୧୪ ଫୁଟ ଉଚ୍ଚରେ କିକ୍‌ କଲେ ତାଏକୋଣ୍ଡୋ ଖେଳାଳି: ଭିଡ଼ିଓ ଭାଇରାଲ

ସିଓଲ,୧।୨: ଦକ୍ଷିଣ କୋରିଆର ଜଣେ ତାଏକୋଣ୍ଡୋ ଖେଳାଳି ୧୪ ଫୁଟ ଉଚ୍ଚରେ ଡେଇଁ କିକ୍‌ କରିଛନ୍ତି। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୨୧ ବର୍ଷ ବୟସ୍କ ଯୁବକ ଓ୍ବନଜିନ୍‌ କିମ୍‌ ବିଶ୍ୱ ତାଏକୋଣ୍ଡୋ ଫେଷ୍ଟିଭାଲ୍‌ରେ ଏଭଳି କରିଛନ୍ତି। ଏହାର ୨୮ ସେକେଣ୍ଡର ଏକ ଭିଡ଼ିଓକୁ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଇଥିଲା। ଇତିମଧ୍ୟରେ ଏହି ଭିଡ଼ିଓକୁ ଏକ କୋଟିରୁ ଅଧିକ ଲୋକ ଦେଖିସାରିଲେଣି। କିମ୍‌ ପିଲା ଦିନୁ ଏଭଳି ଅଭ୍ୟାସ କରୁଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶାର ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୧୨।୧୨(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ତା’ର ଦ୍ୱିତୀୟ ବିଜୟ ହାସଲ କରିଛି। ବୁଧବାର ପୁଣେର ଶ୍ରୀ ଶିବ୍‌...

ଟି-୨୦ ବିଶ୍ୱକପ୍‌ ପାଇଁ ନିଜ ଦଳ ବାଛିଲେ ଗାଭାସ୍କର: ବଡ଼ ବଡ଼ ଖେଳାଳିଙ୍କୁ ଦେଲେ ବାଦ୍‌

ନୂଆଦିଲ୍ଲୀ,୮।୯: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ ପାଇଁ ବୁଧବାର ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯିବ। ଦଳ ଘୋଷଣା ପୂର୍ବରୁ ଏହା କୁହାଯାଉଛି ଯେ,...

ବାପାଙ୍କୁ ହରାଇଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୬।୯: ପୂର୍ବତନ ଭାରତୀୟ ଉଇକେଟ କିପର ପାର୍ଥିବ ପଟେଲଙ୍କ ବାପାଙ୍କ ରବିବାର ଦେହାନ୍ତ ଘଟିଛି। ପାର୍ଥିବ ଟୁଇଟ୍‌ କରି ପ୍ରଶଂସକମାନଙ୍କୁ ଏହି ଖବର ବିଷୟରେ ଜଣାଇଥିଲେ।...

‘ଲକ୍‌ଡାଉନ୍‌ ବିଶ୍ୱକପ୍‌ କ୍ୱାଲିଫାଇଂ ସମ୍ଭାବନାକୁ ପ୍ରଭାବିତ କରିଛି’

ଇମ୍ପାଲ,୨।୭(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଜାରି କରାଯାଇଥିବା ଲକ୍‌ଡାଉନ୍‌ ୨୦୨୧ ବିଶ୍ୱକପ୍‌ କ୍ୱାଲିଫାଇଂ ସମ୍ଭାବନାକୁ ପ୍ରଭାବିତ କରିଛି ବୋଲି ଭାରତୀୟ ମହିଳା ଜୁନିୟର ଦଳ ଅଧିନାୟକିକା...

ସାହାଣୀ କପ୍‌ ଫୁଟ୍‌ବଲ : ରାଉରକେଲା, ଦେବଗଡ଼, ଭୁବନେଶ୍ୱର, ବାଲେଶ୍ୱର ବିଜୟୀ

କଟକ ଅଫିସ, ୭ା୧୨- ବରଗଡ଼ ଓ ଢେଙ୍କାନାଳରେ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା(ଫାଓ) ଆନୁକୂଲ୍ୟରେ ଚାଲିଥିବା ୬୦ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ ଚାମ୍ପିୟନଶିପ...

ବିୟରର ନାମ ‘କରୋନା’

ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ୍‌ ଏବେ ବିଶ୍ୱର ସମସ୍ତ ଦେଶକୁ ଗ୍ରାସ...

ଗୋଟିଏ ଦୁଇଟି ନୁହେଁ ୬ ବିଷୟରେ ନେଟ୍‌ କ୍ୱାଲିଫାଏ କରି ରେକର୍ଡ କଲେ ଏହି ଯୁବକ: ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ପାଇଲେ ସ୍ଥାନ

କାନପୁର: ଗୋଟିଏ କିମ୍ବା ଦୁଇଟି ବିଷୟ ନୁହେଁ, ବରଂ ଛଅଟି ବିଷୟରେ ଜାତୀୟ ଯୋଗ୍ୟତା ପରୀକ୍ଷା(ନେଟ୍‌) ପରୀକ୍ଷା ପାସ କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ...

ରେଳ ଷ୍ଟେଶନରେ ଏମିତି ଗୀତରେ ଡ୍ୟାନ୍ସ କଲେ ଯୁବତୀ, ୟୁଜର୍ସ ହେଲେ ପାଗଳ

ସୋସିଆଲ ମିଡିଆରେ କ’ଣ କେତେବେଳେ ଭାଇରାଲ ହେଉଛି ତାହା କହି ହେଉ ନାହିଁ। ବର୍ତ୍ତମାନ ଏକ ରେଳଷ୍ଟେଶନରେ ଜଣେ ଯୁବତୀ ଡ୍ୟାନ୍ସ କରୁଥିବା ଭିଡିଓ ଭାଇରାଲ...

Advertisement
Archives

Model This Week