୧୪,୭୨୫ ଚାଷୀ ବିକିଲେଣି ୯,୮୨,୭୯୦ କୁଇଣ୍ଟାଲ ଧାନ

ଭୁବନେଶ୍ୱର,୩୦ା୧୧ (ବ୍ୟୁରୋ): ୨୦୧୯-୨୦ ବର୍ଷ ଲାଗି ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଯାଇଛି। ଚଳିତ ମାସରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଦ୍ୱାରା ଏଯାବତ୍‌ ୯,୮୨,୭୯୦ କୁଇଣ୍ଟାଲ୍‌ ଧାନ ସଂଗ୍ରହ କରାଯାଇଛି। ଏହି କାର୍ଯ୍ୟକୁ ସ୍ବଚ୍ଛ ଓ ବ୍ୟବସ୍ଥିତ କରିବା ପାଇଁ ଅନ୍‌ଲାଇନ୍‌ ବ୍ୟବସ୍ଥାରେ ପଞ୍ଜୀକୃତ ଚାଷୀମାନଙ୍କଠାରୁ ପ୍ରାଥମିକ କୃଷି ସମବାୟ ସମିତିମାନେ ପି-ପାସ୍‌ ଜରିଆରେ ସିଧାସଳଖ ଧାନ ସଂଗ୍ରହ କରୁଛନ୍ତି। ସମବାୟ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ୭୦୪ ଧାନ ସଂଗ୍ରହ କେନ୍ଦ୍ରରେ ୭୯,୩୨୪ ଜଣ ଚାଷୀଙ୍କଠାରୁ ୫୬,୦୮,୪୭୨ କୁଇଣ୍ଟାଲ ଧାନ କିଣିବା ପାଇଁ ଆଗୁଆ ୧,୦୧,୭୨୬ ଟୋକନ ଦିଆଯାଇଛି। ଏଥି ମଧ୍ୟରୁ ଶୁକ୍ରବାର ସୁଦ୍ଧା ୧୪,୭୨୫ ଜଣ ଚାଷୀଙ୍କଠାରୁ ୯,୮୨,୭୯୦ କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇଛି। ଧାନ ବିକ୍ରି ମୂଲ୍ୟ ପ୍ରତ୍ୟକ୍ଷ ହସ୍ତାନ୍ତର ବ୍ୟବସ୍ଥାରେ ଶୁକ୍ରବାର ସୁଦ୍ଧା ୧୦,୮୪୮ ଚାଷୀଙ୍କ ବ୍ୟାଙ୍କ ଜମାଖାତାକୁ ୧୨୨ କୋଟି ୩୦ ଲକ୍ଷ ୧୧ ହଜାର ୨୨୬ ଟଙ୍କା ପ୍ରେରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମା ଝଡ଼ ପ୍ରଭାବରେ ଏହି ସବୁ ଜିଲାରେ ବିଜୁଳି,ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୩(ବ୍ୟୁରୋ): ସକ୍ରିୟ ରହିଛି ପଶ୍ଚିମା ଝଡ଼। ଏହାର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଂଶିକ ମେଘାଛନ୍ନ ରହିଛି। ତେବେ ଆଗାମୀ ୩ ଘଣ୍ଟା ମଧ୍ୟରେ...

କମନୀୟ କଳାକୁଞ୍ଜ

ଢେଙ୍କାନାଳ ଅଫିସ, ୧୧।୧୦: ଭାଇଚାରା ଏବଂ ପରମ୍ପରାକୁ ନେଇ ସମୃଦ୍ଧ ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜାରେ ଅନ୍ୟତମ ଆକର୍ଷଣ ସାଜିଛି କଳାକୁଞ୍ଜ ଏବଂ ବିଭିନ୍ନ ମୁଦ୍ରାରେ ବିରାଜମାନ...

ଭୋଟ ଗଣତି ପାଇଁ ସରିଲା ପ୍ରସ୍ତୁତି: ମୋଟ୍‌ ୧୬ ଟେବୁଲ ପାଇଁ କର୍ମଚାରୀ ନିୟୋଜିତ

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୨୩ ତାରିଖର ଭୋଟ ଗଣତି ପାଇଁ ଆବଶ୍ୟକ କାଉଣ୍ଟିଂ ସୁପରଭାଇଜର, କାଉଣ୍ଟିଂ ଆସିଷ୍ଟାଣ୍ଟ, ଅଣୁ...

କାଲିଠୁ ଚାଲିବନି ବସ୍‌:ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ କଟକଣା ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୨୩।୩(ବ୍ୟୁରୋ)- କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଦିନରାତି ଲାଗିପଡ଼ିଛନ୍ତି। ପ୍ରତିଦିନ ଏ ଦିଗରେ କିଛି ନା କିଛି ପଦକ୍ଷେପ...

ଆଉ ୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ମାଓବାଦୀଙ୍କ ଗୁଳିରେ ଜିଆର୍‌ଏସ୍‌ଙ୍କ ମୃତ୍ୟୁ ଘଟଣା : ସଂଯୁକ୍ତାଙ୍କ ସ୍ବାମୀଙ୍କୁ ମିଳିଲା ୩୦ ଲକ୍ଷ

ଫିରିଙ୍ଗିଆ, ୨୯।୬-ସାଧାରଣ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଳଙ୍କ ମୃତ୍ୟୁ ଘଟିଥିଲା।...

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ...

ମୁମ୍ବାଇରୁ ଆସିଲା ୧୭ ପ୍ୟାକେଟ୍‌ ରୁପା ଚାଦର

ପୁରୀ ଅଫିସ,୧୦ା୭: ଶ୍ରୀମନ୍ଦିରର ୮ ଦ୍ୱାରକୁ ରୁପା ଛାଉଣି କରାଯିବ। ଏଥିପାଇଁ ନୀଳାଦ୍ରି ଭକ୍ତନିବାସରେ ପ୍ରାଥମିକ ପର୍ଯ୍ୟାୟରେ ୩ ଦ୍ୱାରର କାର୍ଯ୍ୟ ଆରମ୍ଭ ହୋଇଛି। ଜୟବିଜୟ,...

Advertisement
Archives

Model This Week