୧୪୪୦ ସ୍ବାବ୍‌ ନମୁନାରୁ ୧୦୨୮ ରିପୋର୍ଟ ଆସିଛି

ଝାରସୁଗୁଡ଼ା ଅଫିସ,୧୨ା୫: ଝାରସୁଗୁଡ଼ା ଜିଲାର ଜଣେ ଯୁବତୀ ଓ ଜଣେ ମହିଳା କରୋନାରେ ଆକ୍ରାନ୍ତ ହୋଇଥିଲେ। ସୋମବାର ଉଭୟ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କ ରକ୍ତ ନମୁନା ରିପୋର୍ଟ ନେଗେଟିଭ ଆସିଛି ା ତେବେ ଅଦ୍ୟାବଧି ୧୪୪୦ ଜଣଙ୍କଠାରୁ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଥିଲା । ସେଥିମଧ୍ୟରୁ ୧୦୨୮ ଜଣଙ୍କ ରିପୋର୍ଟ ଆସିଛି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ଜଗଦୀଶ ଚନ୍ଦ୍ର ବାରିକ କହିଛନ୍ତି, ସ୍ବାବ ସଂଗ୍ରହ କରାଯାଇ ଭୁବନେଶ୍ୱର ଆଇସିଏମଆରକୁ ପଠାଯାଉଛି। ସେଠାରେ ଅନ୍ୟାନ୍ୟ କାମ ଲାଗି ରହିଥିବାରୁ ଅନ୍ୟମାନଙ୍କ ରିପୋର୍ଟ ଆସିବାରେ ବିଳମ୍ବ ଘଟିଛି। ସେହିପରି ଜିଲାର ବ୍ରଜରାଜନଗରର ବୁଢ଼ୀଜାମ ଅଞ୍ଚଳ ଓ ଲଖନପୁର ବ୍ଳକ ଡହଲଡେରା ଗ୍ରାମକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିଲା। ହେଲେ ସଂପୃକ୍ତ ଅଞ୍ଚଳ ଲୋକଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଣରେ ପ୍ରଶାସନ ବିଫଳ ହୋଇଛି ବୋଲି ବ୍ରଜରାଜନଗରର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ଝାରସୁଗୁଡା ଜିଲାପାଳଙ୍କୁ ଚିଠି ଲେଖି ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri