୧୪ ଗୋରୁ ସହ ଭ୍ୟାନ୍‌ ଜବତ

ଭଦ୍ରକ ଅଫିସ, ୨୦ା୬- ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଅଞ୍ଚଳରୁ ଶୁକ୍ରବାର ବେଆଇନ ଗୋଚାଲାଣ ବେଳେ ଟାଉନ ଥାନା ପୋଲିସ ୧୪ଟି ଗୋରୁ ସହ ଏକ ପିକଅପ୍‌ ଭ୍ୟାନ୍‌ ଜବତ କରିଛି। ବଜରଙ୍ଗ ଦଳର କର୍ମୀମାନେ ପହଞ୍ଚି ଏହି ଗୋରୁ ବୋଝେଇ ଗାଡ଼ିକୁ ଅଟକାଇ ପୋଲିସକୁ ଖବର ଦେଇଥିଲେ। ଗୋରୁ ଗାଡ଼ି ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପୋଲିସ ପହଞ୍ଚି ଏହାକୁ ଜବତ କରି ତଦନ୍ତ ଚଳାଇଛି । ଗୋରୁଗୁଡ଼ିକୁ ପୋଲିସ ଗୋଶାଳାରେ ଛାଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

କମ୍‌ ଦରରେ ସାମଗ୍ରୀ ଦେବା ଆଳରେ ୨ କୋଟିରୁ ଊର୍ଦ୍ଧ୍ୱ ଠକେଇ: ରାତାରାତି ଦୋକାନୀ ଫେରାର

ବାସୁଦେବପୁର,୨୧।୧୨: ଭଦ୍ରକ ଜିଲା ବାସୁଦେବପୁର ବଜାର ନିକଟସ୍ଥ ବ୍ଲକ ରୋଡ୍‌ରେ ଗତ ଏକ ମାସ ତଳେ ଦୁର୍ଗା ଏଜେନ୍ସି ନାମରେ ଏକ ସଂସ୍ଥା ଦୋକାନ ଖୋଲିଥିଲା।...

ଜମି ଅଧିଗ୍ରହଣକୁ ବିରୋଧ

ଝାରସୁଗୁଡ଼ା ଅଫିସ୍‌,୩୦ା୧୨: ଲଖନପୁର ତହସିଲ ଅଧୀନ ବରତାପ ମୌଜାର ମୂଳବାସିନ୍ଦା ଦୀର୍ଘବର୍ଷରୁ ସରକାରୀ ଜମି ଦଖଲ କରିଆସୁଛନ୍ତି। ଏହି ଜମିକୁ ଝାରସୁଗୁଡା ରାଜସ୍ବ ବିଭାଗ ଇଡ୍‌କୋକୁ...

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ବ୍ରହ୍ମପୁର ଅଫିସ,୨୯ା୯: ବୈଦ୍ୟନାଥପୁର ପୋଲିସ ଜଣେ ଅପହୃତା ଛାତ୍ରୀଙ୍କୁ ଆନ୍ଧ୍ରପ୍ରଦେଶର ହାଇଦ୍ରାବାଦରୁ ଉଦ୍ଧାର କରିଛି। ଛାତ୍ରୀଙ୍କୁ ଅପହରଣ କରି ହାଇଦ୍ରାବାଦରେ ଏକ ଭଡା ଘରେ ରଖି...

ବରଯାତ୍ରୀ ନେଇ ବାହାରିବେ ମହାଦେବ, ମାହେନ୍ଦ୍ରବେଳାରେ ପଡିବ ହାତଗଣ୍ଠି

ସମ୍ବଲପୁର,୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହ ଉତ୍ସବ ଚାଲିଛି। ଶନିବାର ରାତ୍ରିରେ ଭକ୍ତଙ୍କ କାନ୍ଧରେ ଦେବ ଦେବ ମହାଦେବ ବରଯାତ୍ରୀ ବାହାରିବେ।...

ଷଣ୍ଢ ଲଢେଇ ବେଳେ ଦୁର୍ଘଟଣା: ଯୁବକଙ୍କ ଉପରେ ଚଢିଗଲା ଟ୍ରକ

ସୋର, ୧୦ା୩(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ଥାନା ଅନ୍ତର୍ଗତ ସୋର-ମଙ୍ଗଳପୁର ରାସ୍ତା ବାଗୁଡି ବଜାର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଟ୍ରକ ତଳେ ଚାପି...

ଝିଆରୀଙ୍କୁୁ ଟାଙ୍ଗିଆରେ ହାଣି ୨ ଖଣ୍ଡ କରିଦେଲେ ଦାଦା

ଦେବଗଡ଼,୧୫।୩(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ହେଟଖମାର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ୪ ବର୍ଷର ଝିଆରୀକୁ ଟାଙ୍ଗିଆରେ...

ନାଲକୋ ହିଲ୍‌ଟପ୍‌ରେ ଛାଇଗଲା କୁଆପଥର

ଦାମନଯୋଡ଼ି/କୋରାପୁଟ,୧୯ା୪(ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡ଼ିରେ ଶୁକ୍ରବାର ଅପରାହ୍ନରେ ପ୍ରବଳ କୁଆପଥର ବର୍ଷା ହୋଇଛି। ଏଥିରେ ନାଲକୋର ହିଲଟପ୍‌ ବରଫାବୃତ୍ତ ହୋଇ କାଶ୍ମୀରର ଭ୍ରମ ସୃଷ୍ଟି କରିଛି।...

ଜାବରା ସେତୁ ଉପରେ ଏକାଧିକ ଗାତ

ଜେନାପୁର,୨୦।୯(ଅଶୋକ ଦାସ): ଗ୍ରାମାଞ୍ଚଳରେ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରି ଅଞ୍ଚଳର ବିକାଶ ପ୍ରକ୍ରିୟା ସନ୍ତୁଳନ ରକ୍ଷାକରିବା ପାଇଁ ବିଭିନ୍ନ ନଦୀ ନାଳ...

Advertisement
Archives

Model This Week