୧୫ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୨୮୬ ଜଣଙ୍କ ସ୍ବାବ୍‌ ସଂଗ୍ରହ

ରାଜନଗର,୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବିଭିନ୍ନ ପଞ୍ଚାୟତର ୧୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ ୫ ଦିନରେ ୧୮୬ ଜଣଙ୍କର ସ୍ବାବ୍‌ ଟେଷ୍ଟ୍‌ ପାଇଁ ସଂଗ୍ରହ କରାଯାଇଛି। ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଏହି ନମୁନା ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେପରୁଆ ଚାଳନା: କାର ଧକ୍କାରେ ୪ଗୁରୁତର

ପୁରୁଣାକଟକ, ୧୫।୫(ଡି.ଏନ.ଏ.)- ବୌଦ୍ଧ ଜିଲା ୫୭ନଂ. ଜାତୀୟ ରାଜପଥର ପୁରୁଣାକଟକ ହାଇସ୍କୁଲ ନିକଟରେ ମଙ୍ଗଳବାର ରାତିରେ  ଏକ କାର ଧକ୍କାରେ ୪ଜଣ ଗୁରୁତର ଆହତ ହୋଇଛନ୍ତି।...

ଆନ୍ଧ୍ର ସୀମାରେ ୧୦୦୦ ଲୋକ

ଅମରାବତୀ,୨୭ା୩ (ପି.ଟି.): ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରୁ ଫେରିଥିବା ୧୦୦୦ରୁ ଊର୍ଦ୍ଧ୍ୱ ଲୋକ ବୁଧବାର ଅପରାହ୍ନରୁ ଗରିକାପାଡୁ ଚେକ୍‌ପୋଷ୍ଟରେ ଅଟକି ରହିଛନ୍ତି। କରୋନା ସଂକ୍ରମଣ ଭୟରେ ଆନ୍ତଃରାଜ୍ୟ...

ଘେରିବନ୍ଧରୁ ୫୦ ଫୁଟର ପଥର ପ୍ୟାକିଂ ଖସିଲା

ରାଜନଗର, ୧୭ା୯(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗରର ଅନ୍ୟତମ ପ୍ରମୁଖ ଲୁଣା ଘେରିବନ୍ଧ ରଙ୍ଗଣୀ ସର୍କିଟ୍‌ ପ୍ରତି ବିପଦ ସୃଷ୍ଟି ହୋଇଛି। ରଙ୍ଗଣୀ ସର୍କିଟ୍‌ର ପ୍ରଭାତି ନିକଟରେ...

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଛୁଇଁଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ) – ରାଜ୍ୟରେ ପୁଣି ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଁଚିଛି। ଏ ସମ୍ପର୍କରେ ଗୁରୁବାର ରାଜ୍ୟ...

ଲାଞ୍ଜିଗଡ଼, ନର୍ଲାରେ ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଲାଞ୍ଜିଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଦିଶରି ଆଗୁଆ ରହିଛନ୍ତି। ସେହିପରି ନର୍ଲା ବିଧାନସଭାରେ ବିଜେଡିର ଭୂପିନ୍ଦର ସିଂ ଆଗରେ ଥିବା ସୂଚନା...

ଚକା ପମ୍ପଚର ଅଛି କହି ଅଧା ରାସ୍ତାରେ ଶ୍ରମିକଙ୍କୁ ଛାଡି ଚାଲିଗଲା ବସ୍‌

ଜି.ଉଦୟଗିରି,୧୦।୬(ଡି.ଏନ.ଏ.)-ପଞ୍ଜାବ ଲୁଧିୟନାରୁ ରାୟଗଡା କାଶୀପୁରକୁ ୨୦ଜଣ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ବସ୍‌ ବୁଧବାର କାଳିଙ୍ଗା ଜି. ଉଦୟଗିରି ମଝି ରାସ୍ତାରେ ଛାଡି ପଳାଇଛି। ଚକା...

ନାହିଁ ନାହିଁରେ ଚାଲିଛି ସଂସ୍କୃତ ମହାବିଦ୍ୟାଳୟ

ପାରଳାଖେମୁଣ୍ଡି, ୧୩ା୧୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିଠାରେ ୧୯୧୫ରେ ଓଡ଼ିଶା ପ୍ରାଚୀନତମ ସଂସ୍କୃତ ମହାବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ଏହି ମହାବିଦ୍ୟାଳୟ ଓଡ଼ିଶାର ପ୍ରଥମ ସଂସ୍କୃତ ମହାବିଦ୍ୟାଳୟ ଭାବେ ବେଶ୍‌ ଜଣାଶୁଣା। ଶିକ୍ଷା...

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ରାଜପଥ ଉପରେ ଧାନ ଗଦା କଲେ ଚାଷୀ

ବରଗଡ ଅଫିସ,୨୧।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ...

Advertisement
Archives

Model This Week