୧୬ ଜିଲାରେ କାର୍ଯ୍ୟ କରୁଛି ୧୭ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ମୁକାବିଲା ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କରୋନା ଆକ୍ରାନ୍ତଙ୍କୁ କିପରି ସ୍ବତନ୍ତ୍ର ଚିକିତ୍ସା ମିଳିପାରିବ ସେଥିପାଇଁ ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ଖୋଲାଯାଇଛି। ଏଥିପାଇଁ ବିଭିନ୍ନ ଘରୋଇ ହସ୍ପିଟାଲ ଓ ଅନେକ କମ୍ପାନୀ ସହଯୋଗର ହାତ ବଢ଼ାଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬ ଜିଲାରେ ୧୭ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ବା ସ୍ବାସ୍ଥ୍ୟ ଯତ୍ନ କେନ୍ଦ୍ର କାର୍ଯ୍ୟ କରୁଛି। ଏହିସବୁ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ୍‌ ଗଜପତି, ଗଞ୍ଜାମ, ଯାଜପୁର, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, କଟକ, ସୁନ୍ଦରଗଡ଼, ଭଦ୍ରକ, ରାୟଗଡ଼ା, ମାଲକାନଗିରି, ଢେଙ୍କାନାଳ, ବୌଦ୍ଧ, କେନ୍ଦ୍ରାପଡ଼ା, ବାଲେଶ୍ବର ଓ କୋରାପୁଟ ଜିଲାରେ କାର୍ଯ୍ୟ କରୁଥିବାବେଳେ ମୋଟ ଶଯ୍ୟା ସଂଖ୍ୟା ୨୭୯୦ ରହିଛି। ନବରଙ୍ଗପୁରଠାରେ ଏକ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ୍‌ ସ୍ଥାପନ ନିମନ୍ତେ ନବରଙ୍ଗପୁର ଜିଲାପାଳ, ନାଲ୍‌କୋ ଓ ସ୍ଥାନୀୟ ଖ୍ରୀଷ୍ଟିଆନ୍‌ ହସ୍ପିିଟାଲ୍‌ ମଧ୍ୟରେ ଏକ ତ୍ରିପାକ୍ଷିକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri