Posted inଜାତୀୟ

୧୪ ବର୍ଷ ପରେ ବାବୁଲାଲଙ୍କ ଘର ବାହୁଡ଼ା: ଭାଜପାରେ ଜେଭିଏମ୍‌ର ବିଲୟ

ରାଞ୍ଚି,୧୭।୨: ଝାଡ଼ଖଣ୍ଡର ପ୍ରଥମ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି ଦୀର୍ଘ ୧୪ ବର୍ଷ ପରେ ପୁଣି ଘର ବାହୁଡ଼ିଛନ୍ତି। ୨୦୦୬ରେ ସେ ଭାଜପାଠାରୁ ଅଲଗା ହୋଇ ନୂଆ ରାଜନୈତିକ ଦଳ ଝାଡ଼ଖଣ୍ଡ ବିକାଶ ମୋର୍ଚ୍ଚା(ଜେଭିଏମ୍‌) ଗଠନ କରିଥିଲେ। ୨୮ ମାସ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଡୋରି ଧରିବାପରେ ଦଳରେ ଲାଗି ରହିଥିବା କଳହ ଯୋଗୁ ବାବୁଲାଲ ଭାଜପା ଛାଡି ଏଭଳି କରିଥିଲେ। ତେବେ ନୂଆ ଦଳ ଗଠନ ପରେ ମଧ୍ୟ କୌଣସି ସଫଳତା ନ ମିଳିବାରୁ ସେ ଭାଜପାକୁ ଫେରିଆସିଛନ୍ତି। ଏହା ଦ୍ୱାରା ଭାଜପାରେ ଜେଭିଏମ୍‌ର ବିଲୟ ଘଟିଛି। ରାଞ୍ଚିରେ ଭାଜପା ପକ୍ଷରୁ ଆୟୋଜିତ ଏକ ମେଗା ଶୋରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ଉପାଧ୍ୟକ୍ଷ ଏମ୍‌ ମାଥୁରଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ନେପାଳରେ ଆକସ୍ମିକ ବନ୍ୟା: ୯୫ ମୃତ

କାଠମାଣ୍ଡୁ, ୨୭ା୮: ତିବ୍ବତ-ରସୁୱାଗଢ଼ି ସୀମାରୁ ୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଅସ୍ଥିର ପାହାଡ଼ ଧସିବା ଏବଂ ସୀମାନ୍ତରେ ଥିବା ଲେନ୍ଦେ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନେପାଳର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri