Posted inଜାତୀୟ

୧୫୦ ବର୍ଷର ପୁରୁଣା ସ୍କୁଲରେ ଟ୍ରେନ୍‌ ବଗିରେ ପାଠପଢ଼ିବେ ପିଲା

ମଦୁରାଇ,୧୮।୬: ୟୁକେର ଶିକ୍ଷା ବ୍ୟବସ୍ଥାର ଶୈଳୀ ଭଳି ଭାରତରେ ମଧ୍ୟ ପାଠପଢ଼ାକୁ ମଜାଳିଆ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଟ୍ରେନ୍‌ର ଖେଳନା ହେଉ କି ସତରେ ଏହାକୁ ଦେଖିବା ପାଇଁ ପିଲାମାନେ ବହୁତ ଭଲ ପାଆନ୍ତି। ଛୁଆମାନଙ୍କୁ ପାଠପଢ଼ା ପ୍ରତି ଆକୃଷ୍ଟ କରିବା ପାଇଁ ଚେନ୍ନାଇର ମଦୁରାଇରେ ଥିବା ୧୫୦ ବର୍ଷର ପୁରୁଣା ସ୍କୁଲକୁ ଏକ ଟ୍ରେନ୍‌ ଭଳି ଡିଜାଇନ୍‌ କରାଯାଇଛି। ଉଚ୍ଚତମ ମାଧ୍ୟମିକ ସ୍କୁଲରେ ୨ହଜାରରୁ ଊର୍ଦ୍ଧ୍ୱ ପିଲା ପାଠ ପଢ଼ୁଥିବା ବେଳେ କେବଳ ପ୍ରାଇମେରି ବିଭାଗରେ ଶହେ ଜଣ ଛାତ୍ରୀଛାତ୍ର ରହିଛନ୍ତି। ଚଳିତ ଥର ସ୍କୁଲରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇଁ ଆଡମିଶନ୍‌ରେ କିଛି ପରିବର୍ତ୍ତନ କରାଯାଇଛି। ପିଲାଙ୍କ ପାଇଁ ସ୍କୁଲର କୋଠରୀଗୁଡ଼ିକୁ ଟ୍ରେନ୍‌ ବଗିର ରୂପ ଦିଆଯାଇଛି। ଯାହାକୁ ଦେଖିଲେ ଲାଗିବ ଟ୍ରେନ୍‌ଟି ମଦୁରାଇରୁ ଚେନ୍ନାଇକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା କର୍ମୀଙ୍କ ଘରେ ଭୋଜନ କରିବାରୁ ଶାହାଙ୍କୁ ଟାର୍ଗେଟ କଲେ ବଲିଉଡ୍‌ ଅଭିନେତ୍ରୀ

ନୂଆଦିଲ୍ଲୀ,୨୭।୧: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ଦିଲ୍ଲୀର ଭାଜପା ମୁଖ୍ୟ ମନୋଜ ତିଓ୍ବାରୀଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।...

ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ଉପଶମ ସହିତ କିଡ୍‌ନୀ ଏବଂ ଲିଭର ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ପାଣିରୁ ଗ୍ଲାସେ…

ପ୍ରତିଦିନ ସକାଳେ ହଳଦି ପାଣି ପିଇଲେ ବହୁ ଫାଇଦା ମିଳିଥାଏ । ହଳଦି ପାଣିରେ କରକ୍ୟୁମିନ୍‌ ଅଧିକ ଥିବାରୁ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଉପଶମ କରିବାରେ ଏହା...

ସାଇକେଲରେ ଉପମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୧୪।୧୧: ରାଜଧାନୀ ଦିଲ୍ଲୀ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ନେଇ ସଚେତନତା ସୃଷ୍ଟି କରିବା ଲାଗି ଉପମୁଖ୍ୟମନ୍ତ୍ରୀ ମନିଶ ସିସୋଦିଆ ରବିବାର ସାଇକେଲ ରାଲିରେ ଯୋଗ...

କୃଷକଙ୍କ ପକ୍ଷରୁ ଦେଶବ୍ୟାପୀ ୪ ଘଣ୍ଟିଆ ରେଳ ରୋକ ଆନ୍ଦୋଳନ

ନୂଆଦିଲ୍ଲୀ,୧୮ ।୨: କୃଷକ ସଙ୍ଗଠନ ପକ୍ଷରୁ ଗୁରୁବାର ଦେଶବ୍ୟାପୀ ୪ ଘଣ୍ଟିଆ ରୋଳରୋକ ଆନ୍ଦୋଳନ ଡାକରା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ...

ଆଇପିଏସ୍‌ ଅଧିକାରୀଙ୍କୁ ବିବାହ କରିବେ ଏଏପି ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ଏଏପି ବିଧାୟକ ହରଜୋତ ସିଂ ବେନ୍‌ସ ବିବାହ ବନ୍ଧନରେ ବାନ୍ଧି ହେବେ। ସେ ଆଇପିଏସ୍‌ ଅଧିକାରୀ ଜ୍ୟୋତି ଯାଦବଙ୍କୁ ଏହି ମାସ ଶେଷ ସୁଦ୍ଧା...

ଜେଲ୍‌ରୁ ମୁକୁଳିଲେ ହନିପ୍ରୀତ୍‌

ପଞ୍ଚକୁଲା, ୭ା୧୧(ଆଇଏଏନ୍‌ଏସ୍‌): ଜେଲ୍‌ରେ ଥିବା ଡେରା ସଚ୍ଚା ସୌଦା ମୁଖ୍ୟ ହର୍‌ମିତ୍‌ ରାମରହିମ୍‌ ସିଂଙ୍କ ପାଳିତା କନ୍ୟା ହନିପ୍ରୀତ୍‌ ଇନ୍‌ସାନ୍‌ଙ୍କୁ ବୁଧବାର ଅମ୍ବାଲା କେନ୍ଦ୍ରୀୟ ଜେଲ୍‌ରୁ...

ମେଡ ଇନ୍ ଇଣ୍ଡିଆର ଦମ୍ : ଆଣ୍ଟି ବିକିରଣ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, ୯ ।୧୦: ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଂଗଠନ ବା ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେଶନ(ଡିଆର୍‌ଡିଓ) ପୁଣିଥରେ ଇତିହାସ ରଚିଛି । ଭାରତ...

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୧୫।୭: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦ୍ୱିଗୁଣ ସୁବିଧା ପାଇବାକୁ ଯାଉଛନ୍ତି। ୨୮ ପ୍ରତିଶତ ମହଙ୍ଗା ଭତ୍ତା ପରେ ଏବେ ଘର ଭଡା ଅର୍ଥାତ୍‌ ସରକାରୀ କର୍ମଚାରୀଙ୍କ...

Advertisement
Archives

Model This Week