୧୫ ରାଉଣ୍ଡ: ଆଗରେ ଭାଜପା ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୨୩ା୫-ବାଲେଶ୍ୱର ଲୋକସଭା ଆସନରେ ୧୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ୨ ଲକ୍ଷ ୨ ହଜାର ୬୯୪ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନା ୧ ଲକ୍ଷ ୯୬ ହଜାର ୭୫୦ ଭୋଟ ପାଇଛନ୍ତି। ଭାଜପା ପ୍ରାର୍ଥୀ ୫ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଯବାନଙ୍କ ଅକାଳ ବିୟୋଗ

ବାଲିଆପାଳ,୩।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ନିଖିରା ପଞ୍ଚାୟତ ଅଧୀନ ନିଖିରା ଗ୍ରାମର ମଧୁସୂଦନ ବାରିକଙ୍କ ଏକମାତ୍ର ପୁଅ ନୌସେନା ରକ୍ଷାମନ୍ତ୍ରଣାଳୟର ସିଭିଲିଆନ ଭାବେ କାର୍ଯ୍ୟରତ...

ବାପ ଝିଅ ବିଷ ପିଇବା ଘଟଣା: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

ସୋର,୨୫।୪(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜନୈକା ନାବାଳିକାଙ୍କୁ ଏକତରଫା ପ୍ରେମ କରି ଜଣେ ଯୁବକ ତାଙ୍କ ସହଯୋଗୀଙ୍କ ସହ ଅପହରଣ ଉଦ୍ୟମ କରିଥିଲେ। ଏନେଇ ନାବଳିକାଙ୍କ...

ବାତ୍ୟା ପରେ ସହାୟତା ପାଇଁ ପ୍ରୟାସ

ବାଲେଶର ଅଫିସ, ୨୦ା୫-ବିଜେଡିର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜ୍ୟ ବିଜେଡି ସଙ୍ଗଠନ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ...

ବଡ଼ ଭାଇଙ୍କୁ ହତ୍ୟା କରି ବାଡ଼ିରେ ପୋତି ଦେଇଥିଲେ ସାନଭାଇ

ବାଲେଶ୍ୱର ଅଫିସ, ୧୫।୬: ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବାସୁଚକୁରି ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଗ୍ରାମର ଜଣେ ବ୍ୟକ୍ତି ନିଜ ବଡ଼...

ଉତ୍ତରାଖଣ୍ଡରେ କେଉଁ ହେଭିଓ୍ବେଟ୍‌ ନେତା ହାରିଲେ ଆଉ କିଏ ଜିତିଲେ ଜାଣନ୍ତୁ

ଡେରାଡୁନ,୧୦ା୩: ଉତ୍ତରପ୍ରଦେଶ ନିର୍ବାଚନ ଫଳାଫଳ ଆଜି ଅର୍ଥାତ୍‌ ମାର୍ଚ୍ଚ ୧୦ରେ ଗଣନା ଚାଲିଛି। ଏ ପର୍ଯ୍ୟନ୍ତ ଆସିଥିବା ଫଳାଫଳ ଏବଂ ଟ୍ରେଣ୍ଡରେ ପୁଣିଥରେ ଭାଜପା ସରକାର...

ଅନୁଗୋଳରେ ପ୍ରତାପ ପ୍ରଧାନ ୭୨ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୭୨ ଭୋଟରେ ଆଗରେ ରହିଛନ୍ତି। ବିଜେଡିର...

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୫: ଗୁରୁବାର ଭୋଟ ଗଣତି। ଏହାକୁ ଠିକ୍‌ ଭାବେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିଲାଗି ଜିଲା...

ବିଭୂତି ଓ ରୁଦ୍ରଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରଚାର

ପରଜଙ୍ଗ,୧୮ା୪(.) : ଢେଙ୍କାନାଳ ଜିଲା ପରଜଙ୍ଗ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନ ଓ ଢେଙ୍କାନାଳ ଏମ୍‌ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣିଙ୍କ ପାଇଁ ଗୁରୁବାର...

Advertisement
Archives

Model This Week