୧୬ ଜିଲାରୁ ୭୫ ଆକ୍ରାନ୍ତ: ଖୋର୍ଦ୍ଧା-ସୁନ୍ଦରଗଡ଼ର ସର୍ବାଧିକ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ୭୫ ନୂଆ ଆକ୍ରାନ୍ତ ୧୬ ଜିଲାରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା-ସୁନ୍ଦରଗଡ଼ରୁ ସର୍ବାଧିକ ୧୮ ଅଛନ୍ତି। ସେହିଭଳି ଜଗତସିଂହପୁର-କୋରାପୁଟ-ଅନୁଗୋଳ-ଢ଼େଙ୍କାନାଳର ୨, ଯାଜପୁରର ୭, କେନ୍ଦୁଝର-ଗଞ୍ଜାମ-ପୁରୀ-ନୂଆପଡ଼ାର ୧, ନୟାଗଡ଼ର ୪, କଟକର ୫, ବଲାଙ୍ଗୀରର ୫, ସୋନପୁର-କେନ୍ଦ୍ରାପଡ଼ାର ୩ଜଣ ଲେଖାଏ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ପ୍ରସାରଣ ବିଭାଗ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।

ପ୍ରକାଶ ଯେ, ରାଜ୍ୟରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୫୬ରେ ପହଞ୍ଚିଛି। ସଂକ୍ରମିତଙ୍କ ମଧ୍ୟରୁ ୧,୭୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୧୨୯ ଆକ୍ଟିଭ କେସ୍‌ ରହିଛି। ସେହିଭଳି କରୋନାରେ ୯ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲିବନ୍ଧ ଚତୁଃପାର୍ଶ୍ୱ ସଫେଇ କଲେ ସିପାହୀ

ଛତ୍ରପୁର,୨୮।୬(ଡି.ଏନ.ଏ.)- ଛତ୍ରପୁର ଅଷ୍ଟମ ବାଟାଲିୟନ ପକ୍ଷରୁ ପିଲିବନ୍ଧ ଚତୁଃପାର୍ଶ୍ୱକୁ ସଫେଇ କରାଯାଇଛି ା ବାଟାଲିୟନ୍‌ କମାଣ୍ଡାଣ୍ଟ ଉଦୟ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ...

ଆଜି ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’

ଭୁବନେଶ୍ୱର,୯।୧୨(ବ୍ୟୁରୋ):ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ ଶୁକ୍ରବାରଠାରୁ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ୧୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ମରି ପଡ଼ିଥିଲେ ମହିଳା, କୁନିଝିଅ କହିବା ପରେ ଜଣାପଡ଼ିଲା ପୂରା ଘଟଣା

ବଲାଙ୍ଗୀର ଅଫିସ,୨୭ା୧୨: ବଲାଙ୍ଗୀର ସହର ସାଗରପଡ଼ାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସାଗରପଡ଼ା ଶିବ ମନ୍ଦିର ନିକଟ ଘର ଭିତରୁ ଜଣେ ବିଧବା...

ଏନ୍‌ଆଇଏଫ୍‌ଟି ପରୀକ୍ଷା ସର୍ବଭାରତୀୟ ସ୍ତରରେ କୋରାପୁଟ ଝିଅ ଅନ୍ବେଷା ଅର୍ପିତା

କୋରାପୁଟ,୨୩ା୫(ସ୍ବ.ପ୍ର.): ଏନ୍‌ଆଇଏଫ୍‌ଟି (ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫେଶନ ଟେକ୍ନୋଲୋଜି) ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୬୨ତମ ର଼୍ୟାଙ୍କ ପାଇଛନ୍ତି କୋରାପୁଟ ଝିଅ ଅନ୍ବେଷା ଅର୍ପିତା ପାତ୍ର। ଏନେଇ...

କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୪।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରୁପ୍ପାଙ୍କ ପରେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଏସ୍‌ ସିଦ୍ଧରମେୟା କରୋନାରେ ପୀଡ଼ିତ ହୋଇଛନ୍ତି। ମଙ୍ଗଳାବର...

କଟକ କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗର ଚଢ଼ାଉ: ୫୩ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ୍‌,୧୭।୫(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଶୁକ୍ରବାର ରାଜଧାନୀର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି।...

ସିଲିଣ୍ଡରରେ ପାଣି ପୂରାଇ ଲୁଟୁଥିଲେ ଗ୍ୟାସ

ଝାରସୁଗୁଡ଼ା ଅଫିସ,୧୮ା୮: ପରିବହନ ଗାଡ଼ିରୁ ଗ୍ୟାସ୍‌ ସିଲିଣ୍ଡର ବାହାର କରି ପାଣିଭର୍ତ୍ତି ସିଲିଣ୍ଡର ବୋଝେଇ କରି ରପ୍ତାନି କରାଯାଉଥିଲା। ଏଭଳି ଅଭିନବ ଉପାୟରେ ଗ୍ୟାସ୍‌ ଚୋରି...

ପପୁଙ୍କ ଫିଲ୍ମ ପୋଷ୍ଟରକୁ ନେଇ ବିବାଦ: ୭ ଯୁବତୀଙ୍କୁ ନେଇ ଆପତ୍ତିଜନକ ପୋଜ୍‌; ପ୍ରଯୋଜକ ସଂସ୍ଥା ନାଁରେ ମାମଲା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ପୁଣି ଅଡୁଆରେ ରଙ୍ଗିଲା ଟୋକା ପପୁ ପମ୍‌ପମ୍‌। କେତେବେଳେ କାଷ୍ଟିଂ କାଉଚ ତ ଆଉ କେତେବେଳେ ମହିଳାଙ୍କୁ ଅଶାଳୀନ ବ୍ୟବହାର ପାଇଁ ବିବାଦରେ ରହିଥିଲେ...

Advertisement
Archives

Model This Week