୧୪୪ ଧାରା ଉଲ୍ଲଂଘନ: ୭ ଗିରଫ

ଖୋର୍ଦ୍ଧା ଅଫିସ,୨୪।୩: କରୋନା ପାଇଁ ଲାଗୁ ହୋଇଥିବା ୧୪୪ ଧାରା ଉଲ୍ଲଂଘନ ଅଭିଯୋଗରେ ଖୋର୍ଦ୍ଧା ସଦର ଥାନା ପୋଲିସ ସୋମବାର ୭ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବିକାଶ ସାହୁ, ରଶ୍ମିରଞ୍ଜନ ମଙ୍ଗରାଜ, ପ୍ରତାପ ଭୂଜବଲ, କାଳୁ ଜୟସିଂ, ପୂର୍ଣ୍ଣଚନ୍ଦ୍ର ବେହେରା, ବୈଦ୍ୟନାଥ ପ୍ରଧାନଓ ଯୁଧିଷ୍ଠିିର ମଙ୍ଗରାଜ। ସେମାନେ ବେଆଇନ ଭାବେ ମଦ ବିକ୍ରି କରୁଥିବା ବେଳେ ଉପଜିଲାପାଳ ଶାନ୍ତନୁ କୁମାର ମହାନ୍ତି ପହଞ୍ଚତ୍ ସେମାନଙ୍କୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri