୧୫ ଦାଦନ ଦଲାଲଙ୍କୁ ଗିରଫ କଲା କଳାହାଣ୍ଡି ପୋଲିସ

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ୯ଟି ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ୧୫ ଦାଦନ ଦଲାଲଙ୍କୁ ଗିରଫ କରିଛି। ଜିଲାରେ ଦାଦନ ଦଲାଲ ଅଧିକ ସକ୍ରିୟ ଥିବା ଖବର ଏସ୍‌ପି ବାତୁଲା ଗଙ୍ଗାଧରଙ୍କ ନିକଟରେ ପହଞ୍ଚତ୍ବା ପରେ ତୁରନ୍ତ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭିନ୍ନ ଥାନାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଅନୁଯାୟୀ ଭବାନୀପାଟଣା ସଦରଥାନା, ଧର୍ମଗଡ଼, ଜୟପାଟଣା, କୋକସରା, ଗୋଲାମୁଣ୍ଡା, ଜୁନାଗଡ଼, କେଗାଁ ଥାନା ପକ୍ଷରୁ ଦାଦନ ଦଲାଲମାନଙ୍କୁ କାବୁ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଥିଲା।
କେଗାଁ ଥାନା ଅଞ୍ଚଳରୁ ସର୍ବାଧିକ ୭ ଶ୍ରମିକ ଦଲାଲକୁ ପୋଲିସ ଗିରଫ କରିଥିବା ବେଳେ କେସିଙ୍ଗା ଅଞ୍ଚଳରୁ ୨ ଦଲାଲ, ଭବାନୀପାଟଣା ସଦରଥାନା, ଧର୍ମଗଡ, ଜୟପାଟଣା, କୋକସରା, ଗୋଲାମୁଣ୍ଡା ଓ ଜୁନାଗଡ଼ ଅଞ୍ଚଳରୁ ଜଣେ ଲେଖାଏ ଦଲାଲଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପକ୍କା ରାସ୍ତା ନିର୍ମାଣ ପାଇଁ ଶିଳାନ୍ୟାସ

ବଇଣ୍ଡା,୧।୧୦(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ କୁର୍ତ୍ତିବାସପୁର ପଞ୍ଚାୟତ ବରପଦାଠାରୁ କରଡ଼ାବାହାଳି ୨ କିମି ରାସ୍ତାକୁ ସ୍ଥାୟୀ ପକ୍କା ରାସ୍ତା ନିର୍ମାଣ କରାଯିବ। ଏ ନେଇ ପୂର୍ତ୍ତବିଭାଗ ପକ୍ଷରୁ ୨...

ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

କାକଟପୁର,୩।୯(ଡି.ଏନ୍‌.ଏ.): ଦୀର୍ଘବର୍ଷ ପୂର୍ବେ ରାଜ୍ୟ ସରକାର ବସ ଯାତ୍ରୀମାନଙ୍କର ସୁବିଧା ପାଇଁ ପୂର୍ତ୍ତବିଭାଗ କାକଟପୁର ବ୍ଲକର ସୋମନାଥପୁର ଛକ, କଲେଜ ଛକ, ତହସିଲ ଛକ ଓ...

ପୋଲିସ ଗୁଳିରେ ମାଓବାଦୀ ନିହତ

ଖପ୍ରାଖୋଲ,୨୭।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗନ୍ଧମାର୍ଦ୍ଦନ ପାହାଡ଼ରେ ଶନିବାର ସନ୍ଧ୍ୟାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସନ୍ଧ୍ୟାରେ ଖପାଖୋଲ...

ମୃତ ଶିଶୁ ଜନ୍ମ ପରେ ନାବାଳିକା ଛାତ୍ରୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ ଅଫିସ ଘେରିଲା ଭାଜପା ଯୁବ ମୋର୍ଚ୍ଚା

ଫୁଲବାଣୀ ଅଫିସ, ୧୭ା୧୦: ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ରାଙ୍ଗାପାଜୁ ଆଶ୍ରମ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ମୃତପିଲା ଜନ୍ମ ଦେବା ଓ ପରେ ତାଙ୍କର...

ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ଜଣେ ଯବାନ ନିଜ ସର୍ଭିସ ରାଇଫଲ୍‌ରୁ ଗୁଳି ଫୁଟାଇ ଜୀବନ ହାରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲାରେ। ପୋଟେରୁ ପୋଲିସ...

ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ ଘଟଣା,ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୨୭।୧(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠ ଫାଳିଆ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ୍‌...

ଫୋକସ୍‌ରେ ସମ୍ବେଦନଶୀଳ ବୁଥ୍‌

ଢେଙ୍କାନାଳ ଅଫିସ୍‌/ଭୁବନ, ୨୨।୨(ଡି.ଏନ.ଏ) ଢେଙ୍କାନାଳ ଜିଲାରେ ୪ର୍ଥ ତଥା ଅନ୍ତିମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଲାଗି ମଙ୍ଗଳବାର ଭୋଟଗ୍ରହଣ ଅନୁଷ୍ଠିତ ହେବ। କଙ୍କଡ଼ାହାଡ଼ ଏବଂ ଭୁବନ...

ପ୍ରଦୂଷଣ ଯୋଗୁ ହ୍ରାସପାଉଛି କାଜୁବାଦାମ ଉତ୍ପାଦନ

ମହାକାଳପଡ଼ା ,୨୧ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବତିଘର, ରାମନଗର ଆଦି ଅଞ୍ଚଳରେ ପ୍ରଦୂଷଣ ବଢିବାରେ ଲାଗିଛି। ଫଳରେ ଜଙ୍ଗଲରେ କାଜୁବାଦାମ...

Advertisement
Archives

Model This Week