୧୪ ବର୍ଷ ପରେ ଛୋଟପରଦାକୁ ଫେରୁଛି ଶକ୍ତିମାନ

ଛୋଟପରଦାରେ ଏକଦା ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଥିଲା ‘ଶକ୍ତିମାନ’ ସିରିୟଲ୍‌। ବିଶେଷକରି ଏହା ପିଲାମାନଙ୍କର ବହୁ ପସନ୍ଦ ଆସିଥିଲା। ଏତେ ପସନ୍ଦ ଆସିଥିଲା ଯେ, ସେମାନେ ହୋମଓ୍ବାର୍କ ଛାଡ଼ି ଟିଭି ପାଖରେ ବସି ଯାଉଥିଲେ। ଏଥିରୁ ବହୁ କଥା ଶିଖିବାକୁ ବି ମିଳୁଥିଲା। ଉକ୍ତ ସିରିୟଲ ଦର୍ଶକଙ୍କ ହୃଦୟରେ ଏମିତି ଛାପ ଛାଡ଼ିଯାଇଛି, ଯାହାକୁ ଦେଖିବା ପାଇଁ ଦର୍ଶକ ପୁନର୍ବାର ଚାହିଁ ବସିଛନ୍ତି। ଶକ୍ତିମାନ ଭୂମିକାରେ ମୁକେଶ ଖାନ୍ନା ଅଭିନୟ କରୁଥିଲେ। ତାଙ୍କର ଅଭିନୟ ଦର୍ଶକଙ୍କୁ ଆଜି ପର୍ଯ୍ୟନ୍ତ ବାନ୍ଧି ରଖିଛି। ଏହି ସିରିୟଲ ଦୀର୍ଘ ୮ ବର୍ଷ ଧରି ଦର୍ଶକଙ୍କ ମନୋରଞ୍ଜନ କରିବା ପରେ ୨୦୦୫ରୁ ବନ୍ଦ ହୋଇଯାଇଥିଲା। ମୁଖ୍ୟ କଥା ହେଲା ଦୀର୍ଘ ୧୪ ବର୍ଷ ପରେ ଶକ୍ତିମାନ ସିରିୟଲ ଛୋଟପରଦାକୁ ପୁଣି ଆସୁଛି। ଏଥରକ ଏହାର ଆନିମେଶନ ସିରିଜ୍‌ ଦେଖିବାକୁ ମିଳିବ। ଏହାର ପୋଷ୍ଟର କିଛିଦିନ ତଳେ ଲଞ୍ଚ ହୋଇଥିବା ବେଳେ ସିରିଜ୍‌ ଟିଟି ପ୍ଲାଟ୍‌ଫର୍ମରେ ଏହା ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକଙ୍କ ଅନୁରୋଧ କ୍ରମେ ବଦଳିଲା ନିଷ୍ପତ୍ତି, ବଢ଼ିଲା ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ ଅବଧି

କଟକ,୧୮।୫(କାର୍ତ୍ତିକ ସାହୁ): ଜୁଲାଇ ପ୍ରଥମ ସପ୍ତାହରେ ହେବାକୁ ଥିବା ଚଳିତବର୍ଷର ମାଟ୍ରିକ୍‌ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ଓ ରାଜ୍ୟ ମୁକ୍ତ…

IPL Playoff Scenario: ପ୍ଲେଅଫ ପାଇଁ ଯୋଗ୍ୟତା ଅର୍ଜନ କଲେ ୩ ଟିମ୍‌; ଏବେ ୫ ଟିମ ମଧ୍ୟରେ ଫାଇନାଲ ସ୍ଥାନ ପାଇଁ ଲଢ଼େଇ

ନୂଆଦିଲ୍ଲୀ,୧୯।୫: ଆଇପିଏଲ ୨୦୨୬ ପ୍ଲେଅଫରେ ତିନୋଟି ଦଳ ପୂର୍ବରୁ ସେମାନଙ୍କର ସ୍ଥାନ ନିଶ୍ଚିତ କରିସାରିଛନ୍ତି। ସୋମବାର ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସକୁ ପରାସ୍ତ କରିବା ପରେ, ସନରାଇଜର୍ସ…

