୧୪ ଜିଲାରୁ ୧୭୩ କରୋନା ପଜିଟିଭ ଚିହ୍ନଟ: ଗଞ୍ଜାମରୁ ସର୍ବାଧିକ ୬୪ ଜଣ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରୁ ଶନିବାର ଚିହ୍ନଟ ୧୭୩ କରୋନା ଆକ୍ରାନ୍ତ ୧୪ଟି ଜିଲାର। ଏମାନଙ୍କ ମଧ୍ୟରୁ ସର୍ବଧିକ ଗଞ୍ଜାମ ଜିଲାରୁ ୬୪ ଜଣ ରହିଛନ୍ତି। ସେହିପରି ଯାଜପୁରରୁ ୧୯, କଟକ ଓ ମୟୂରଭଞ୍ଜରୁ ୧୩, ବଲାଙ୍ଗୀର, ବାଲେଶ୍ୱରରୁ ୧୧, ଗଜପତି ୧୦, ନୂଆପଡ଼ା ୮, ନୟାଗଡ଼ ୭, ଭଦ୍ରକ ୪, କଳାହାଣ୍ଡି ୨, ପୁରୀ ଓ ଝାରସୁଗୁଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ତେବେ ଏମାନଙ୍କ ମଧ୍ୟରୁ ୧୫୦ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୩ଜଣ ଲୋକାଲ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୭୮୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୧୬୦୪ ଜଣ ସୁସ୍ଥ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ପୁରୀ ଅଫିସ,୨୩।୫: ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ୩୯୫ ଭୋଟରେ ଆଗୁଆ ଅଛନ୍ତି।...

ଖଣ୍ଡଗିରି ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ପୁରୀ ପରେ ଭୁବନେଶ୍ୱରରେ ଲଜ୍ଜା। ଖଣ୍ଡଗିରି ଥାନାଞ୍ଚଳରେ ଜଣେ ଯୁବତୀଙ୍କୁ ହୋଇଛି ବଳାତ୍କାର। ଗୁରୁତର ଅବସ୍ଥାରେ ପୀଡିତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ...

ମ୍ୟାଲେରିଆ ପ୍ରବଣ ଜିଲାରେ ବଣ୍ଟନ ହେବ ୨୬ ଲକ୍ଷ ଔଷଧୀୟ ମଶାରି

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : କେନ୍ଦ୍ର ସରକାର ଓଡ଼ିଶାକୁ ୨୬ଲକ୍ଷ ୫୪ହଜାର ଔଷଧୀୟ ମଶାରି ବଣ୍ଟନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏହାର ସୂଚାରୁରୂପେ କାର୍ଯ୍ୟକାରିତା ପାଇଁ ମଙ୍ଗଳବାର ସ୍ବାସ୍ଥ୍ୟ...

ରାସ୍ତା ଅବସ୍ଥା ଶୋଚନୀୟଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଝୁମ୍ପୁରା ୧୬।୭(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଫକିରପୁର, ପଦ୍ମକେଶରପୁର, ବାଘିଆନଶା, କଙ୍କଡାଯୋଡି ଗାଁ ଲୋକେ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି କରିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ...

ଏମ୍‌କେସିଜିରେ ୨୯ କରୋନା ସନ୍ଧିଗ୍ଧ ଚିକିତ୍ସିତ

ବ୍ରହ୍ମପୁର ଅଫିସ, ୮।୫ -ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି । ନିକଟରେ ଗଞ୍ଜମକୁ ସୁରାଟରୁ ଫେରିଥିବା ପ୍ରବାସୀ ଓଡ଼ିଆମାନଙ୍କୁ...

କରୋନା କଟକଣା: ଗାଁ ମୁଣ୍ଡରେ ଲକ୍ଷ୍ମଣରେଖା ଟାଣିଲେ ଗ୍ରାମବାସୀ

ବଲାଙ୍ଗୀର ଅଫିସ,୩୦।୩: ବଲାଙ୍ଗୀର ସହର ଶୂନ୍‌ଶାନ ଥିବା ବେଳେ ଧୀରେ ଧୀରେ ଗ୍ରାମାଞ୍ଚଳର ଲୋକେ ସଚେତନ ହେବାରେ ଲାଗିଛନ୍ତି। ବାହାର ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ...

ଗଣତନ୍ତ୍ରରେ ଭିନ୍ନମତକୁ ଗ୍ରହଣ କରୁନାହିଁ କେନ୍ଦ୍ର ସରକାର: କଂଗ୍ରେସ

ଭୁବନେଶ୍ୱର,୬।୧(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ରବିବାରଠାରୁ ଉପୁଜିଥିବା ଛାତ୍ର ହିଂସା ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ କଂଗ୍ରେସ। ଉକ୍ତ...

୭ ପ୍ରକଳ୍ପ ଲାଗି ଖର୍ଚ୍ଚ ହେବ ୩୨୦୫.୬୭ କୋଟି

ଭୁବନେଶ୍ୱର,୩ା୯(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଷ୍ଟେଟ ଲେବେଲ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି(ଏସ୍‌ଏଲ୍‌ଏସଡବ୍ଲ୍ୟୁସିଏ)ବୈଠକରେ ୭ ପୁଞ୍ଜି ବିନିଯୋଗ...

Coronavirus Update


Archives

Model This Week

Why Dharitri