Posted inଖେଳ

୧୫ ବର୍ଷରୁ କମ୍‌ ଫୁଟ୍‌ବଲ: ହିମାଂଶୁଙ୍କ ହ୍ୟାଟ୍ରିକ୍‌: ଭାରତର ସହଜ ବିଜୟ

କଲ୍ୟାଣି (ପଶ୍ଚିମବଙ୍ଗ), ୨୮ା୮ (ପି.ଟି.)- ଚଳିତ ୧୫ ବର୍ଷରୁ କମ୍‌ ବାଳକ ସାଫ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଆଉ ଏକ ଚମତ୍କାର ପ୍ରଦର୍ଶନ କରିଛି। ଦଳ ମଙ୍ଗଳବାର ଏକ ମୁକାବିଲାରେ ଶ୍ରୀଲଙ୍କାକୁ ୫-୦ ଗୋଲରେ ପରାସ୍ତ କରିଛି। ମ୍ୟାଚର ଦୃଷ୍ଟି ଆକର୍ଷଣକାରୀ ଖେଳାଳି ଥିଲେ ହିମାଂଶୁ ଜାଙ୍ଗ୍ରା। ସେ ହ୍ୟାଟ୍ରିକ୍‌ ଗେଲ ସ୍କୋର କରିଥିବାବେଳେ ମହେସନ ଏବଂ ଶୁଭୋ ପଲ୍‌ ଗୋଟିଏ ଲେଖାଏଁ ଗୋଲ ଦେଇଥିଲେ। କୋଚ୍‌ ବିବିଆନୋ ଫର୍ଣ୍ଣାଣ୍ଡିଜ ଏହି ମ୍ୟାଚ ପାଇଁ ତାଙ୍କ ଲାଇନ୍‌ ଅପ୍‌ରେ ଦୁଇଟି ପରିବର୍ତ୍ତନ କରିଥିଲେ। ଫ୍ରଣ୍ଟ୍‌ରେ ଶ୍ରୀଦାର୍ଥଙ୍କ ସ୍ଥାନରେ ହିମାଂଶୁ ଜାଙ୍ଗ୍ରାଙ୍କୁ ଖେଳାଇଥିଲେ। ସେହିପରି ମିଡଲରେ ଶିବଜିତ୍‌ଙ୍କ ସ୍ଥାନ ସାତ୍ତ୍ୱିକ ଶର୍ମା ନେଇଥିଲେ। ଗ୍ରୁପ୍‌ ପର୍ଯ୍ୟାୟରେ ଭାରତ ଏହାର ଅନ୍ତିମ ମ୍ୟାଚ ଗୁରୁବାର ବାଂଲାଦେଶ ବିପକ୍ଷରେ ଖେଳିବ। ମ୍ୟାଚ ପରେ କୋଚ୍‌ ଫର୍ନାଣ୍ଡିଜ କହିଛନ୍ତି, ଖେଳାଳିମାନେ ଅଧିକ ଗୋଲ ସ୍କୋର କରିପାରିଥିବାରୁ ମୁଁ ବିଶେଷ ଖୁସି। ଫ୍ରଣ୍ଟରେ ଖେଳିବାର ସୁଯୋଗ ପାଇ ଯଥାର୍ଥ ବୋଲି ପ୍ରମାଣ କରିଦେଖାଇଥିଲେ ହିମାଂଶୁ। ସେ ଜଣେ ଦକ୍ଷ ସ୍କୋରର ହୋଇ ବାହାରିବେ ବୋଲି ମୋର ଆଶା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri