୧୫୦ କୋଟି କ୍ଲବରେ ‘ଭାରତ’

ଇଦ୍‌ ଅବସରରେ ରିଲିଜ୍‌ ହୋଇଥିବା ସୁପରଷ୍ଟାର ସଲମାନ ଖାନ୍‌ଙ୍କ ଫିଲ୍ମ ‘ଭାରତ’ ଦେଢଶହ କୋଟି କ୍ଲବରେ ସାମିଲ ହୋଇଛି। ସାଉଥ କୋରିୟାନ ବ୍ଳକବଷ୍ଟର ଫିଲ୍ମର ହିନ୍ଦୀ ରିମେକ ‘ଭାରତ’ ଦେଶର ୪୦୦୦ ସିନେମା ଘରେ ପ୍ରଦର୍ଶିତ ହୋଇଥିବାବେଳେ ପ୍ରଥମ ସପ୍ତାହରେ ୧୫୦ କୋଟି ଟଙ୍କା ଆୟ କରିଛି। ଏହି ଫିଲ୍ମରେ ସଲମାନଙ୍କ ସହ କ୍ୟାଟ୍ରିନା କୈଫ ଲିଡ ରୋଲରେ ଅଛନ୍ତିା ଦିଶା ପଟାନୀଙ୍କୁ ବି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିଛି। ଅଲ୍ଲୀ ଅବାସଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ବକ୍ସ ଅଫିସରେ ବହୁ ରେକର୍ଡ ଭାଙ୍ଗିଛି। ଫିଲ୍ମରେ ସଲମାନଙ୍କୁ ସମ୍ପୂର୍ଣ୍ଣ ନୁଆ ଲୁକରେ ଦେଖିବାକୁ ପାଇଛନ୍ତି ଦର୍ଶକ। ଫିଲ୍ମରେ ସଲମାନଙ୍କ ସହ , କ୍ୟାଟ୍ରିନା, ଜାକି ଶ୍ରଫ, ଦିଶା ପଟାନୀ, ନୋରା ଫତେହି, ସୁନୀଲ ଗ୍ରୋଭର ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ…

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri