୧୩ ପଇସା ଖସିଲା ଟଙ୍କା

ମୁମ୍ବାଇ,୭-୧: ସୋମବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ୧୩ ପଇସା ଖସି ୭୧.୯୩ ସ୍ତରରେ ରହିଥିବା ଜଣାପଡିଛି। ବିଶ୍ୱସ୍ତରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଏବଂ ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ଆଶଙ୍କା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ଏହାର ପ୍ରଭାବ ଭାରତ ବଜାର ଉପରେ ପଡିଥିବା ବିଦେଶୀ ମୁଦ୍ରା ଟ୍ରେଡରମାନେ କହିଛନ୍ତି। ଇଣ୍ଟରବ୍ୟାଙ୍କ ଫରେନ ଏକ୍ସଚେଞ୍ଜରେ ଡଲାର ତୁଳନାରେ ଟଙ୍କା ୭୨.୦୩ ସ୍ତରରୁ କାରବାର ଆରମ୍ଭ କରିଥିଲା। ଦିନ ମଧ୍ୟରେ ଡୋମେଷ୍ଟିକ ୟୁନିଟ ନିମ୍ନ ସ୍ତର ୭୨.୧୧ ଟଙ୍କା ଛୁଇଁଛି। କାରବାର ଶେଷ ବେଳକୁ ଟଙ୍କା ମୂଲ୍ୟରେ କିଛିଟା ଉନ୍ନତି ଆସିଥିବା ବେଳେ ଏହା ୧୩ ପଇସା ନିମ୍ନରେ ରହି ୭୧.୯୩ ସ୍ତରରେ ବନ୍ଦ ହୋଇଛି। ଶୁକ୍ରବାର ଟଙ୍କା ୭୧.୮୦ ସ୍ତରରେ ବନ୍ଦ ହୋଇଥିଲା। ଗତ ୩ଟି ସେସନରେ ଟଙ୍କା ମୂଲ୍ୟ କମୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ଧରି ବଢୁଛି ତେଲ ଦର

ନୂଆଦିଲ୍ଲୀ,୬-୧: ଇରାନ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ ପରେ ରବିବାର ସମେତ ଗତ ୪ ଦିନ ହେବ ଲଗାତର ତେଲ ଦର ବୃଦ୍ଧି ଘଟୁଛି। ଏହି...

ଚାଇନାରୁ ଭାରତକୁ ଆସିବେ ୨୦୦ ଆମେରିକୀୟ କମ୍ପାନୀ

ନୂଆଦିଲ୍ଲୀ,୨୮-୪: ସାଧାରଣ ନିର୍ବାଚନ ପରେ ଆମେରିକାର ପ୍ରାୟ ୨୦୦ କମ୍ପାନୀ ନିଜର ମାନୁଫାକଚରିଂ ସେଣ୍ଟରକୁ ଭାରତକୁ ସ୍ଥାନାନ୍ତର କରିବାକୁ ପ୍ରସ୍ତୁତ ହୋଇଛନ୍ତି। ଆମେରିକା ଓ ଭାରତର...

ଡିଶ୍‌ ଟିଭି ସହ ମିଶିଯିବ ଏୟାରଟେଲ

ନୂଆଦିଲ୍ଲୀ,୭-୮:ଦେଶର ଦୁଇ ପ୍ରମୁଖ ଡିଟିଏଚ୍‌ କମ୍ପାନୀ ଚଳିତ ମାସ ଶେଷ ସୁଦ୍ଧା ମିଶିଯିବେ। ଏସେଲ ଗ୍ରୁପ୍‌ କମ୍ପାନୀ ଡିଶ୍‌ ଟିଭିକୁ ଖୁବଶୀଘ୍ର ଭାରତୀ ଏୟାରଟେଲ କିଣିବ।...

ଅଟୋ ସେକ୍ଟରରେ ଚାକିରି ହରାଇଲେ ୨ଲକ୍ଷ

ନୂଆଦିଲ୍ଲୀ,୫-୮: ଦେଶରେ ମାନ୍ଦାବସ୍ଥା ମାଡି ଆସୁଛି। ଏହାର ସବୁଠୁ ବେଶି ପ୍ରଭାବ ଅଟୋ ସେକ୍ଟର ଉପରେ ପଡିଛି। କାର୍‌, ବାଇକ ବିକ୍ରି ହ୍ରାସ ପାଇବା କାରଣରୁ...

ବ୍ୟକ୍ତିଗତ ଡାଟା ସୁରକ୍ଷା ସପକ୍ଷରେ ଆର୍‌ବିଆଇ ଇଡି

ମୁମ୍ବାଇ: ବ୍ୟକ୍ତିଗତ ଡାଟା ସୁରକ୍ଷା ସପକ୍ଷରେ ରିଜର୍ଭ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଟି. ରବିଶଙ୍କର ନିଜର ମତ ରଖିଛନ୍ତି। ବ୍ୟକ୍ତିଗତ ଡାଟାର ସୁରକ୍ଷା ଲାଗି ଆଇନକୁ...

ନକଲି ସାମଗ୍ରୀ ନିର୍ମାଣ ଅଭିଯୋଗରେ କମ୍ପାନୀ ସିଲ୍‌

ନୂଆଦିଲ୍ଲୀ,୨୩|୧: ଦିଲ୍ଲୀର ଏକ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ଥାନୀୟ କମିଶନର (ଦିଲ୍ଲୀ କୋର୍ଟ) ଶିଖର କୁଣ୍ଡୁଙ୍କ ଦ୍ୱାରା ଗଣେଶ ଗୌରୀ ଇଣ୍ଡଷ୍ଟ୍ରିଜ୍‌ (ଗୌରୀ ଆକ୍ୱା ପ୍ଲାଷ୍ଟ) ଉପରେ...

ଉଦ୍ୟୋଗ ନୀତି ସରଳ ହେଉ

ମସଲା ଆମର ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଉପାଦାନ ପାଲଟିଛି। ପୂର୍ବରୁ ଗୃହିଣୀମାନେ ମସଲା ବାଟି ବ୍ୟଞ୍ଜନରେ ବ୍ୟବହାର କରୁଥିବାବେଳେ ଏବେ ସବୁଠି ପ୍ୟାକେଟ ସ୍ପାଇସ୍‌ର...

‘ଇମୋଶନାଲ ଟଚ୍‌’ ବଜାୟ ରଖୁ

ରିୟଲ୍‌ ଇଷ୍ଟେଟ୍‌ ହେଉଛି ତାଙ୍କ ପାରିବାରିକ ବ୍ୟବସାୟ। ହେଲେ ଅଳଙ୍କାର କ୍ଷେତ୍ରରେ କିଛି ନୂଆ କରିବା ଲକ୍ଷ୍ୟ ରଖି ବଡ଼ଭାଇ ଓମ୍‌ପ୍ରକାଶ ମିଶ୍ରଙ୍କ ସହଯୋଗରେ ଆରମ୍ଭ...

Advertisement
Archives

Model This Week