବେଉରା। ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ୍‌ ଆଇଡଲ୍‌-୧୧ରେ ଚେଲ୍‌ସି ଭାଗ...

ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡସ୍‌ରେ କଟକ ବାଲିଯାତ୍ରା

କଟକ ଅଫିସ, ୧୫ା୧୧: ୩୫ ମିନିଟ୍‌ରେ ୨୨,୪୭୩ କାଗଜ ଡଙ୍ଗା ପ୍ରସ୍ତୁତ କରି ଗିନିଜ୍‌ ଓ୍ବାଲ୍ଡ ରେକର୍ଡସ୍‌ରେ ସ୍ଥାନ ପାଇଛି କଟକ ବାଲିଯାତ୍ରା। ଐତିହାସିକ କଟକ...

ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୦୦ ଟପିଲା

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ୱର,୪ା୩(ବ୍ୟୁରୋ): ରାଜ୍ୟ ସରକାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ ବୈଠକରେ ୫ ହଜାର ୮୨୭.୨୭ କୋଟି...

Advertisement
Archives

Model This Week