୧୫ରୁ ଜାତୀୟ ଫୁଟବଲ ଟୁର୍ନାମେଣ୍ଟ

ଢେଙ୍କାନାଳ ଅଫିସ,୨୬ା୮- ଆସନ୍ତା ସେପ୍ଟେମ୍ବର ୧୫ ତାରିଖଠାରୁ ଢେଙ୍କାନାଳ ଷ୍ଟାଡିୟମଠାରେ ଜାତୀୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ କରାଯିବ। ଏ ସଂକ୍ରାନ୍ତରେ ସୋମବାର ମଧ୍ୟାହ୍ନ ୧୨ଟାରେ ଢେଙ୍କାନାଳ ଜିଲା କ୍ରୀଡ଼ା ସଂସଦ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏମ୍‌ପି ମହେଶ ସାହୁ ଏଥିରେ ଯୋଗଦେଇ ପ୍ରତିଯୋଗିତାକୁ ସଫଳ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଏ ସମ୍ପର୍କରେ ସଂସଦର ସଭାପତି ତଥା ଜିଲାପାଳଙ୍କୁ ଅବଗତ କରାଇ ଏକ ଗର୍ଭନିଂ ବଡ଼ି ବୈଠକ ଡାକିବା ପାଇଁ ସମ୍ପାଦକଙ୍କୁ ଦାୟିତ୍ୱ ଦିଆଯାଇଥିଲା। ଏହା ପରେ କ୍ରୀଡ଼ା ପ୍ରେମୀମାନଙ୍କୁ ନେଇ ଏକ ବୈଠକ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ପୂର୍ବରୁ ବିଧାୟକ ସୁଧିର କୁମାର ସାମଲଙ୍କ ସହିତ ଏକ ଆଲୋଚନା ବୈଠକ ହୋଇଥିଲା ା ଜିଲା କ୍ରୀଡା ସଂସଦର ସାଧାରଣ ସମ୍ପାଦକ ବୈଠକ ପରିଚାଳନା କରିବା ସହିତ ସମସ୍ତଙ୍କର ମତାମତ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri