୧୫ ବଛର ହେଲା ଖୁଲା ଆକାଶ ତଲେ ଉର୍ମିଳା

 

ତଳଗଁ।, ୧୭।୧୨ (ଡି.ଏନ୍‌.ଏ.)-
ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଅନେକ ସରକାରୀ ଯୋଜନା ବାଟ୍‌ବନା ହେଉଥିବାର ଦେଖ୍‌ବାକେ ମିଲିଛେ। ଅଧ୍‌କାରୀ, କରମ୍‌ଚାରୀକଁର ଅଁାତରିକତା ଅଭାବୁ ଅନେକ ଗରିବ୍‌ ଦୁଖି, ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାରୁ ବଁଚିତ୍‌ ହେଇ ବଡ଼ା ଗୁଲ୍‌ଗୁଲାରେ ଜୀବନ୍‌ ବିତଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ହରଭଙ୍ଗା ବ୍ଲକ ଆଡ଼େଣୀଗଡ଼ ପଁଚେତ୍‌ର ମାଧପୁରରେ।
ସୂଚନା ଅନ୍‌ସାରେ ଆଡ଼େଣୀଗଡ ପଁଚେତ୍‌ ଅଧୀନ ମାଧପୁରଠାନେ ଜାତୀୟ ରାଜପଥ ତରେ ଆଏଜ୍‌କେ ୧୫ ବଛର ହେଲା ୩ ଛୁଆକୁ ଧରି ଉର୍ମିଳା ଖୁଲା ଆକାଶ ତଲେ ଜୀବନ୍‌ ବିତଉଛନ୍‌। ଇ ଘଟନାକେ ନେଇ ଅନେକ ଥର ଗଣମାଧ୍ୟମରେ ଖବର ବାହାରିଥିଲେ ବି ପରଶାସନ ସବୁ ଜାନିଶୁନି ନାଇଁଜାନ୍‌ଲା ଲେଖେଁ ଅଭିନଏ କରୁଥିବାର ଥାନୀଅ ଲୋକ୍‌ ଅଭିଯୋଗ କରିଛନ୍‌। ଉର୍ମିଳାର ଘରଦୁଆର ନାଇଁଥିବାର ଲାଗି ସେ ଆଏଜ୍‌ ଇତାର ବାରନ୍‌ଡା ତ କାଏଲ୍‌ ସେତାର ପିଁଢ଼ାରେ ଦିନ୍‌ ବିତଉଛନ୍‌। ସେନ୍‌ତା ଆଏଜ୍‌କେ ୧୫ ବଛର ହେଲା ଥାନୀଅ ହାଟ୍‌ପଦାରେ ଉର୍ମିଳା ଏନ୍‌ଥେଇ ଦିନ୍‌ ବିତଉଛନ୍‌। ପରଶାସନ ଉର୍ମିଳାକୁଁ ଭତା ଆର କିଛି ଚାଉଲ ଦେଉଛେ ସତ୍‌। ହେଲେ ଉର୍ମିଳା ସରକାରୀ ଯୋଜନାରେ ଘରଡିହ ଆର ଆବାସ ଘରଖଁଡ଼େ ପାଏବାରୁ ବଁଚିତ୍‌ ହେଇ ରହିଛନ୍‌। ଇଆଡ଼େ ପରଶାସନ ଅନେକ ଜାଗାରେ ଥିଲାବାଲାକୁ ସରକାରୀ ଯୋଜନାରେ ସାମିଲ କରି ବାହାଦୁରି ନେଉଛେ। ଜିଲାପାଳ ଇ ଦିଗେ ଖାସ୍‌ ଦୁରୁଷ୍‌ଟି ଦେଇ ଉର୍ମିଲାକୁଁ ଯେତେ ଜଲ୍‌ଦି ହେବା ସରକାରୀ ଯୋଜନାରେ ଘରଡିହ ଆର ଆବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ଥାନୀଅ ବୁଧିଜୀବୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସଂରକ୍ଷଣ, ବେକାରି କାର୍ଡ ଖେଳିବ କଂଗ୍ରେସ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ମତଦାନ ସରିଛି। ଏଥିସହ ପୌର ନିର୍ବାଚନ ପାଇଁ ତାରିଖ ବି ଘୋଷଣା ହୋଇସାରିଛି। ମାର୍ଚ୍ଚ ୨୪ ତାରିଖରେ...

