୧୫ ମିନିଟ୍‌ ମଧ୍ୟରେ ଚା’ ପିଉଥିବାବେଳେ କ୍ଷମତାକୁ ଆସିଗଲା କେଜରିଓ୍ବାଲଙ୍କ ସରକାର

ନୂଆଦିଲ୍ଲୀ,୧୧।୨: ମାତ୍ର ୧୫ ମିନିଟ୍‌ ମଧ୍ୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର କ୍ଷମତା ଦଖଲ କରିଥିବା ଖବର ପ୍ରକାଶିତ ହୋଇଛି। ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲଟ୍‌ ଗଣନା ଆରମ୍ଭ ହୋଇଥିଲା। ଏହାପରେ ୮ଟା ୧୫ରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଆଗୁଆ ଥିବା ଖବର ପ୍ରଚାରିତ ହୋଇଥିଲା। ୮ଟା ୨୧ରେ ସମସ୍ତ ୭୦ ବିଧାନସଭା ଆସନର ଗଣତି ଫଳ ପ୍ରକାଶିତ ହୋଇଥିଲା। ୯ଟା ୫ରେ ଏଏପି ସରକାର ଗଠନ କରିବା ନିଶ୍ଚିତ ହୋଇଯାଇଥିଲା। କେଜରିଓ୍ବାଲ ୮ଟାରେ ଚା’ ପିଉଥିବାବେଳେ ମାତ୍ର ୧୫ ମିନିଟ୍‌ ମଧ୍ୟରେ ୮ଟା ୧୫ ବେଳକୁ ଏଏପି ପୁଣି ସରକାର ଗଠନ କରିବା ଖବର ଗଣମାଧ୍ୟମରେ ପ୍ରସାରିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri