ବ୍ରହ୍ମପୁର ଅଫିସ,୨୧ା୨: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଏବେ ଚୋରି ଦିନକୁ ଦିନ ବଢ଼ିବାରେ ଲାଗିଛି। କାଳୀଚରଣ ସାହୁ ସପରିବାର ପୁରୀରୁ ଜଗନ୍ନାଥ ଦର୍ଶନ ସାରି ବୁଧବାର ରାତିରେ ଘରକୁ ଫେରିଥିଲେ। ଘରେ ପହଞ୍ଚିବା ପରେ ଦୁର୍ବୃତ୍ତମାନେ ତାଙ୍କ ତାଲା ବନ୍ଦ ଘରେ କଳାକନା ବୁଲାଇ ଦେଇଛନ୍ତି। ତଳ ମହଲା ଓ ଉପର ମହଲା ବିଶିଷ୍ଟ ଘର ଭିତରେ ଥିବା ୨ଟି ଆଲମିରାରୁ ଚୋର ଦଳ ପ୍ରାୟ ୧୫ ଭରି ଓଜନର ସୁନା ଗହଣା ଓ ଟଙ୍କା ଚୋରି କରି ନେଇ ଯାଇଛନ୍ତି। ଏନେଇ ସଦର ଥାନାରେ ସେ ଅଭିଯୋଗ କରିଛନ୍ତି। ପୋଲିସ ନଂ.୪୬/୨୦ ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଗୁରୁବାର ସକାଳେ ପୋଲିସ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍ ସହାୟତାରେ ଚୋର ଗ୍ୟାଙ୍ଗ ଠାବ ପାଇଁ ଯାଞ୍ଚ କରୁଛି ବୋଲି ତଦନ୍ତକାରୀ ଅଧିକାରୀ ସନ୍ତୋସିନୀ ଓରାମ ସୂଚନା ଦେଇଛନ୍ତି। ସେହି ଅଞ୍ଚଳରେ ଲାଗିଥିବା ସିସି ଟିଭି ଫୁଟେଜ ମଧ୍ୟ ସଂଗ୍ରହ କରାଯାଇଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ୧୩ ତାରିଖରେ ଉକ୍ତ ଥାନା ଅନ୍ତର୍ଗତ ନିମଖଣ୍ଡି ଗଣେଶ ନଗରରେ ରହୁଥିବା ଔଷଧ ବ୍ୟବସାୟୀ ଏଲ.ଭେଙ୍କେଟେଶଙ୍କ ଘରୁ ଚୋରି ହୋଇଥିଲା। ଗୃହକର୍ତ୍ତାଙ୍କ ଅନୁପସ୍ଥିତିରେ ଗ୍ରୀଲ ତାଲା ଭାଙ୍ଗି ଦୁର୍ବୃତ୍ତମାନେ ତାଙ୍କ ବେଡ୍ ରୁମ ଆଲମିରାରେ ଥିବା ସୁନା ଗହଣା, ରୁପା ସାମଗ୍ରୀ ଓ ନଗଦ ୧୨ ହଜାର ଟଙ୍କା ଚୋରି କରି ନେଇଯାଇଥିଲେ। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୪୨/୨୦ରେ ଏକ ମାମଲା ରୁଜୁୁ କରିଥିଲା। ଉକ୍ତ ଚୋରି ଘଟଣାରେ ମଧ୍ୟ ପୋଲିସକୁ ଏବେ ସୁଦ୍ଧା କୌଣସି ସୁରାକ ମିଳି ପାରିନାହିଁ। ତଦନ୍ତ ଆରମ୍ଭ କରିଛି। ଗୁରୁବାର ସକାଳେ ପୋଲିସ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍ ସହାୟତାରେ ଚୋର ଗ୍ୟାଙ୍ଗ ଠାବ ପାଇଁ ଯାଞ୍ଚ କରୁଛି ବୋଲି ତଦନ୍ତକାରୀ ଅଧିକାରୀ ସନ୍ତୋସିନୀ ଓରାମ ସୂଚନା ଦେଇଛନ୍ତି। ସେହି ଅଞ୍ଚଳରେ ଲାଗିଥିବା ସିସି ଟିଭି ଫୁଟେଜ ମଧ୍ୟ ସଂଗ୍ରହ କରାଯାଇଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ୧୩ ତାରିଖରେ ଉକ୍ତ ଥାନା ଅନ୍ତର୍ଗତ ନିମଖଣ୍ଡି ଗଣେଶ ନଗରରେ ରହୁଥିବା ଔଷଧ ବ୍ୟବସାୟୀ ଏଲ.ଭେଙ୍କେଟେଶଙ୍କ ଘରୁ ଚୋରି ହୋଇଥିଲା। ଗୃହକର୍ତ୍ତାଙ୍କ ଅନୁପସ୍ଥିତିରେ ଗ୍ରୀଲ ତାଲା ଭାଙ୍ଗି ଦୁର୍ବୃତ୍ତମାନେ ତାଙ୍କ ବେଡ୍ ରୁମ ଆଲମିରାରେ ଥିବା ସୁନା ଗହଣା, ରୁପା ସାମଗ୍ରୀ ଓ ନଗଦ ୧୨ ହଜାର ଟଙ୍କା ଚୋରି କରି ନେଇଯାଇଥିଲେ। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୪୨/୨୦ରେ ଏକ ମାମଲା ରୁଜୁୁ କରିଥିଲା। ଉକ୍ତ ଚୋରି ଘଟଣାରେ ମଧ୍ୟ ପୋଲିସକୁ ଏବେ ସୁଦ୍ଧା କୌଣସି ସୁରାକ ମିଳି ପାରିନାହିଁ।
Posted inଆମ ଜିଲା ଖବର, ଗଞ୍ଜାମ View All
ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ
ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…
ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….
ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…
କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି
କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…
ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ
ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…
ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ
ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…
ବସ୍ଷ୍ଟାଣ୍ଡରେ ବିକୁଥିଲେ କଫ୍ସିରପ୍, ମାଡ଼ି ବସିଲା ପୋଲିସ
ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…
ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….
ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…
ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…
ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…
Archives

