Posted inଜାତୀୟ

୧୫୦ ବର୍ଷ ପୁରୁଣା ବରଗଛର ରହିଛି ୨ ଶହ ଶାଖା: ଇଂରେଜ ଏଠାରେ କରୁଥିଲେ ନୀଳ ଚାଷ

ପାଟନା,୨୯।୭: ବିହାର ଗୋପାଳଗଞ୍ଜରେ ରହିଛି ୧୫୦ ବର୍ଷ ପୁରୁଣା ବରଗଛ। ଏହାର ୨ ଶହ ଶାଖା ରହିଛି। ବରଗଛ ଏକ ବିଘା ଅର୍ଥାତ୍‌ ୧୪ ହଜାର ୪ଶହ ବର୍ଗ ଫୁଟ ପରିମିତ ଅଞ୍ଚଳରେ ଏହାର ଶାଖା ମେଲାଇଛି। ସ୍ଥାନୀୟ ବୈକୁଣ୍ଠପୁର ଅଞ୍ଚଳର ରାଜାପଟ୍ଟୀ କୋଠାସ୍ଥିତ ସୋନାସତୀ ମନ୍ଦିର ନିକଟରେ ଏହି ବରଗଛ ରହିଛି। ଏଠାକାର ତାପମାତ୍ରା କମ୍‌ ରହୁଥିବାରୁ ଇଂରେଜମାନେ ଏଠାରେ ନୀଳ ଚାଷ କରିବା ପାଇଁ ସମଗ୍ର ଅଞ୍ଚଳକୁ ସରଂକ୍ଷିତ କରିଥିଲେ। ଏବେ ଏହି ଅଞ୍ଚଳ ଏକ ଐତିହାସିକ ସ୍ଥଳର ମାନ୍ୟତା ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ସେନଗାରଙ୍କ ବିରୋଧରେ କେସ୍‌ ଲଢ଼ୁଥିବା ଓକିଲ ମହେନ୍ଦ୍ର

ଉନ୍ନାଓ,୩୦।୧୧: ଉତ୍ତରପ୍ରଦେଶ ଉନ୍ନାଓ ବଳାତ୍କାର ମାମଲାରେ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେନଗାରଙ୍କ ବିରୋଧରେ କେସ୍‌ ଲଢ଼ୁଥିବା ଓକିଲ ମହେନ୍ଦ୍ର ସିଂହ ମାଖିଙ୍କ ପରଲୋକ ଘଟିଛି।...

ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ପ୍ରକାଶ: ୧୯ ଲକ୍ଷ ୬ ହଜାର ୬ଶହ ୫୭ଙ୍କ ନାମ ନାହିଁ

ଗୁଆହାଟୀ,୩୧।୮: ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ଶନିବାର ପ୍ରକାଶ ପାଇଛି। ତାଲିକାରେ ୩ କୋଟି ୧୧ ଲକ୍ଷ ୨୧ ହଜାର ୪ ଜଣଙ୍କୁ ସାମିଲ୍‌ କରାଯାଇଛି।...

ଏନ୍‌ଆର୍‌ସିରୁ ଧ୍ୟାନ ହଟାଇବାକୁ ବଳାତ୍କାର, ଏନ୍‌କାଉଣ୍ଟର, ପିଆଜ ମାରାତ୍ମକ ଯୋଜନା: ବିଶାଲ

ମୁମ୍ବାଇ,୯।୧୨: ବଲିଉଡ୍‌ ସିଙ୍ଗର ତଥା ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନି କିଛି ନା କିଛି ବିବାଦୀୟ ବୟାନ ପାଇଁ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ...

ପାର୍ଲାମେଣ୍ଟରେ ରିପୋର୍ଟ ଚିରିବା ଘଟଣା: ଟିଏମ୍‌ସି ଏମ୍‌ପି ରାଜ୍ୟ ସଭାରୁ ନିଲମ୍ବିତ

ନୂଆଦିଲ୍ଲୀ,୨୩।୭: ପେଗାସସ ମାମଲାକୁ ନେଇ ଉଠିଥିବା ଝଡ ପାର୍ଲାମେଣ୍ଟକୁ ଏକପ୍ରକାର ଅଚଳ କରିଦେଇଛି। ଏସବୁ ଭିତରେ ପାର୍ଲାମେଣ୍ଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଥିଲା। ରାଜ୍ୟ...

ସ୍ଥଳସେନାର ଉପମୁଖ୍ୟ ଦାୟିତ୍ୱ ନେଲେ ଚଣ୍ଡୀ ପ୍ରସାଦ

ନୂଆଦିଲ୍ଲୀ,୧।୨: ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତି ସୋମବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରୀୟ ଇଣ୍ଡିୟାନ ମିଲିଟାରି...

ନିର୍ବାଚନରେ ମୋଦିଙ୍କ ପ୍ରସ୍ତାବକ ଥିବା ଡମ ରାଜାଙ୍କ ପରଲୋକ

ବାରାଣସୀ,୨୫।୮: ଉତ୍ତରପ୍ରଦେଶ ବାରଣାସୀ ନିର୍ବାଚନୀ ମଣ୍ଡଳୀର ଏମ୍‌ପି ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରସ୍ତାବକ ଥିବା କାଶୀର ଡୋମ ରାଜା ଜଗଦୀଶ ଚୌଧୁରୀଙ୍କ ପରଲୋକ ଘଟିଛି।...

ବିବାହ ପାଇଁ ଏଠାରେ ଚୋରି କରୁଛନ୍ତି ଅବିବାହିତ ଯୁବକ

ରାୟପୁର,୨୯।୫: ଛତିଶଗଡ଼ରେ ବିବାହଯୋଗ୍ୟ ଯୁବକ ଚୋରି କରିବାକୁ ବାଧ୍ୟ ହେଉଛନ୍ତି। ସ୍ଥାନୀୟ ଆଦିବାସୀ ବହୁଳ ସରଗୁଜା, ଜଶପୁର ଆଦି ଜିଲାରେ ବାସକରୁଥିବା ନଟ ସମ୍ପ୍ରଦାୟରେ ଅବିବାହିତ...

ସିବିଆଇ ସମ୍ମୁଖରେ ୧୪ ବଡ଼ ପ୍ରଶ୍ନ

ନୂଆଦିଲ୍ଲୀ, ୨୦ା୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ତଦନ୍ତ ସିବିଆଇ କରିବ ବୋଲି ସୁପ୍ରିମକୋର୍ଟ ବୁଧବାର ସ୍ପଷ୍ଟ କରିଛନ୍ତି। ଅଗଷ୍ଟ ୨୦ରୁ...

Advertisement
Archives

Model This Week