ଜଗନ୍ନାଥଙ୍କ ଜମିରେ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ

ପୁରୀ ଅଫିସ, ୧୫ା୩: ମରୀଚିକୋଟ ଛକସ୍ଥିତ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାକୁ ଆସିଥିଲା। ବିଶେଷକରି ଏହି ମାର୍କେଟ କମ୍ପ୍ଲେକ୍ସ ପଛପଟେ...

‘ସିଟିଜ୍‌ ପ୍ରକଳ୍ପ’ରେ ବଦଳିବ ସହର ନକ୍ସା

ଭୁବନେଶ୍ୱର, ୨୪।୩ (ବ୍ୟୁରୋ):ସ୍ମାର୍ଟସିଟି ଭୁବନେଶ୍ୱରର ଚେହେରା ଧୀରେ ଧୀରେ ବଦଳିବାକୁ ଲାଗିଛି। ସହରକୁ ଆହୁରି ସୁନ୍ଦର କରି ଗଢ଼ିତୋଳିବା ସହ ପୂର୍ଣ୍ଣାଙ୍ଗ ସ୍ମାର୍ଟସିଟିରେ ପରିଣତ କରିବା...

ଆଜିଠୁ ଯୁକ୍ତ୩ ଆବେଦନ: ୨୫ ପର୍ଯ୍ୟନ୍ତ ଚାଲିବ, ୩୧ରେ ପ୍ରଥମ ମେରିଟ ଲିଷ୍ଟ

ଭୁବନେଶ୍ୱର, ୧୧।୮(ବ୍ୟୁରୋ) – ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ପାଇଁ ଗୁରୁବାରଠାରୁ ଆବେଦନ ଆରମ୍ଭ ହେବ। ସାମ୍ସ ଓ୍ବେବ୍‌ସାଇଟ୍‌ www.samsodisha.gov.inରେ ଛାତ୍ରୀଛାତ୍ର ଗୁରୁବାର...

ବ୍ୟାପକ ହେଉନି ଟେଲିମେଡିସିନ ସେବା

ଭୁବନେଶ୍ୱର, ୨୯ା୧(ବ୍ୟୁରୋ): କରୋନାର ତୃତୀୟ ଲହର ଓ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ପାଇଁ ରାଜ୍ୟରେ ସଂକ୍ରମଣ ହଠାତ୍‌ ବଢ଼ିଯାଇଥିଲା। ସ୍ଥିତି ଏପରି ହେଲା ଯେ ହସ୍ପିଟାଲଗୁଡ଼ିକରେ...

ଚାଷୀଙ୍କ ପରେ ବ୍ୟାଙ୍କ କର୍ମଚାରୀ

କରୋନା ଲକ୍‌ଡାଉନ୍‌ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାରୁ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର ସରକାରଙ୍କ ପ୍ରଥମ କର୍ତ୍ତବ୍ୟ ହେବା ଆବଶ୍ୟକ। କିନ୍ତୁ ସରକାର ବିପର୍ଯ୍ୟସ୍ତ...

ଜନତା ମୋର ଷ୍ଟାର ପ୍ରଚାରକ: ରାଜେନ୍ଦ୍ର

ଭଦ୍ରକ ଅଫିସ, ୧୮।୧୦:ଧାମନଗର ଉପନିର୍ବାଚନ ପାଇଁ ବିଜେଡି ବିଦ୍ରୋହୀ ତଥା ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରତିଦ୍ୱନ୍ଦ୍ୱିତା ନିଷ୍ପତ୍ତିରେ...

ବାଲିଅନ୍ତା କେନାଲରେ ବୁଡ଼ି ମହିଳା ମୃତ, ହୋଲିରେ ମଦ ପିଇଥିବା ଯୋଗୁ ଅଘଟଣ ଘଟିଥିବା ନେଇ ଚର୍ଚ୍ଚା

ବାଲିଅନ୍ତା/ପୁରୁଣା ଭୁବନେଶ୍ୱର,୧୦।୩(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ଅଧୀନ ରଙ୍ଗବଜାର ନିକଟରେ ପ୍ରବାହିତ ପୁରୀ ମୁଖ୍ୟ କେନାଲରେ ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରୀନା...

Advertisement
Archives

Model This Week