ବିସିସିଆଇ ଆର୍‌ଟିଆଇ ପରିସରଭୁକ୍ତ ନୁହେଁ, ପୂର୍ବ ନିର୍ଦ୍ଦେଶରୁ ଓହରିଲେ ସିଆଇସି

ନୂଆଦିଲ୍ଲୀ,୧୯ା୫(ପି.ଟି.): କ୍ରିକେଟ ପ୍ରଶାସନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ସର୍ବସାଧାରଣ କାର୍ଯ୍ୟକ୍ରମ ପରିଚାଳନା ଓ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରେ ଭାରତର ପ୍ରତିନିଧିତ୍ୱ ସତ୍ତ୍ୱେ ବିସିସିଆଇକୁ ଏକ ସର୍ବସାଧାରଣ ପ୍ରାଧିକରଣ ଭାବେ ବିବେଚନା…

ବଡ଼ ଟ୍ରେନ ଦୁର୍ଘଟଣା, ଲାଇନଚ୍ୟୁତ ହେଲା ୩ ବଗି

ଡେରାଡୁନ,୧୯।୫: ‘ଯୋଗ ନଗରୀ’ ଋଷିକେଶରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ, ଏକ ଟ୍ରେନର ତିନୋଟି ବଗି ଲାଇନଚ୍ୟୁତ ହୋଇଛି, ଯାହା ରେଳ ପ୍ରଶାସନ…

ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମ୍ଯଯା ଲାଗି ରହିଛି। ଡାକ୍ତର ଏବଂ…

ହର୍ମୁଜ୍‌ ପରିଚାଳନା କରିବ ଇରାନର ନୂଆ ସଂସ୍ଥା

ତେହରାନ୍‌,୧୯ା୫: ଇରାନ ବିରୋଧରେ ଆମେରିକା ଓ ଇସ୍ରାଏଲ୍‌ ଯୁଦ୍ଧ ଆରମ୍ଭ କରିବା ପରେ ଇନ୍ଧନ ପରିବହନର ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ତେହରାନ୍‌ ବନ୍ଦ କରି…

ଡିଜିଟାଲ ପ୍ଲାଟ୍‌ଫର୍ମରେ ପୁରୁଷଙ୍କ ଅପେକ୍ଷା ମହିଳା ଅଧିକ ସକ୍ରିୟ, ବିନିଯୋଗ କରୁଛନ୍ତି ୫୦%ରୁ ଅଧିକ ସମୟ

ନୂଆଦିଲ୍ଲୀ,୧୯।୫(ଆଇଏଏନ୍‌ଏସ୍‌): ଭାରତର ସହରାଞ୍ଚଳରେ ଡିଜିଟାଲ ବିପ୍ଳବର ମଙ୍ଗ ଏବେ ମହିଳାମାନଙ୍କ ହାତରେ। ବିଶେଷକରି ମନୋରଞ୍ଜନ, ମେସେଜିଂ, ଇ-କମର୍ସ ଏବଂ କ୍ୱିକ୍‌ କମର୍ସ ଭଳି କ୍ଷେତ୍ରରେ ପୁରୁଷଙ୍କ ତୁଳନାରେ…

ପେଟ୍ରୋଲ-ଡିଜେଲ ଦର ପୁଣି ବୃଦ୍ଧି, ପାଞ୍ଚ ଦିନରେ ଦ୍ବିତୀୟ ଥର ପାଇଁ ବଢ଼ିଲା

ନୂଆଦିଲ୍ଲୀ,୧୯।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି ଥରେ ବୃଦ୍ଧି ଘଟିଛି । ଏହା ଗତ ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମୂଲ୍ୟ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri