୧୫ ମିନିଟ୍‌ ମଧ୍ୟରେ ଚା’ ପିଉଥିବାବେଳେ କ୍ଷମତାକୁ ଆସିଗଲା କେଜରିଓ୍ବାଲଙ୍କ ସରକାର

ନୂଆଦିଲ୍ଲୀ,୧୧।୨: ମାତ୍ର ୧୫ ମିନିଟ୍‌ ମଧ୍ୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର କ୍ଷମତା ଦଖଲ କରିଥିବା ଖବର ପ୍ରକାଶିତ ହୋଇଛି। ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲଟ୍‌ ଗଣନା ଆରମ୍ଭ ହୋଇଥିଲା। ଏହାପରେ ୮ଟା ୧୫ରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଆଗୁଆ ଥିବା ଖବର ପ୍ରଚାରିତ ହୋଇଥିଲା। ୮ଟା ୨୧ରେ ସମସ୍ତ ୭୦ ବିଧାନସଭା ଆସନର ଗଣତି ଫଳ ପ୍ରକାଶିତ ହୋଇଥିଲା। ୯ଟା ୫ରେ ଏଏପି ସରକାର ଗଠନ କରିବା ନିଶ୍ଚିତ ହୋଇଯାଇଥିଲା। କେଜରିଓ୍ବାଲ ୮ଟାରେ ଚା’ ପିଉଥିବାବେଳେ ମାତ୍ର ୧୫ ମିନିଟ୍‌ ମଧ୍ୟରେ ୮ଟା ୧୫ ବେଳକୁ ଏଏପି ପୁଣି ସରକାର ଗଠନ କରିବା ଖବର ଗଣମାଧ୍ୟମରେ ପ୍ରସାରିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଭୂକମ୍ପ: ୟୁପି, ପଞ୍ଜାବରେ ଝଟକା

ନୂଆଦିଲ୍ଲୀ,୨୯ା୫-ଦିଲ୍ଲୀରେ ଶୁକ୍ରବାର ରାତିରେ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୬ ଥିବାବେଳେ କେନ୍ଦ୍ରସ୍ଥଳ ଦିଲ୍ଲୀଠାରୁ ୬୫ କିଲୋମିଟର ଦୂର...

କରୋନା ସଂକ୍ରମଣ ଡରରେ ଅନ୍ତିମ ସଂସ୍କାରରେ ପଡ଼ୋଶୀ ଦେଲେନି ଯୋଗ: ମୃତଦେହକୁ ପୋଲିସ ଦେଲେ କାନ୍ଧ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। କରୋନାକୁ ନେଇ ଲୋକଙ୍କ ମାନସିକତାରେ ମଧ୍ୟ ପରିବର୍ତ୍ତନ ଆସିଛି। ପରିସ୍ଥିତି ଏଭଳି ହୋଇଛି...

ସୁସ୍ଥ ହେଲେ କରୋନା ସଂକ୍ରମିତ ୧୨ ନୌସେନା ଯବାନ

ନୂଆଦିଲ୍ଲୀ,୨।୫: ଭାରତୀୟ ନୌସେନାର ୩୮ ଜଣ ଯବାନ କରୋନା ଭାଇରସରେ ସଂକ୍ରମିତ ହେବା ପରେ ଏବେ ସେମାନଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ...

ଦୀପାବଳି ଉପଲକ୍ଷେ ଅଯୋଧ୍ୟାରେ ଜଳିବ ୫ଲକ୍ଷ ଦୀପ

ଲକ୍ଷ୍ନୌ,୨୬।୧୦: ଭଗବାନ ରାମଙ୍କ ନଗରୀ କୁହାଯାଉଥିବା ଅଯୋଧ୍ୟାରେ ଶନିବାର ଦୀପୋତ୍ସବର ତୃତୀୟ ସଂସ୍କରଣ ଲୋକାର୍ପିତ ହେବ। ଏହି ଉତ୍ସବରେ ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

ଚୁକ୍ତି ରଦ୍ଦ କରିପାରେ ପ୍ରସାର ଭାରତୀ

ନୂଆଦିଲ୍ଲୀ,୨୮ା୬: ଚାଇନା ରାଷ୍ଟ୍ରଦୂତ ସହିତ ପ୍ରେସ୍‌ ଟ୍ରଷ୍ଟ ଅଫ୍‌ ଇଣ୍ଡିଆ (ପିଟିଆଇ)ର ବିବାଦୀୟ ସାକ୍ଷାତ୍‌କାର ପରିପ୍ରେକ୍ଷୀରେ ଉକ୍ତ ନ୍ୟୁଜ୍‌ ଏଜେନ୍ସି ସହ ଚୁକ୍ତିନାମାର ସମୀକ୍ଷା କରୁଛି...

ଗୋମାଂସ ପରିବେଷଣ ପାଇଁ ବାଧ୍ୟ କରୁଛି ଜୋମାଟୋ

କୋଲକାତା,୧୨ା୮: ଖାଦ୍ୟରେ ଗୋମାଂସ କିମ୍ବା ଘୁଷୁରି ମାଂସ ଥିଲେ ସେମାନେ ଯୋଗାଣ କରିବେ ନାହିଁ ବୋଲି କୋଲକାତାର ଜୋମାଟୋ କର୍ମଚାରୀମାନେ କହିବା ସହ ଅନିର୍ଦ୍ଦିଷ୍ଟ କାଳ...

ଅକ୍ସିଜେନ୍‌ ସିଲିଣ୍ଡର ସହ ୟୁପିଏସ୍‌ସି ପରୀକ୍ଷା ହଲ୍‌ରେ ବସିଲେ ଛାତ୍ରୀ

ନୂଆଦିଲ୍ଲୀ,୩।୬: ଗମ୍ଭୀର ହାଡ଼ ଜନିତ ସମସ୍ୟା ଓ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେଉଥିଲେ ମଧ୍ୟ ନିଜର ମନୋବଳକୁ ଦୃଢ ରଖିଛନ୍ତି କେରଳର ୨୪ ବର୍ଷୀୟା...

ଲକ୍ଷ୍ନୌରେ ଗଡ଼ିଲା ତେଜସ ଏକ୍ସପ୍ରେସ: ଯୋଗୀ ଆଦିତ୍ୟନାଥ କଲେ ଶୁଭାରମ୍ଭ

ଲକ୍ଷ୍ନୌ,୪।୧୦: ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ ତେଜସ ଏକ୍ସପ୍ରେସ ଶୁକ୍ରବାର ଟ୍ରାକ୍‌ରେ ଗଡ଼ିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌ ଷ୍ଟେସନରେ ପତାକା ଦେଖାଇ ଏହାର...

Coronavirus Update


Archives

Model This Week

Why Dharitri