୧୪ ହସ୍ପିଟାଲ, ସପିଂ ମଲକୁ ନୋଟିସ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୧୪ଟି ହସ୍ପିଟାଲ ଓ ସପିଂ ମଲକୁ ବିଡିଓ ପକ୍ଷରୁ ନୋଟିସ ଜାରି କରାଯାଇଛି। ବିଜ୍ଞପ୍ତି ପରେ ବି ବେଆଇନ ପାର୍କିଂ ଫି’ ଆଦାୟ ଅଭିଯୋଗରେ ଏହି ନୋଟିସ ଜାରି କରାଯାଇଛି। ନିର୍ଦ୍ଧାରିତ ପାର୍କିଂ ଏରିଆକୁ ଖାଲି ରଖିବାକୁ ନୋଟିସରେ ନିର୍ଦ୍ଦେଶ ଦିଆଯାଇଛି। ପାର୍କିଂ ଏରିଆକୁ ଅନ୍ୟ କାମରେ ବ୍ୟବହାର କରାଯାଉଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍‌…

‘ମୁଁ ଆତ୍ମହତ୍ୟା କରିଦେବି….’ନିର୍ବାଚନ କମିଶନରଙ୍କୁ ଘରକୁ ଡକାଇ ଏଭଳି କହିଥିଲେ ମନମୋହନ ସିଂ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୨।୭: ୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ ଦଶ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିବା ମନମୋହନ ସିଂଙ୍କ ସମ୍ପର୍କରେ ଏକ ଆକର୍ଷଣୀୟ କାହାଣୀ ସାମ୍ନାକୁ ଆସିଛି।…

ମୋବାଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର…

ସଚିନ ତେନ୍ଦୁଲକରଙ୍କ ପରେ ଏବେ ବିରାଟଙ୍କ ପାଳି; ଇତିହାସ ରଚିବା ଲକ୍ଷ୍ୟରେ ବିରାଟ

ନୂଆଦିଲ୍ଲୀ,୧୨।୭: ଟି-୨୦ ସିରିଜରେ କ୍ଲିନ ସୁଇପ ପରେ, ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ୧୪…

Watch: ଦଳରୁ ବାଦ ପଡିବା ପରେ ଭୋ ଭୋ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ, ସମ୍ଭାଳିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୨।୭: ସାଉଥାମ୍ପଟନରେ ଅନୁଷ୍ଠିତ ତୃତୀୟ ଟି-୨୦ ମ୍ୟାଚ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନଥିଲା; ବରଂ ସଞ୍ଜୁ ସାମସନ ଦଳକୁ ଫେରିଥିଲେ। ତଥାପି, ଫଳାଫଳ…

ଆସନ୍ତା ବର୍ଷ ଚାଲିବ ଭାରତର ପ୍ରଥମ ବୁଲେଟ ଟ୍ରେନ; ଘୋଷଣା ହେଲା ନୂଆ ରୁଟ

ନୂଆଦିଲ୍ଲୀ,୧୨।୭: ଭାରତରେ ଖୁବଶୀଘ୍ର ବୁଲେଟ ଟ୍ରେନ ଟ୍ରାକରେ ଦୌଡିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଘୋଷଣା କରିଛନ୍ତି ଯେ ମୁମ୍ବାଇ ଏବଂ ଅହମଦାବାଦ ମଧ୍ୟରେ ପ୍ରଥମ…

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri