୧୪୯୦ କୋଟି ଟଙ୍କା ରିଫଣ୍ଡ କରିବ ରେଲଓ୍ବେ

ନୂଆଦିଲ୍ଲୀ,୧୬ା୪: ଲକ୍‌ଡାଉନ ପାଇଁ ଏବେ ରେଳ ସେବା ବନ୍ଦ ରହିଛି। ଏହି ସମୟରେ ବାତିଲ ହୋଇଥିବା ପ୍ରାୟ ୯୪ ଲକ୍ଷ ଟିକେଟର ରିଫଣ୍ଡ ଲାଗି ରେଲଓ୍ବେ ବ୍ୟବସ୍ଥା କରିଛି। ରେଲଓ୍ବେ ପକ୍ଷରୁ ଏଥିଲାଗି ୧୪୯୦ କୋଟି ଟଙ୍କା ଦିଆଯିବ। ୨୨ ମାର୍ଚ୍ଚରୁ ଏପ୍ରିଲ ୧୪ ଯାଏ ବୁକିଂ ହୋଇଥିବା ୫୫ ଲକ୍ଷ ଟିକେଟ ବାବଦକୁ ୮୩୦ କୋଟି ଟଙ୍କା ଯାତ୍ରୀଙ୍କୁ ପ୍ରଦାନ କରାଯିବ। ସେହିଭଳି ଏପ୍ରିଲ ୧୫ରୁ ମେ ୩ ଭିତରେ ବାତିଲ ହୋଇଥିବା ୩୯ ଲକ୍ଷ ବୁକିଂ ଲାଗି ୬୬୦ ଟଙ୍କା ଯାତ୍ରୀ ଫେରିପାଇବେ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଓମିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୨୩।୬: ସାଓମି ଇଣ୍ଡିଆର ନୂତନ ଉତ୍ପାଦ ସାଓମି ପ୍ୟାଡ୍‌-୬ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଏହାର ଅତ୍ୟାଧୁନିକ ୱାୟାରଲେସ୍‌ ଇୟରବଡ୍‌-ରେଡ୍‌ମି ବଡ୍‌ସ ୪ ଆକ୍ଟିଭ୍‌ର...

ଶିଳ୍ପପତି ବି.କେ.ବିର୍ଲାଙ୍କ ପରଲୋକ

ନୂଆଦିଲ୍ଲୀ,୪-୭: ଶିଳ୍ପପତି କୁମାର ମଙ୍ଗଳମ ବିର୍ଲାଙ୍କ ଜେଜେବାପା ତଥା ବି.କେ.ବିର୍ଲା ଗ୍ରୁପ୍‌ ଅଫ୍‌ କମ୍ପାନୀର ଅଧ୍ୟକ୍ଷ ବି.କେ.ବିର୍ଲାଙ୍କର ୯୮ ବର୍ଷରେ ବୁଧବାର ମୁମ୍ବାଇରେ ପରଲୋକ ହୋଇଯାଇଛି।...

ୟୁଏଆଇଏଲ୍‌ର ପ୍ରୋଜେକ୍ଟ ‘କୁଶଳୀ’

ଭୁବନେଶ୍ୱର,୧୬।୯: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ସହଯୋଗୀ ସଂସ୍ଥା ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ (ୟୁଏଆଇଏଲ୍‌)ର ପ୍ରୋଜେକ୍ଟ ‘କୁଶଳୀ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମେସର୍ସ ଗଣେଶ...

‘ଓଡ଼ିଶାରେ ୨.୫ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜିନିବେଶ

ଭୁବନେଶ୍ୱର,୧।୧୦: ଗତ କିଛି ବର୍ଷ ହେବ ଯୁବବର୍ଗ ଆଉ ବିଦେଶ କିମ୍ବା ବହୁରାଷ୍ଟ୍ରୀୟ କମ୍ପାନୀରେ କାମ କରିବା ବଦଳରେ ନିଜ ଅଞ୍ଚଳରେ କିଛି କରିବା ସହ...

ଏସ୍‌.ଭି.ରଙ୍ଗନାଥ ଅନ୍ତରୀଣ ଅଧ୍ୟକ୍ଷ

କ୍ୟାଫେ କଫି ଡେ ପ୍ରତିଷ୍ଠାତା ଭି.ଜି.ସିଦ୍ଧାର୍ଥଙ୍କ ମୃତ୍ୟୁ ହୋଇଯାଇଥିବା ପୋଲିସ ଘୋଷଣା କରିବା ପରେ କମ୍ପାନୀ ବୋର୍ଡ ବୁଧବାର ଜରୁରିକାଳୀନ ବୈଠକ ଡାକି ଏସ.ଭି.ରଙ୍ଗନାଥଙ୍କୁ ଅନ୍ତରୀଣ...

ଷ୍ଟୋର୍‌, ଇ-କମର୍ସର ସମ୍ପ୍ରସାରଣ କରିବ ଆର୍‌ଆଇଏଲ୍‌

ମୁମ୍ବାଇ,୯।୮: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌) ପକ୍ଷରୁ ରିଟେଲ୍‌ କ୍ଷେତ୍ରରେ ୨୦୨୧-୨୨ ଆର୍ଥିକ ବର୍ଷରେ ୩୦,୦୦୦ କୋଟି ଟଙ୍କା ନିବେଶ...

ବିଦେଶୀ ସଭରେନ ବଣ୍ଡ ଯୋଜନା; ପୁନର୍ବିଚାର ଲାଗି ସୀତାରାମନ୍‌ ଅରାଜି

ନୂଆଦିଲ୍ଲୀ,୨୯-୭: ବିଦେଶୀ ସଭରେନ ବଣ୍ଡ ଜାରି କରି ଭାରତ ପ୍ରାୟ ୧୦ ବିଲିୟନ ଡଲାର ଋଣ ଆଣିବାକୁ ବିଚାର କରୁଛି। ଏହାକୁ ଦେଶର ବହୁ ନାମିଦାମୀ...

ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ

ମୁମ୍ବାଇ,୧୧।୧୧:ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଜିଓ ଟ୍ରୁ-୫ଜି ସେବାର ସଫଳ ବିଟା ପରୀକ୍ଷଣର ଶୁଭାରମ୍ଭ ପରେ ରିଲାଏନ୍ସ ଜିଓ ପକ୍ଷରୁ ଗୁରୁବାର ବେଙ୍ଗାଲୁରୁ ଓ ହାଇଦ୍ରାବାଦଠାରେ...

Advertisement
Archives

Model This Week