Posted inଜାତୀୟ

୧୪ ରାଜ୍ୟରୁ ୧୨୭ ସନ୍ଦିଗ୍ଧ ଆଇଏସ୍‌ ଗିରଫ: ଜାକିର ନାଇକଙ୍କ ଭାଷଣ ଶୁଣି ଆତଙ୍କବାଦୀ ସଂଗଠନ ଯୋଗାଯୋଗରେ ଥିଲେ

ନୂଆଦିଲ୍ଲୀ,୧୪।୧୦: ଇସଲାମିକ୍‌ ଧର୍ମ ଉପଦେଶକାରୀ ଜାକିର ନାଇକଙ୍କ ଭାଷଣ ଦ୍ୱାରା ପ୍ରେରିତ ହୋଇ ଆଇଏସ୍‌ ସହିତ ଯୋଗାଯୋଗରେ ଥିବା ୧୨୭ ସନ୍ଦିଗ୍ଧଙ୍କୁ ୧୪ ରାଜ୍ୟରୁ ଗିରଫ କରାଯାଇଛି। ଏନେଇ ଏନ୍‌ଆଇଏ ଆଇଜି ଅଶୋକ ମିତ୍ତଲ ସୂଚନା ଦେଇଛନ୍ତି। ସର୍ବାଧିକ ୩୩ ସନ୍ଦିଗ୍ଧଙ୍କୁ ତାମିଲନାଡୁରୁ ଗିରଫ କରାଯାଇଛି। ସେହିପରି ୧୯ ଜଣଙ୍କୁ ଉତ୍ତରପ୍ରଦେଶରୁ, ୧୭ ଜଣଙ୍କୁ କେରଳରୁ ଏବଂ ୧୪ ଜଣଙ୍କୁ ତେଲେଙ୍ଗାନାରୁ ଗିରଫ କରାଯାଇଛି। ତାମିଲନାଡୁ ଏବଂ କେରଳରୁ ଗିରଫ ହୋଇଥିବା ସନ୍ଦିଗ୍ଧ ପଚରା ଉଚରା ସମୟରେ କହିଥିଲେ ଯେ, ସେମାନେ ଶ୍ରୀଲଙ୍କାରେ ଇଷ୍ଟର ସଣ୍ଡେରେ ହୋଇଥିବା ସିରିଜ୍‌ ବିସ୍ଫୋରଣର ମାଷ୍ଟର ମାଇଣ୍ଡ୍‌ ଜାହରାନ୍‌ ହାଶିମ୍‌ଙ୍କ ଭାଷଣ ଭିଡ଼ିଓ ଦେଖିଥାନ୍ତି। ସେମାନେ ଆଇଏସ୍‌ ସଂଗଠନ ଯୋଗାଯୋଗରେ ଥିବା ମିତ୍ତଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ କିଣିବ ୨୧ ମିଗ୍‌, ୧୨ ସୁଖୋଇ

ନୂଆଦିଲ୍ଲୀ,୧୮।୧: ଦେଶର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଭାରତ ୨୧ଟି ମିଗ୍‌-୨୯ ଏବଂ ୧୨ ସୁଖୋଇ-୩୦ ଯୁଦ୍ଧ ବିମାନ ରୁଷ୍‌ଠାରୁ କିଣିବ। ଏନେଇ ସୁରକ୍ଷା...

ସ୍ବତନ୍ତ୍ର ପାର୍ବତ୍ୟାଞ୍ଚଳ ବାହିନୀ ମୁତୟନ କଲା ଭାରତ

ନୂଆଦିଲ୍ଲୀ,୨୩ା୬: ଭାରତ-ଚାଇନା ମଧ୍ୟରେ ଥିବା ୩,୪୮୮ କିଲୋମିଟର ଦୀର୍ଘ ପ୍ରକୃତ ନିୟନ୍ତ୍ରଣ ରେଖାରେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ସୈନ୍ୟଙ୍କ ଅନୁପ୍ରବେଶକୁ ରୋକିବା ଲାଗି ଭାରତ...

ବିବାଦରେ ରାହୁଲଙ୍କ ଲଣ୍ଡନ ଯାତ୍ରା

ନୂଆଦିଲ୍ଲୀ,୨୫।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନିକଟରେ ବ୍ରିଟେନ ଗସ୍ତରେ ଯାଇଛନ୍ତି। ସେ ଲଣ୍ଡନର କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଆଇଡିଆ ଫର୍‌ ଇଣ୍ଡିଆ ସମ୍ମିଳନୀରେ ଯୋଗ ଦେଇଛନ୍ତି।...

ଶାହାବୁଦ୍ଦିନ ଚୁପ୍ପୁ ବାଂଲାଦେଶ ରାଷ୍ଟ୍ରପତି ନିର୍ବାଚିତ

ଢାକା,୧୫।୨: ପୂର୍ବତନ ବିଚାରପତି ତଥା ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ଶାହାବୁଦ୍ଦିନ ଚୁପ୍ପୁ ନିର୍ଦ୍ୱନ୍ଦ୍ୱରେ ବାଂଲାଦେଶର ୨୨ତମ ରାଷ୍ଟ୍ରପତି ନିର୍ବାଚିତ ହୋଇଥିବା ମୁଖ୍ୟ ନିର୍ବାଚନ କମିଶନର କାଜି...

ଆତ୍ମସମର୍ପଣ ପାଇଁ ସମୟ ମାଗିଲେ ସିଦ୍ଧୁ

ନୂଆଦିଲ୍ଲୀ,୨୦।୫: ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସୁପ୍ରିମକୋର୍ଟ ଗୁରୁବାର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟ ନବଜୋତ ସିଂ ସିଦ୍ଧୁଙ୍କୁ ଏକ...

୨୨ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ସୋମବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨୨ ଲକ୍ଷ ୧୫ ହଜାର...

କଂଗ୍ରେସକୁ ଝଟ୍‌କା: ଟିଏମ୍‌ସିରେ ଯୋଗଦେଲେ ପୂର୍ବତନ ରାଷ୍ଟ୍ରପତିଙ୍କ ପୁଅ

କୋଲକାତା,୫।୭: ପଶ୍ଚିମ ବଙ୍ଗରେ ନିଜର ଅସ୍ତିତ୍ୱ ହରାଉଥିବା କଂଗ୍ରେସକୁ ଆଉ ଏକ ଝଟ୍‌କା ଲାଗିଛି। ପୂର୍ବତନ ରାଷ୍ଟ୍ରପତି ତଥା ସ୍ବର୍ଗତ ନେତା ପ୍ରଣବ ମୁଖାର୍ଜୀଙ୍କ ପୁଅ...

୭ ଭ୍ୟାକ୍ସିନ ନିର୍ମାତାଙ୍କ ସହ ମୋଦିଙ୍କ ବୈଠକ: ପୁନାୱାଲା ବି ସାମିଲ

ନୂଆଦିଲ୍ଲୀ,୨୩ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ୭ ଭ୍ୟାକ୍ସିନ ନିର୍ମାତାଙ୍କ ସହ କଥା ହୋଇଛନ୍ତି । ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ(ଏସ୍‌ଆଇଆଇ)ର ସିଇଓ...

Advertisement
Archives

Model This Week