୧୫ ଜିଲାରୁ ୧୩୭ କରୋନା ପଜିଟିଭ, ପଶ୍ଚିମବଙ୍ଗରୁ ଫେରିଥିବା ଆଉ ୯ ଅଗ୍ନିଶମ କର୍ମଚାରୀ ଆକ୍ରାନ୍ତ

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ସୋମବାର ୧୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୭ଜଣ ୧୫ଟି ଜିଲାର। ସେହିପରି ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ୍‌’ ମୁକାବିଲା ସାରି ଫେରିଥିବା ୯ଜଣ ଅଗ୍ନିଶମ ବିଭାଗ କର୍ମଚାରୀ ଆକ୍ରାନ୍ତ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏଥିମଧ୍ୟରୁ ୧୨୮ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮ ଲୋକାଲ କେସ୍‌ ରହିଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫କୁ ବୃଦ୍ଧି ପାଇଛି। ତେବେ ସେଥିରୁ ୨୭୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୩୩ ଆକ୍ଟିଭ କେସ୍‌ ରହିଛି। ସେହିପରି କରୋନା ସଂକ୍ରମଣରେ ୧୧ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri