Posted inଜାତୀୟ

୧୪ ଦିନ ପୂର୍ବରୁ ସରିଲା ଅମରନାଥ ଯାତ୍ରା: ନିରାଶ ହୋଇ ଫେରିଲେ ଶ୍ରଦ୍ଧାଳୁ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ସନ୍ଦେହରେ ଅମରନାଥ ଯାତ୍ରାକୁ ବନ୍ଦ କରିଦିଆଯାଇଛି। ଅଗଷ୍ଟ ୧୫ ଏହି ଯାତ୍ରା ଶେଷ ହେବାକୁ ଥିବା ବେଳେ ଏହାକୁ ୧୩ ଦିନ ପୂର୍ବରୁ ବନ୍ଦ କରିଦିଆଯାଇଛି। ଫଳରେ ଯାତ୍ରା ପୂରା କରି ପାରି ନ ଥିବା ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ଶୁକ୍ରବାର ଜାରି କରାଯାଇଥିବା ଆଡଭାଇଜରିରେ ଅମରନାଥର ଯାତ୍ରୀ ଓ ପର୍ଯ୍ୟଟକଙ୍କୁ ତୁରନ୍ତ କଶ୍ମୀର ଘାଟି ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ଆଡଭାଇଜରି ସତ୍ତ୍ୱେ ମଧ୍ୟ ଶୁକ୍ରବାର ୭୦୪ ଶ୍ରଦ୍ଧାଳୁ ମହାଦେବଙ୍କୁ ଦର୍ଶନ କରିଛନ୍ତି। ଜୁଲାଇ ୧ରୁ ଆରମ୍ଭ ହୋଇଥିବା ଅମରନାଥ ଯାତ୍ରା ଅଗଷ୍ଟ ୨ ପର୍ଯ୍ୟନ୍ତ ପ୍ରାୟ ୩.୪୩ଲକ୍ଷ ଶ୍ରଦ୍ଧାଳୁ ଦର୍ଶନ କରିସାରିଛନ୍ତି। ତେବେ ପ୍ରଶାସନର ଆଡଭାଇଜରି ପରେ ଘାଟିରୁ ଏବେ ସବୁ ଶ୍ରଦ୍ଧାଳୁ ନିରାଶ ହୋଇ ଘରକୁ ଫେରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri